Home Articles posted by odadmin (Page 862)
Odisha News
କେନ୍ଦୁଝର, ୧୩/୫: କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ରେଳ ଷ୍ଟେସନ ନିକଟସ୍ଥ ରେଳ ଧାରଣା ଉପରୁ ହରିଚନ୍ଦନପୁର ବ୍ଲକ ଏବିଡିଓ ବିଧୁଭୂଷଣ ଜେନାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ମୃତ୍ୟୁର କାରଣ ଜଣାପଡ଼ି ନଥିବା ବେଳେ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି।ଆଜି ସକାଳେ ସ୍ଥାନୀୟ ଲୋକେ ମୃତଦେହକୁ ପୁଲିସ୍କୁ ଖବର ଦେଇଥିଲେ। ଖବର ପାଇଁ ଘଟଣାସ୍ଥଳରେ ରେଳବାଇ ପୁଲିସ ଓ ହରିଚନ୍ଦନପୁର ଥାନା ପୁଲିସ ପହଞ୍ଚି ଥିଲେ। ମୃତଦେହକୁ ଉଦ୍ଧାର କରାଯାଇ ବ୍ୟବଚ୍ଛେଦ Continue Reading
Odisha News
ଭୁବନେଶ୍ବର, ୧୩/୫: ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ନିବାଚନ ପ୍ରକ୍ରିୟାରେ ନିୟୋଜିତ ଥିବା କିଛି କର୍ମଚାରୀମାାନେ ଅବହେଳା ପ୍ରଦର୍ଶନ କରିଛନ୍ତି। ବ୍ରହ୍ମପୁର ଲୋକସଭା ନିର୍ବାଚନ ମଣ୍ଡଳୀ ଅଧୀନ ଗଞ୍ଜାମ ଜିଲ୍ଲାର ୩ ଜଣ ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବନ ନିର୍ଦ୍ଦେଶ ହୋଇଛି। ଏଥିରୁ ୨ ଜଣଙ୍କୁ ଗିରଫ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଂଜ ବିହାରୀ ଧଳ।ଶ୍ରୀ ଧଳ କହିଛନ୍ତି, ୩ ଜଣଙ୍କ ମଧ୍ୟରୁ ୨ ଜଣଙ୍କୁ ଗିରଫ କରାଯିବ। Continue Reading
National News
NEW DELHI,MAY 13 : The Central Board of Secondary Education (CBSE) has released the results for Class 12 board exams on the official website today, May 13, 2024. Students who appear for the examination can check and download their results from the official website,i.e.,cbseresults.nic.in, by entering their login credentials like roll number and admit card […]Continue Reading
Odisha News
ଭୁବନେଶ୍ବର, ୧୩/୫ : : ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟରେ ନିର୍ବାଚନ ଲାଗି ମତଦାନକୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆଜିର ଭୋଟିଂ ଥିମ ହେଉଛି ଭୋଟ ଦେଉଛି ଓଡ଼ିଶା । ୭୩୦୩ ବୁଥରେ ଭୋଟ ଦେଉଛନ୍ତି ମତଦାତା।ସକାଳ ସାଢ଼େ ୫ ଟାରେ ମକ ପୋଲ ସମୟରେ ଇଭିଏମ ତ୍ରୁଟି ଜଣାପଡିଛି। ୫୨ ବ୍ୟାଲାଟ ୟୁନିଟ ବଦଳା ଯାଇଛି। କଳାହାଣ୍ଡିରେ ୧୦ ଇଭିଏମ୍ ଖରାପ ଥିବା […]Continue Reading
National News
Bengaluru , May 13 : A woman has come forward with allegations against suspended JD(S) leader Prajwal Revanna and his father HD Revanna, accusing them of sexual assault and harassment.  The woman, whose identity remains protected, alleged that Prajwal Revanna raped her mother four to five years back at his Bengaluru residence. According to sources […]Continue Reading
Odisha News
ଭୁବନେଶ୍ବର, ୧୩/୫: ଆଜି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ଆରମ୍ଭ ହୋଇଥିବା ବେଳେ ଏହାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାବାସୀଙ୍କୁ ବିନମ୍ର ନିବେଦନ କରିଛନ୍ତି। ନିଜର ମତଦାନ ଅଧିକାରକୁ ସ୍ପଷ୍ଟ ଭାବେ ସାବ୍ୟସ୍ତ କରିବାକୁ ସେ ଆହ୍ବାନ ଦେଇଛନ୍ତି।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ‘ଏକ୍ସ’ରେ କହିଛନ୍ତି, ଆଜି ଓଡ଼ିଶାରେ ବିଧାନସଭା ନିର୍ବାଚନ ଆରମ୍ଭ ହେବାକୁ ଯାଉଛି। ମୁଁ ରାଜ୍ୟବାସୀଙ୍କୁ ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବାକୁ ଆହ୍ବାନ Continue Reading
Odisha News
ଭୁବନେଶ୍ୱର,୧୩/୫: ଆଜି ଓଡ଼ିଶାରେ ଆରମ୍ଭ ହେଇଛି ନିର୍ବାଚନୀ ମହାକୁମ୍ଭ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୪ଟି ଲୋକସଭା ସହ ୨୮ଟି ବିଧାନସଭା ଲାଗି ଆରମ୍ଭ ଚାଲିଛି ମତଦାନ।ଓଡ଼ିଶାରେ ଆଜି ପ୍ରଥମ ପର୍ଯ୍ୟାୟ ଭୋଟ୍। ସକାଳ ୭ଟାରୁ ଆରମ୍ଭ ହୋଇଛି ମତଦାନ । ରାଜ୍ୟର ୪ଟି ଲୋକସଭା କ୍ଷେତ୍ର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ବ୍ରହ୍ମପୁର ଏବଂ ଏହା ଅଧିନସ୍ଥ ୨୮ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ହେଉଛି ଭୋଟିଂ।ଏହି ୪ଟି ଲୋକସଭା ନିର୍ବାଚନମଣ୍ଡଳୀରେ ୬୨ ଲକ୍ଷ ୮୭ ହଜାର Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୧୨/୫: କନ୍ଧମାଳରେ ପହଞ୍ଚି ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। କନ୍ଧମାଳ ଷ୍ଟାଡିୟମରେ ଆୟୋଜିତ ସମାବେଶରେ ଯୋଗ ଦେଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିଛନ୍ତି ମୋଦୀ। କନ୍ଧମାଳ ଆସି ଯେଉଁ ଆଶୀର୍ବାଦ ମିଳିଛି ତାହା ଜୀବନରେ କେବେ ଭୁଲି ପାରିବିନି ବୋଲି କହିଛନ୍ତି ମୋଦୀ।ପ୍ରଥମେ ଅଧିଷ୍ଠାତ୍ରୀ ଦେବୀ ମା ‘ ପାଟଖଣ୍ଡା ଓ ମା’ ନାରାୟଣୀଙ୍କୁ ପ୍ରଣାମ ଜଣାଇ Continue Reading