ଭୁବନେଶ୍ୱର, ୨୯/୭ : ଉତ୍ତର ଓଡ଼ିଶା ଉବୁଟୁବୁ । ଉଛୁଳୁଛି ବୈତରଣୀ, ବୁଢ଼ାବଳଙ୍ଗ, ସାଳନ୍ଦୀ, ଜଳକା । ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ ଓ କେନ୍ଦୁଝରର ଅନେକ ଅଞ୍ଚଳ ଜଳମଗ୍ନ । ରାସ୍ତାରେ ପାଣି ଚାଲୁଛି । ଯେଉଁଭଳି ପ୍ରଖର ବେଗରେ ବୈତରଣୀ ମାଡ଼ୁଛି, ବୁଧବାର ସକାଳ ସୁଦ୍ଧା ଯାଜପୁର, ଭଦ୍ରକର ଅନେକ ଅଞ୍ଚଳକୁ ବନ୍ୟା ଜଳ ମାଡ଼ି ଯାଇଥିବ।ତେବେ ଆଶଙ୍କା କରାଯାଉଛି କି , ବୈତରଣୀ ଏଥର ମଧ୍ୟମ କିମ୍ବା ବଡ଼ ଧରଣର ବନ୍ୟା ସ୍ଥିତି […]Continue Reading




