Home Articles posted by odadmin (Page 844)
National News
NEW DELHI, MAY 26: AAP Rajya Sabha MP Swati Maliwal on Sunday said that she has been receiving rape and death threats after a “character assassination” campaign allegedly orchestrated by party leaders and volunteers. She said that the situation escalated after the YouTuber Dhruv Rathee posted a one-sided video against her. “After the leaders and […]Continue Reading
Odisha News
ଭୁବନେଶ୍ବର,୨୬/୫: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଯୁକ୍ତ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା-୨୦୨୪ ଫଳ ରବିବାର ଅପରାହ୍ଣରେ ପ୍ରକାଶିତ ହୋଇଛି।କଳାରେ ପାସ୍ ହାର ୮୦.୯୫%, ବିଜ୍ଞାନର ପାସ୍ ହାର ୮୬.୯୩%, ବାଣିଜ୍ୟର ପାସ୍ ହାର ୮୨.୨୭% ଓ ଧନ୍ଦାମୂଳକ ଶିକ୍ଷାରେ ପାସ୍ ହାର ୬୮.୦୨ ପ୍ରତିଶତ ରହିଛି। ଏହି ୪ ବିଷୟରେ ପରୀକ୍ଷାର ଫଳ ଙ୍ଗଙ୍ଗଙ୍ଗ.କ୍ଟକ୍ସସଗ୍ଦଗ୍ଦବକ୍ସରଗ୍ଦଙ୍କକ୍ଷଗ୍ଧଗ୍ଦ.ଦ୍ଭସମ.ସଦ୍ଭରେ ଉପଲବ୍ଧ Continue Reading
Odisha News
କଟକ, ୨୬/୫: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ (ମାଟ୍ରିକ୍) ପରୀକ୍ଷାଫଳ ପ୍ରକାଶ ପାଇଛି। ଚଳିତ ବର୍ଷ ପାସ୍ ହାର ରହିଛି ୯୬.୦୭ ପ୍ରତିଶତ। ଏଥର ପୁଅମାନଙ୍କ ତୁଳନାରେ ଝିଅମାନେ ଭଲ କରିଛନ୍ତି। ଏଥିର ଛାତ୍ରମାନଙ୍କ ପାସ୍ ହାର ରହିଛି ୯୫.୩୯ ପ୍ରତିଶତ। ଏଣେ ଛାତ୍ରୀମାନଙ୍କ ପାସ୍ ହାର ହେଲା ୯୬.୭୩ ପ୍ରତିଶତ। ରବିବାର ସକାଳ ସାଢେ ୧୦ଟାରେ କଟକସ୍ଥିତ ବୋର୍ଡ ମୁଖ୍ୟ କାର୍ଯ୍ୟାଳୟରେ ପ୍ରକାଶ ପାଇଛି।ମାଟ୍ରିକ୍ ସହ Continue Reading
Odisha News
ଚେନ୍ନାଇ, ୨୬/୫ : ଆଜି ଆଫିଏଲ୍ ଟ୍ରଫି ଟକ୍କର। ଚେନ୍ନାଇର ଏମ୍ଏ ଚିଦାମ୍ବରମ୍ ଷ୍ଟାଡିୟମ୍ ଖେଳାଯିବା ଚଳିତ ଆଇପିଏଲ୍ ସିଜନ୍ର ଫାଇନାଲ ମୁକାବିଲା। ମୁହାଁମୁହିଁ ହେବେ ଦୁଇ ଟାଣୁଆ ଦଳ କୋଲକାତା ନାଇଟ୍ ରାଇଡର୍ସ ଓ ସନ୍ ରାଇଜର୍ସ ହାଇଦ୍ରାବାଦ।ତୃତୀୟ ଥର ପାଇଁ କେକେଆର୍ ବିଜୟୀ ହେବା ଲକ୍ଷ୍ୟ ନେଇ ଆଜି ପଡିଆକୁ ଓହ୍ଲାଇବ। ସେହିପରି କୋଲକାତା ଠାରୁ ପ୍ରତିଶୋଧ ନେବା ଲକ୍ଷ୍ୟ ରଖି ସନ୍ ରାଇଜର୍ସ ହାଇଦ୍ରାବାଦ ଟ୍ରଫି ପାଇଁ ଲଢ଼େଇ କରିବ। ତେବେ ଏହି […]Continue Reading
Odisha News
ଖୋର୍ଦ୍ଧା, ୨୬/୫ : ଗିରଫ ହୋଇଛନ୍ତି ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ଗତକାଲି ବିଳମ୍ବିତ ରାତିରେ ତାଙ୍କୁ ଗିରଫ କରିଛି ପୁଲିସ। ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ବ୍ଲକ୍ କାଉଁରିପାଟଣା ବୁଥରେ ଇଭିଏମ୍ ଫିଙ୍ଗାଯିବା ଅଭିଯୋଗ ମାମଲାରେ ଚିଲିକା ବିଧାୟକ ତଥା ଚଳିତ ନିର୍ବାଚନରେ ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କରାଯାଇଛି। ଗିରଫ ପରେ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ତାଙ୍କୁ ଖୋର୍ଦ୍ଧା ଜେଲକୁ ପଠାଯାଇଥିବା ସୂଚନା ମିଳିଛି।ଗତକାଲି ଅପରାହ୍ନରେ Continue Reading
Odisha News
ଓଡ଼ିଶା,୨୬/୫:ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼ ‘ରେମାଲ’ ଅଧିକ ଘନୀଭୂତ ଓ ଶକ୍ତିଶାଳୀ ହୋଇ କୂଳ ଆଡକୁ ଘଣ୍ଟାକୁ ୧୭କି.ମି. ବେଗରେ ଉତ୍ତର ପୂର୍ବ ଅଗ୍ରସର ହେଉଥିବା ଓଡିଶା ଏବଂ ପଶ୍ଚିମବଙ୍ଗ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ଏଭଳି ସ୍ଥିତିରେ ୨ ରାଜ୍ୟ ପ୍ରଶାସନ ବାତ୍ୟା ମୁକାବିଲା ନିମନ୍ତେ ଜରୁରୀକାଳୀନ ଭିତ୍ତିରେ ବ୍ୟାପକ ପ୍ରସ୍ତୁତି କରିଛି।ଏହି ବାତ୍ୟା ଓଡିଶାକୁ ବିଶେଷ ପ୍ରଭାବିତ କରି ନ ପାରେ ବୋଲି ଜଳବାୟୁ ବୈଜ୍ଞାନିକମାନେ Continue Reading
Top Stories
By Pravakar Sahoo Bhubaneswar, May 25: Union minister and BJP leader Smriti Irani on Saturday sought to portray Odisha’s ruling Biju Janata Dal (BJD) as a “patron of Tamil Nadu contractor” and said the state government’s “remote control was in Tamil Nadu.” Irani’s observation was seen as an allusion to the growing influence V Karthikeyan […]Continue Reading