Home Articles posted by odadmin (Page 843)
Odisha News
କଳାହାଣ୍ଡି,୨୭/୫ : ଗାଁ ସାଥୀଙ୍କଠାରୁ ୧୦ ହଜାର ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କଲାହାଣ୍ଡି ଜିଲ୍ଲା ଥୁ. ରାମପୁର ବ୍ଲକ କାଣୀଗୁମ୍ମା ପଞ୍ଚାୟତର ପିଇଓ ସଂଜୟ ନାୟକ। ପୁଲିସ ତାଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରିଛି।କାଗଜପତ୍ର କାମ ପାଇଁ ଗାଁ ସାଥୀଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ସଂଜୟ। ଏନେଇ ଗାଁ ସାଥୀ ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ। ସଂଜୟ ଆଜି ସକାଳେ ଜଳେଶ୍ଵର ମନ୍ଦିର ପଡା ନିଜ ବାସଭବନରେ ଲାଞ୍ଚ ଟଙ୍କା […]Continue Reading
Odisha News
କୋରାପୁଟ, ୨୭/୫: କୋରାପୁଟ ଜିଲ୍ଲା ଅନ୍ତର୍ଗତ ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ କନେଷ୍ଟବଳଙ୍କୁ ବନ୍ଧୁକରେ ଆକ୍ରମଣ କରାଯାଇଥିବା ଖବର ମିଳିଛି। ଆଜି ସକାଳେ ଅଭିଯୁକ୍ତକୁ ଗିରଫ କରାଯାଇଛି।ବିବରଣୀରୁ ପ୍ରକାଶ ଯେ କିଛିଦିନ ପୂର୍ବେ ଖିଳୁଆ ଗ୍ରାମର ମଦନ ଖେମୁଣ୍ଡଙ୍କ ନାବାଳିକା ଝିଅଙ୍କୁ ନନ୍ଦପୁର ଦଳିତ ସାହିର ଜଣେ ବିବାହିତ ଯୁବକ ଦ୍ୱିତୀୟ ସ୍ତ୍ରୀ ଭାବେ ରଖିବାକୁ ଅପହରଣ କରି ନେଇଯାଇଥିଲେ। ଏ ନେଇ ନାବାଳିକାଙ୍କର ପିତା ନନ୍ଦପୁର ଥାନାରେ ଏତଲା ଦେଇଥିଲେ। Continue Reading
National News
KOLKATA, MAY 27: Widespread devastation is visible across coastal areas of West Bengal on Monday, a day after severe cyclonic storm ‘Remal’ made landfall packing winds up to 135 kilometres per hour. The cyclone ravaged adjacent coasts of the state and Bangladesh between Sagar Island and Khepupara, near the southwest of Mongla in the neighbouring […]Continue Reading
Odisha News Sports News
ଚେନ୍ନାଇ,୨୬/୫: ଆଇପିଏଲ୍ ୨୦୨୪ର ଗ୍ରାଣ୍ଡ୍ ଫିନାଲେରେ ସନରାଇଜର୍ସ ହାଇଦ୍ରାବାଦ କୋଲକାତା ନାଇଟ୍ ରାଇଡର୍ସକୁ ୧୧୪ ରନ୍ ବିଜୟ ଲକ୍ଷ୍ୟ ଦେଇଛି। ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିବା ହାଇଦ୍ରାବାଦ୍ ୧୮ ଓଭରରେ ୧୧୩ ରନ୍ରେ ଅଲଆଉଟ୍ ହୋଇଯାଇଛି। ଆଇପିଏଲ ଇତିହାସର ଫାଇନାଲ୍ରେ ଏହା ହେଉଛି ସର୍ବନିମ୍ନ ସ୍କୋର। ଏହାପୂର୍ବରୁ ୨୦୧୩ରେ ଚେନ୍ନାଇ ମୁମ୍ବାଇକୁ ୧୨୫ରନ ଟାର୍ଗେଟ ଦେଇଥିଲା।ହାଇଦ୍ରାବାଦ୍ ଆରମ୍ଭରୁ ଝଟ୍କା ପାଇଥିଲା। ଅଭିଷେକ ଶର୍ମା ଦୁଇଟି ରନ ଏବଂ Continue Reading
Odisha News
ନୂଆପଡ଼ା,୨୬/୫: ଗ୍ରାହକ ହୋଇ ଯାଇଥିଲେ। ବାଘ ଛାଲ ଡିଲ୍ ବେଳେ ମାଡ଼ି ବସିଲେ। କଲରାପତରିଆ ବାଘ ଛାଲ ଜବତ କରିଥିବା ବେଳେ ୫ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି ବନ ବିଭାଗ। ନୂଆପଡ଼ା ଜିଲ୍ଲାରୁ ଆସିଛି ଏପରି ଖବର।ଖଡିଆଳ ବନଖଣ୍ଡ ବିଭାଗ ଅଧିନସ୍ଥ ସାନ ମହେଶ୍ୱର ସେକ୍ସନ ହରିପୁର ଗାଁରେ କଲରାପତରିଆ ବାଘ ଛାଲ ବିକ୍ରି ପାଇଁ ଡିଲ୍ ଚାଲିଥିଲା। ବନ ବିଭାଗ ବିଶେଷ ସୂତ୍ରରୁ ଖବର ପାଇ ଗ୍ରାହକ ସାଜି ସେଠାକୁ ଯାଇଥିଲା। ଡିଲ୍ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୬/୫ : ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ ଦ୍ଵାରା ପରିଚାଳିତ ଦଶମ ମାଟ୍ରିକ ପରୀକ୍ଷା ଫଳାଫଳ ରବିବାର ପ୍ରକାଶ ପାଇଛି। ଚଳିତ ବର୍ଷର ପାସ୍ ହାର ୯୬.୦୭ ପ୍ରତିଶତ ରହିଥିବା ବେଳେ ସମଗ୍ର କନ୍ଧମାଳ ଜିଲ୍ଲାରେ ୯୬.୬% ରହିଛି ।ଏଥିରେ ପୁଅଙ୍କ ଅପେକ୍ଷା ଝିଅଙ୍କ ପାସ୍ ହାର ଅଧିକ ରହିଥିବା ଦେଖିବାକୁ ମିଳିଛି ।ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଦଶମ ଶ୍ରେଣୀ ରେ ଅଧ୍ୟୟନ ରତ ସମସ୍ତ Continue Reading