Home Articles posted by odadmin (Page 836)
Odisha News
ଜଗତସିଂହପୁର, ୧/୬: ଆଜି ଶେଷ ପର୍ଯ୍ୟାୟ ନିର୍ବାଚନ ଚାଲିଥିବା ବେଳେ ଜଗତସିଂହପୁର ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ନିଆଳି ବିଧାନସଭା ନିର୍ବାଚନ ମଣ୍ଡଳୀର ୭୫ନଂ ବୁଥ୍ର ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବନ କରାଯାଇଛି। ତାଙ୍କ ନାଁ ଲକ୍ଷ୍ମୀନାରାୟଣ ଦାଶ। ସେ ଜଣେ ଅଧ୍ୟାପକ।ନିର୍ବାଚନ କାର୍ଯ୍ୟରେ ଅବହେଳା କରିବା ଯୋଗୁ ଅଧ୍ୟାପକ ଲକ୍ଷ୍ମୀନାରାୟଣ ଦାଶଙ୍କୁ କଟକ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଅରିନ୍ଦମ ଡାକୁଆ ନିଲମ୍ବନ କରିଛନ୍ତି।ମିଳିଥିବା ସୂଚନା Continue Reading
Odisha News
ଭଦ୍ରକ,୧/୬: ସାଧାରଣ ନିର୍ବାଚନ ପାଇଁ ରାଜ୍ୟରେ ଶେଷ ପର‌୍ୟ୍ୟାୟ ମତଦାନ ଜାରି ଥିବା ବେଳେ ଭଦ୍ରକ ଗ୍ରାମାଞ୍ଚଳରେ ଥିବା ଏକ ମତଦାନ କେନ୍ଦ୍ର ସାମ୍ନାରୁ ଜଣେ ମହିଳାଙ୍କୁ ତାଙ୍କର ସ୍ବାମୀ ଅତି ନୃଶଂସ ଭାବେ ବୁଥ ସାମ୍ନାରେ ହାଣିଛି। ଆକ୍ରମଣର ଶିକାର ହୋଇଥିବା ମହିଳାଙ୍କୁ ଡାକ୍ତରଖାନାରେ ମୃତ ଘୋଷଣା କରାଯାଇଛି। ମୃତ ମହିଳା ହେଲେ ରଶ୍ମିରେଖା ବେହେରା।ସୂଚନା ଅନୁଯାୟୀ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ କାଉପୁର ପଞ୍ଚାୟତ ମୁକ୍ତାଡିହି ଗାଁର ପ୍ରଭାକର ରାଉତଙ୍କୁ Continue Reading
Odisha News
ନୀଳଗିରି, ୧/୬: ଭୋଟ ଦେବାକୁ ଆସି ବୁଥ୍ ଭିତରେ ଟଳି ପଡ଼ିଲେ ବୃଦ୍ଧ। ତତକ୍ଷଣାତ୍ ତାଙ୍କୁ ଈଶ୍ୱରପୁର ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେସୂଚନା ଅନୁଯାୟୀ, ବାଲେଶ୍ବର ଜିଲ୍ଲା। ନୀଳଗିରି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଈଶ୍ୱରପୁର ପଞ୍ଚାୟତର ୧୫୯ ନଂ ବୁଥରେ ବୃଦ୍ଧ ସୁରେନ୍ଦ୍ର ମହାନ୍ତି ସ୍ତ୍ରୀଙ୍କୁ ସାଙ୍ଗରେ ଧରି ଭୋଟ ଦେବାକୁ ଆସିଥିଲେ। ସୁରେନ୍ଦ୍ର ମହାନ୍ତିଙ୍କର ଅଂଶୁଘାତରେ ମୃତ୍ୟୁ ହୋଇଥିବା ସୂଚନା ରହିଛି। Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧/୬: ଓଡିଶା ରାଜ୍ୟ ଶ୍ରମିକ ସମବାୟ ସମିତି ବୌଦ୍ଧ ଶାଖା ପକ୍ଷରୁ ସମିତିରେ କାର୍ଯ୍ୟରତ ଜଣେ କର୍ମଚାରୀଙ୍କୁ ର୍ଦୁଘଟଣା ଜନିତ ସହାୟତା ରାଶି ପ୍ରଦାନ କରାଯାଇଛି । ଖବରରୁ ଜଣାଯାଏଯେ ବୌଦ୍ଧ ଏନଏସିରେ ଶାଖା ପରିଚାଳକ ଭାବେ କାର୍ଯ୍ୟରତ ସୁଷମା ବେହେରା ଏକ ମଟରସାଇକେଲ ର୍ଦୁଘଟଣାରେ ଗଭିର ଆହାତ ହୋଇଥିଲେ । ସମିତି ପକ୍ଷରୁ ତାଙ୍କୁ ସହାୟତା ରାଶି ୫ହଜାର ଟଙ୍କା ପ୍ରଦାନ କରାଯାଇଛି ।ବୌଦ୍ଧ ଜିଲ୍ଲା ଇନଚାର୍ଜ ଭୁନାଥ ସାହୁଙ୍କ Continue Reading
Odisha News
ଓଡ଼ିଶା, ୧/୬: ରାଜ୍ୟରେ ଆଜି ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ଭୋଟ୍। ସକାଳ ୭ରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସକାଳୁ ସକାଳୁ ବୁଥମାନଙ୍କରେ ଭୋଟରମାନେ ଭିଡ଼ ଲଗାଇବା ଆରମ୍ଭ ହୋଇଗଲାଣି।ଆଜି ୬ ଲୋକସଭା ଆସନ କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ଯାଜପୁର, ବାଲେଶ୍ରର ଏବଂ ମୟୂରଭଂଜ ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ମତଦାନ ହେଉଛି।ଯାଜପୁର ବିଧାନସଭା ମଣ୍ଡଳୀ ୯୮ ନମ୍ବର ବୁଥ୍ରେ ଇଭିଏମ ଅଚଳ। ଫଳରେ ମତଦାନ ଆରମ୍ବ ହୋଇପାରିନି। କାକଟପୁର […]Continue Reading