Home Articles posted by odadmin (Page 858)
Odisha News
ଭୁବନେଶ୍ୱର,୧୬/୫: +୯୨ ନମ୍ବରରୁ କଲ୍ ଆସିଲେ ହୋଇଯାଆନ୍ତୁ ସାବଧାନ। ନଚେତ୍ ବଡ଼ ଠକେଇର ଶିକାର ହୋଇପାରନ୍ତି। ଏନେଇ କମିଶନରେଟ ପୋଲିସ ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି।ପାକିସ୍ତାନ ନମ୍ବର ହ୍ବାଟ୍ସଆପ କଲ ଆସିଲେ ସାବଧାନ ରହିବାକୁ ପରାମର୍ଶ ଦେଇଛି ପୋଲିସ। +୯୨ ନମ୍ବରରୁ କଲ୍ ଆସିଲେ ନ ଉଠାଇବାକୁ ଲୋକଙ୍କୁ ଅପିଲ କରାଯାଇଛି। ସାଇବର ଅପରାଧୀ ମାନେ ବିଭିନ୍ନ ମିଥ୍ୟା ଅଭିଯୋଗ କରି ଟଙ୍କା ଲୁଟୁଛନ୍ତି।Continue Reading
Odisha News
ଭୁବନେଶ୍ୱର,୧୬/୫: ବିଜେଡି ଉପରେ ଭାଜପା ପ୍ରାର୍ଥୀ ତଥା ଭୁବନେଶ୍ୱର ଏମ୍ପି ଅପରାଜିତା ଷଢଙ୍ଗୀ ବର୍ଷିଛନ୍ତି। ସେ କହିଛନ୍ତି, ବିଜେଡି ଆଉ ବିଜୁ ଜନତା ଦଳ ହୋଇ ରହି ନାହିଁ। ତାହା ଏବେ ପାଣ୍ଡୁ ଜନତା ଦଳ। ଆପଣ ଯଦି ବିଜେଡିକୁ ଭୋଟ ଦେଉଛନ୍ତି, ଜାଣନ୍ତୁ ନବୀନ ମୁଖ୍ୟମନ୍ତ୍ରୀ ହେବେନି। ପାଣ୍ଡୁଜୀ ହେବେ ମୁଖ୍ୟମନ୍ତ୍ରୀ। ଆଜି ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ ପରେ ଏଭଳି କିଛି କହିଛନ୍ତି ଅପରାଜିତା ।ଅପରାଜିତା କହିଛନ୍ତି, ପାଣ୍ଡୁଜୀ ମୁଁ କହୁନି, ଲୋକ ମାନେ Continue Reading
Odisha News
ଖଲିକୋଟ,୧୬/୫: ଖଲ୍ଲିକୋଟରେ ନିର୍ବାଚନୀ ହିଂସାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିନ୍ଦା କରିଛନ୍ତି। ସୋସିଆଲ ମିଡ଼ିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଖଲ୍ଲିକୋଟ ଅଞ୍ଚଳରେ ଘଟିଥିବା ଘଟଣା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ତଥା ଦୁଃଖଦ। ମୁଁ ଏନେଇ ଗଭୀର ବିବ୍ରତ ଓ ଦୁଃଖିତ। ଏଭଳି ହିଂସା ଘଟଣାର ଆମ ଗଣତନ୍ତ୍ର ଏବଂ ନାଗରିକ ସମାଜରେ କୌଣସି ସ୍ଥାନ ନାହିଁ।ଖଲିକୋଟ ବ୍ଲକ ଅନ୍ତର୍ଗତ ଶ୍ରୀକୃଷ୍ଣସାନପୁର ଗ୍ରାମରେ ବ୍ୟାନର ଲଗାଇବାକୁ କେନ୍ଦ୍ରକରି ଦୁଇ ଗୋଷ୍ଠୀ Continue Reading
Odisha News
ଯାଜପୁର, ୧୬/୫: ଯାଜପୁର ଜିଲ୍ଲା ବିଞ୍ଝାରପୁର କପିଳା ରାହାଁସ ନିକଟରେ ଗତ ରାତିରେ ମାଟି ଅତଡ଼ା ଖସି ୩ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏଲ ଆଣ୍ଡ ଟି ପାଇପ ଲାଇନ କାମ ବେଳେ ଏହି ଅଘଟଣ ଘଟିଛି। ମୃତ ୩ ଜଣ ତାମିଲନାଡ଼ୁ ଓ ବିହାରର ବୋଲି ଜଣାପଡ଼ିଛି।କପିଳା ପଞ୍ଚାୟତ ରାହାଁସ ନିକଟରେ ଏଲ ଆଣ୍ଡ ଟି କମ୍ପାନୀର ପାଇପ ଲାଇନ୍ କାମ ଚାଲିଛି। ଗତ ରାତିରେ କାମ ଚାଲିଥିବା ବେଳେ ତଳେ ୩ ଶ୍ରମିକ କାମ […]Continue Reading
Odisha News
ଭୁବନେଶ୍ୱର,୧୬।୫: ନିର୍ବାଚନକୁ ଦୃଷ୍ଟିରେ ରଖି କେନ୍ଦ୍ରୀୟ ନେତାମାନେ ଓଡ଼ିଶାରେ ଡେରା ପକାଇଛନ୍ତି। ଏହି କ୍ରମରେ ଗୁରୁବାର ଭାଜପାର ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଭୁବନେଶ୍ୱରଠାରେ ଅନୁଷ୍ଠିତ ଏକ ରୋଡ ଶୋ’ କାର‌୍ୟ୍ୟକ୍ରମରେ ଯୋଗଦେବା ଦେଇଛନ୍ତି।ଏମ୍ପି ପ୍ରାର୍ଥୀ ଅପରାଜିତ ଷଡଙ୍ଗୀ ଓ ବିଧାୟକ ପ୍ରାର୍ଥରୀ ବାବୁ ସିଂ ସାମିଲ ଅଛନ୍ତି। ନଡ୍ଡା ମାଉସୀ ମା’ ମନ୍ଦିରରୁ ଲିଙ୍ଗରାଜ ମନ୍ଦିର ପର‌୍ୟ୍ୟନ୍ତ ରୋଡ ଶୋ’ କରୁ୍ଲନ୍ତି। ରୋଡ ଶୋ’ରେ ହଜାର ହଜାର କର୍ମୀ Continue Reading