Home Articles posted by odadmin (Page 869)
Odisha News
ଭୁବନେଶ୍ୱର, ୮/୫: ସକାଳୁ ସକାଳୁ ରାଜଧାନୀ ଭୁବନେଶ୍ୱରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଥିବାର ଖବର ମିଳିଛି। ପଳାଶୁଣୀଠାରେ ଦୁଇ ପୁରୁଷ ଓ ମହିଳା ରାସ୍ତା ପାରି ହେଉଥିବାବେଳେ ଏକ ଅଜଣା ଗାଡ଼ି ସେମାନଙ୍କୁ ଧକ୍କା ଦେଇଥିଲା।ଏପରିକି ଗାଡ଼ିର ବେଗ ଏତେ ଅଧିକ ଥିଲା ଯେ ଦୁର୍ଘଟଣା ପରେ ନ ରୋକି ଉକ୍ତ ବ୍ୟକ୍ତି ଜଣଙ୍କୁ ପଳାଶୁଣୀରୁ ସତ୍ୟବିହାର ଯାଏଁ ଘୋଷାଡ଼ି ନେଇଥିଲା। ଫଳରେ ଦୁହିଁଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଉଭୟେ ଦମ୍ପତି ବୋଲି Continue Reading
Odisha News
ଭୁବନେଶ୍ୱର,୮/୫: ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବୁଧବାର ଭୋରରୁ ଏକ ପ୍ରେସ୍ମିଟ୍ ଡକାଇଛନ୍ତି। ଏହି ପ୍ରେସ୍ମିଟ୍ରେ ସେ ବିରୋଧୀଙ୍କୁ ଟାର୍ଗେଟ୍ କରିଛନ୍ତି। ଏଥର ଓଡ଼ିଶାରେ ପୁଣିଥରେ ନବୀନ ସରକାର କ୍ଷମତାକୁ ଆସିବ ବୋଲି ପାଣ୍ଡିଆନ୍ ଦୃଢୋକ୍ତି ପ୍ରକାଶ କରିଛନ୍ତି।୧୯୯୯ ମହାବାତ୍ୟା କହି ଟିକେ ଭାବପ୍ରବଣ ହୋଇପଡିଛନ୍ତି। ସେ କହିଛନ୍ତି, ମହାବାତ୍ୟା ପରେ ଓଡ଼ିଶାକୁ ପୁରୁଣା ଲୁଗା ରିଲିଫରେ ଆସିଥିଲା। ସେଥିପାଇଁ ମୁଖ୍ୟମନ୍ତ୍ରୀ ଏକଦା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୭/୫: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ଜନଜୀବନ ପ୍ରଭାବିତ ହୋଇଛି।ଦାରିଙ୍ଗବାଡି ବ୍ଲକ ତାଜୁଙ୍ଗିଆ ପଞ୍ଚାୟତ ସିକପାଟା ଛକ ନିକଟ ଏକ ଆମ୍ବ ଗଛ ତଳେ ଗୋରୁମାନେ ଆଶ୍ରୟ ନେଇଥିବା ବେଳେ ବଜ୍ରପାତ ଘଟି ୯ ଗୋରୁଙ୍କ ଜୀବନ ଚାଲିଯାଇଛି। ମିଳିଥିବା ସୂଚନା ମୁତାବକ, ସରାମୁଳି ପଞ୍ଚାୟତ ଗୁଡ୍ରିଗାଁର ଗୋରୁଗାଈ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୭/୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହିଳା ମାନଙ୍କୁ ଆଗ୍ରାଧ୍ୟାକାର ଦେବା ପାଇଁ ସେ ମହିଳା ପ୍ରାର୍ଥୀ ଘୋଷଣା କରିଛନ୍ତି । ବିଜେଡିର ମହିଳା ପ୍ରାର୍ଥୀ ସାବିତ୍ରୀ ପ୍ରଧାନ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସକାଳୁ ସକାଳୁ ଫତେଗଡ଼ରେ ଥିବା ରାମ ମନ୍ଦିର ଦର୍ଶନ କରି ଖଣ୍ଡପଡ଼ା ନିର୍ବାଚନ ମଣ୍ଡଳୀର ବିଭିନ୍ନ ସହର ପରିକ୍ରମା କରି ନୟାଗଡ଼ ଜିଲ୍ଲାପାଳଙ୍କ କାର‌୍ୟ୍ୟାଳୟରେ ପହଞ୍ଚିଥିଲେ ।ଅନେକ କର୍ମୀ ନୟାଗଡ଼ Continue Reading
Odisha News
ଭୁବନେଶ୍ୱର, ୭/୫ : ବଦଳିଲା ପାଗ। ଖରା ତାତି ଓ ଅହସ୍ୟ ଗରମରୁ ଆଶ୍ୱସ୍ତି ଆଣିଦେଲା କାଳବୈଶାଖୀ। ଆଜି ରାଜ୍ୟରେ ୨୦ ସହରରେ ପାରଦ ୩୫ ଡିଗ୍ରୀ ତଳକୁ ଖସିଛି। ବଲାଙ୍ଗିର ଓ ଟିଟିଲାଗଡ଼ରେ ଦିନର ତାପମାତ୍ରରେ ସର୍ବାଧିକ ୧୦ ଡିଗ୍ରୀ ସେଲସିୟସ୍ ଯାଏ ହ୍ରାସ ପାଇଛି। ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ୮ରୁ ୯ ଡିଗ୍ରୀ ଯାଏ ଖସିଛି ତାତି। ପାଣିପାଗ ବିଭାଗ ପୂର୍ବାନୁମାନ କରିଛି, ଦକ୍ଷିଣ ଝାଡଖଣ୍ଡରୁ ଉତ୍ତର ଓଡ଼ିଶା ଦେଇ ରାଜସ୍ଥାନ ଯାଏ […]Continue Reading
Odisha News
ପିପିଲି, ୭/୫: ନିର୍ବାଚନୀ ମଇଦାନରେ ମୁହାଁମୁହିଁ ହେବେ ସ୍ୱାମୀ-ସ୍ତ୍ରୀ। ପୁରୀ ଜିଲ୍ଲା ପିପିଲି ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଆସିଛି ଏମିତି ଚିତ୍ର। ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀଙ୍କ ବିରୋଧରେ ପ୍ରାର୍ଥୀ ହୋଇଛନ୍ତି ତାଙ୍କ ପତ୍ନୀ ଜାଗୃତି ପଣ୍ଡା। ସେ ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ତେବେ ଜାଗୃତି କାହିଁକି ସ୍ୱାଧୀନ ପ୍ରାର୍ଥୀ ଭାବେ ସ୍ୱାମୀଙ୍କ ବିରୋଧରେ ଲଢ଼ିବାକୁ ମନସ୍ଥ କଲେ, ସେ ନେଇ ମୁହଁ Continue Reading
National News
NEW DELHI,MAY 7: Delhi Chief Minister Arvind Kejriwal failed to get any relief from the Supreme Court on Tuesday, with a two-judge bench rising without pronouncing an order on granting him interim bail to enable him to campaign in the Lok Sabha elections. Kejriwal has been accused of money laundering in a case linked to […]Continue Reading
Business News
 By Sukant Mohanty Bhubaneswar, May 7 : TP Central Odisha Distribution Limited (TPCODL), a joint venture of Tata Power and the Government of Odisha, continually strive to enhance customer service through advanced technological solutions. TPCODL has recently introduced state of the art “Transformer Monitoring Unit” (TMU) at our 33/11kV primary substations in the twin city Continue Reading