ପୁରୀ,୧୦/୫: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଶୁକ୍ରବାର ରଥକାଠ ଅନୁକୁଳ ହୋଇଛି । ରଥ ନିର୍ମାଣ ପାଇଁ ଶ୍ରୀମନ୍ଦିରରୁ ଆଜ୍ଞାମାଳ ବିଜେ ହୋଇଛି । ଏଥିସହ ଆଜି ଠାରୁ ଶ୍ରୀକ୍ଷେତ୍ରରେ ଚନ୍ଦନଯାତ୍ରା ଆରମ୍ଭ ହୋଇଛି । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇ ରଥକାଠ ଅନୂକୁଳ ହୋଇଛି । ରାତି ୩ଟାରୁ ମହାପ୍ରଭୁଙ୍କର ଦ୍ୱାର ଫିଟା ନୀତି କରାଯାଇ ଅନ୍ୟାନ୍ୟ ନୀତି କରାଯାଇଥିଲା । Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୦/୫: କନ୍ଧମାଳ ଜିଲ୍ଲା ବାଲିଗୁଡା କଂଗ୍ରେସ କାର୍ଯ୍ୟାଳୟ ଠାରେ କଂଗ୍ରେସ ପ୍ରାର୍ଥୀ ଉପେନ୍ଦ୍ର ପ୍ରଧାନ ଙ୍କ ସଭାପତିତ୍ଵରେ ଏକ ସାମ୍ବାଦିକ ସମ୍ବିଳନୀ ଅନୁଷ୍ଠିତ ହୋଇଯାଇଛି ।ଚଳିତ ନିର୍ବାଚନ ଟି ୨୪ ବର୍ଷର ଅପାରଗ ସରକାରଙ୍କ ବିରୋଧରେ ସାଧାରଣ ଲୋକଙ୍କ ଲଢେଇ କଂଗ୍ରେସ କୁ ବିଜୟୀ କରାଇବାରେ ସହାୟକ ହେବ । ଗାଁ ଗାଁ ରେ ଲୋକ ମନ ବଳାଇ ସାରିଲେଣି ଏଥର ପରିବର୍ତ୍ତନ ।ଆମ ଦଳ ୧୦ ଟି ଗ୍ୟାରେଣ୍ଟି କୁ ନେଇ […]Continue Reading
BY AKSHYA ROUT JAJPUR, MAY 10 : Minister and Sukinda MLA Pritiranjan Ghadei filed his nomination from Sukinda assembly seat In Jajpur District on Friday . Pritiranjan visited the Lord Siva temple and sought divine blessings before filing his nomination. Ghadei took out an elaborate roadshow ahead of his nomination, with people holding banners and Continue Reading
ଭୁବନେଶ୍ୱର,୧୦/୫: ଆଗାମୀ ୩ଘଣ୍ଟା ପ୍ରବଳ ବର୍ଷା ହେବା ନେଇ ସୂଚନା ଜାରି କରିଛି ପାଣିପାଗ ବିଭାଗ । ବର୍ଷା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ରାଜ୍ୟର ୭ଜିଲାରେ ବର୍ଷା ନେଇ ଆକଳନ କରିଛି ବିଭାଗ । ଘଡଘଡି ସହ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି । ଭୁବନେଶ୍ୱର, କଟକ ସମେତ ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଓ ଖୋର୍ଦ୍ଧାରେ ବର୍ଷା ସମ୍ଭାବନା ରହିଛି।ସେ ଆହୁରି କହିଛନ୍ତି, ଟୁଇନ୍ ସିଟିରେ ଆଜି ଅପରାହ୍ନ […]Continue Reading
NEW DELHI, MAY 10: In a major relief to Delhi CM, Arvind Kejriwal, SC grants him interim bail till June 01 to participate in election campaigns, order has big implications on political equation on Delhi & Centre. The apex court’s two-judge bench, led by Justice Sanjiv Khanna and also comprising Justice Dipankar Datta pronounced the […]Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୧୦/୫: ନୟାଗଡ ବିଜେପି ବିଧାୟକ ପ୍ରାର୍ଥୀନୀ ପ୍ରତ୍ୟୁଷା ରଜେଶ୍ୱରୀ ଙ୍କ ନେତୃତ୍ୱ ରେ ନୟାଗଡ ର ଗୋଦାବରୀ କଲ୍ୟାଣୀ ମଣ୍ଡପ ଠାରେ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜନ କରାଯାଇଥିଲା ।ଏହି ସାମ୍ବାଦିକ ସମ୍ମିଳନୀ ରେ ରଣପୁର ବିଜେପି ବିଧାୟିକା ପ୍ରାର୍ଥୀନୀ ଶ୍ରୀମତୀ ସୁରମା ପାଢ଼ୀ ଓ ବିଜେପି ମୁଖପାତ୍ର. ଉର୍ମିଳା ମହାପାତ୍ର ଉପସ୍ଥିତ ଥିଲେ ।ଏହି ସାମ୍ବାଦିକ ସମ୍ମିଳନୀ ରେ ମୋଦି ଗ୍ୟାରେଣ୍ଟି ଉପରେ ଆଲୋକପାତ କରିଥିଲେ Continue Reading
NEW DELHI, MAY 10: Indian-Mexican origin UmaSofia Srivastava, who was crowned Miss Teen USA last year, gave up the title on Wednesday. Srivastava said that her “personal values no longer fully align with the direction of the organisation”. Responding to her decision, Miss Teen USA thanked her for her services in a post on Instagram […]Continue Reading
ପୁରୀ,୧୦/୫: ଆଜି ହେଉଛି ପବିତ୍ର ଅକ୍ଷୟ ତୃତୀୟା ଆଜି ପବିତ୍ର ଅକ୍ଷୟ ତୃତୀୟା। ଆଜିଠୁ ଆରମ୍ଭ ହେବ ରଥ ନିର୍ମାଣ ଅନୁକୁଳ ନୀତି ଓ ଚନ୍ଦନଯାତ୍ରା। ଏଥିପାଇଁ ଉତ୍ସବମୁଖର ଶ୍ରୀକ୍ଷେତ୍ର। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଶ୍ରୀମନ୍ଦିର ପ୍ରଶାସନ ସମ୍ମୁଖରେ ତିନୋଟି ୧୨ ଫୁଟିଆ ଧଉରା କାଠକୁ ରଖାଯାଇଛି।ଆଜ୍ଞାମାଳ ଆସିବା ପରେ ପୂଜାର୍ଚ୍ଚନା କରାଯାଇ ରଥକାଠ ଅନୁକୁଳ ପରେ ରଥନିର୍ମାଣର ବିଧି ଆରମ୍ଭ ହେବ। ଶ୍ରୀମନ୍ଦିରରୁ ବିମାନ Continue Reading
NEW DELHI, MAY 9 : The Ministry of External Affairs on Thursday claimed that they were aware of the arrests of three Indians allegedly linked to the killing of India-designated terrorist Hardeep Singh Nijjar, but there was no formal communication about it from Canada. “No specific or relevant evidence or information has been shared by […]Continue Reading
ଭୁବନେଶ୍ୱର, ୯/୫: ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ଆଜି ବ୍ରହ୍ମପୁର, ଆସ୍କା ଓ କନ୍ଧମାଳ ଲୋକସଭା ନିର୍ବାଚନମଣ୍ଡଳୀରେ ମାରାଥନ୍ ପ୍ରଚାର କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି।ଏହି ତିନୋଟି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗୋପାଳପୁର, ଆସ୍କା ଓ ଫୁଲବାଣୀ ବିଧାନସଭା କ୍ଷେତ୍ରରେ ଅନୁଷ୍ଠିତ ରାଲିରେ ସେ ଦଳୀୟ ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କୁ ଯୋଡ଼ି ଶଙ୍ଖରେ ଭୋଟ ଦେବାକୁ ଅନୁରୋଧ କରିଥିଲେ।ଔଙଡନିର୍ବାଚନ Continue Reading




