Home Articles posted by odadmin (Page 846)
Odisha News
ଭୁବନେଶ୍ୱର, ୨୫/୫: ରାଜ୍ୟରେ ଆଜି ତୃତୀୟ ପର୍ଯ୍ୟାୟ ଭୋଟ୍। ସକାଳ ୭ରୁ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି। ଏହା ପୂର୍ବରୁ ବିଭିନ୍ନ ସ୍ଥାନରେ ମକ୍ ପୋଲିଂ ହୋଇଛି। ସକାଳୁ ସକାଳୁ ଅସହ୍ୟ ଗୁଳୁଗୁଳି ସତ୍ତ୍ୱେ ବୁଥମାନଙ୍କରେ ଭୋଟରମାନେ ଭିଡ଼ ଲଗାଇଛନ୍ତି।ଆଜି ୬ ଲୋକସଭା ଆସନ କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଛି। ୬ ସଂସଦୀୟ କ୍ଷେତ୍ର ପାଇଁ ରଣାଙ୍ଗନରେ […]Continue Reading
Top Stories
Transitions to Manipal Identity in Bhubaneswar By Sukant Mohanty Bhubaneswar, May 25: Manipal Hospitals, the second-largest hospital chain in India, announces the successful brand integration of 400 bedded AMRI unit in Bhubaneswar, which was acquired in September 2023. Starting from the 22ndof May, the service excellence at these facilities will be aligned with Manipal Continue Reading
Odisha News
ପୁରୀ,୨୫।୫: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଅରବିନ୍ଦ ପାଢ଼ୀ ଶୁକ୍ରବାର ଦାୟିତ୍ୱ ନେଇଛନ୍ତି। ବୀର ବିକ୍ରମ ଯାଦବ ଛୁଟିରେ ଯାଇଥିବାରୁ ଅରବିନ୍ଦ ଅତିରିକ୍ତ ଦାୟିତ୍ୱ ନେଇଛନ୍ତି। ଦାୟିତ୍ୱ ଗ୍ରହଣ ପରେ ମହାପ୍ରଭୁଙ୍କୁ ଦର୍ଶନ କରି ସେବାୟତଙ୍କ ସହ ଆଲୋଚନା କରିଛନ୍ତି ଅରବିନ୍ଦ।Continue Reading
Odisha News
ଭୁବନେଶ୍ୱର,୨୪/୫: ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି। ଏନେଇ ନିଜେ କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ମିଛ କହିବାର ଗୋଟିଏ ସୀମା ଥାଏ। ଭାଜପା ମିଛ କହିବାର ସବୁ ସୀମା ଟପି ଯାଇଛି। ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି, ମାସେ ହେଲା ରାଜ୍ୟ ସାରା ପ୍ରଚାର କରୁଛି।ଅନ୍ୟପଟେ, ପୋଲିସ ମହାନିର୍ଦ୍ଦେଶକଙ୍କୁ ଚିଠି ଲେଖିଛି ରାଜ୍ୟ ଭାଜପା। କାର୍ତ୍ତିକ ପାଣ୍ଡିଆନଙ୍କ କବଳରୁ ମୁଖ୍ୟମନ୍ତ୍ରୀଙ୍କୁ ମୁକ୍ତ କରିବାକୁ ଭାଜପା ଅପିଲ କରିଛି। Continue Reading
Odisha News
କଟକ,୨୪/୫:ଆସନ୍ତା ୨୬ରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ। ଏନେଇ ଶୁକ୍ରବାର ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ୨୬ ତାରିଖ ସକାଳ ୧୦.୩୦ରେ ରେଜଲ୍ଟ ପ୍ରକାଶ ପାଇବ। ୧୧.୩୦ ସୁଦ୍ଧା ଓ୍ବେବ୍ସାଇଟ୍ରେ ରେଜଲ୍ଟ ମିଳିବ। www.bseodisha.ac.inରେ ଲଗ ଇନ କରି ରେଜଲ୍ଟ ଜାଣିପାରିବେ। ସେହିପରି ଇଣ୍ଟରନେଟ ସୁବିଧା ନ ଥିଲେ ଏସଏମଏସ ଜରିଆରେ ବି ରେଜଲ୍ଟ ଜାଣିପାରିବେ ପରୀକ୍ଷାର୍ଥୀ।ଏମଏସଏସରେ ରେଜଲ୍ଟ ଜାଣିବାକୁ ମୋବାଇଲରେ OR10 ପରେ ସ୍ପେସ ଦେଇ ରୋଲ ନମ୍ବର ଲେଖି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୪/୫: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ପାଟଖଣ୍ଡା ସାହିରେ ଗୋଟିଏ ରୂପା ବ୍ୟବସାୟୀଙ୍କ ଠାରୁ କିଛି ଲୁଟେରା ୧୦କିଲୋ ରୂପା ଝାମ୍ପି ନେଇ ଥିବା ଖବର ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି ।ଅଞ୍ଚଳର ପାଟଖଣ୍ଡା ସାହିର ପୁରୁଖା ରୂପା ବ୍ୟବସାୟୀ ସନ୍ୟାସୀ ନାୟକଙ୍କ କହିବା ଅନୁଯାୟୀ ପ୍ରତିଦିନ ଭଳି ଶୁକ୍ରବାର ଦିନ ମଧ୍ୟ ୧୦ ଘଣ୍ଟ ସମୟରେ ନିଜ ସାଇକେଲ ରେ ସେ ଘରୁ ବାହାରି ବେପାର କରିବା […]Continue Reading
Top Stories
BY AKSHYA ROUT JAJPUR,MAY 24: The popularity of Sukinda BJD candidate and minister Priti Ranjan Ghadai is increasing as he steps up his campaign across the constituency. Thousands of Danagadi &Sukinda  BJD  workers, supporters and general people thronged Duburi toTamaka In Jajpur on Sunday to cheer Minster & Sukinda MLA Pritiranjan Ghadei  as he Continue Reading