ଭୁବନେଶ୍ବର, ୬/୫ : ପ୍ରବଳ ଗ୍ରୀଷ୍ମପ୍ରବାହ ପରେ ଆସନ୍ତା କିଛିଦିନ ରାଜ୍ୟବାସୀଙ୍କୁ ଗରମରୁ ତ୍ରାହି ମିଳିବାର ସମ୍ଭାବନା ରହିଛି । ଭୁବନେଶ୍ବର ସ୍ଥିତ ଆଂଚଳିକ ପାଣିପାଗ ବିଭାଗର ବୁଲେଟିନ ଅନୁସାରେ ଆସନ୍ତା ୧୨ ତାରିଖ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶୀଖିଜନିତ ବର୍ଷା ହେବାର ସମ୍ଭାବନା ରହିଛି ।ଆସନ୍ତା ୭ ତାରିଖ ସୁଦ୍ଧା ଉପକୂଳ ଓଡ଼ିଶା, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କନ୍ଧମାଳ, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର Continue Reading
ବ୍ରହ୍ମପୁର,୬/୫: ଓଡ଼ିଶାରେ ପ୍ରଥମ ଥର ଡବଲ ଇଂଜିନ ସରକାର। ଜୁନ୍ ୪ରେ ଏଠାରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍ ଲେଖାଯାଇଛି। ଜୁନ୍ ୬ରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଚୟନ କରାଯିବ ଏବଂ ଜୁନ୍ ୧୦ରେ ଭାଜପା ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ କରିବେ। ସୋମବାର ବ୍ରହ୍ମପୁରରେ ଏଭଳି ଦମ୍ଭୋକ୍ତି ଦେଖାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।ଜୟ ଜଗନ୍ନାଥ ଜୟ ଜଗନ୍ନାଥ, ଜୟ ଶ୍ରୀରାମ, ଭାରତମାତାକି ଜୟ। ସବୁ ଦାଦା, ଭାଇ, ଭଉଣୀ ଓ ମାଆମାନଙ୍କୁ ମୋର ନମସ୍କାର Continue Reading
Jharkhand,May 6 : The Enforcement Directorate on Monday began raids at multiple locations in Ranchi, including the household of Sanjiv Lal, the personal secretary of Jharkhand minister Alamgir Alam. A huge amount of cash, estimated to be Rs 20 to 30 crore, was recovered from the house help of Sanjiv Lal. Alamgir Alam is Jharkhand’s […]Continue Reading
ବଲାଙ୍ଗିର, ୬/୫: ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍। ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ। ସୋନପୁର–ବଲାଙ୍ଗିର ୫୭ ନମ୍ବର ଜାତୀୟ ରାଜପଥ ଖମ୍ବଶିରିପାଲି ନିକଟରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତ ଯାତ୍ରୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ଯାତ୍ରୀବାହୀ ବସ୍ଟି ଭୁବନେଶ୍ୱରରୁ ପାଟଣାଗଡ ଅଭିମୁଖେ ଯାଉଥିଲା। ଖମ୍ବଶିରିପାଲି ନିକଟରେ ବସ୍ଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୬/୫: ପାରଳାଖେମୁଣ୍ଡି ସ୍ଥିତ ବିଶ୍ଵନାଥ ଫଙ୍କସନ୍ ହଲ ସମ୍ମିଳନୀ କକ୍ଷ ଠାରେ ଆଜି ରାଜ୍ୟ ଭାଜପା ପକ୍ଷରୁ ଭାଜପା:ର ନିର୍ବାଚନୀ ଇସ୍ତାହାର ଓ ମୋଦୀ ଗ୍ୟାରେଣ୍ଟି ଉପରେ ବିଜେପି ରାଜ୍ୟ ମୁଖପାତ୍ର ତଥା ପ୍ରବକ୍ତା ଶ୍ରୀ ଜ୍ଞାନରଞ୍ଜନ ବେଉରା ଙ୍କ ଦ୍ଵାରା ଏକ ଜିଲ୍ଲାସ୍ତରୀୟ ସାମ୍ବାଦିକ ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ବିଜେପି ର ନିର୍ବାଚନୀ ଇସ୍ତାହାର ଓ ମୋଦୀ ଗ୍ୟାରେଣ୍ଟି -୨୦୨୪ ଉନ୍ମୋଚନ ଅବସରରେ Continue Reading
Thousands of people welcome Modi at airport By Nalini Sahu Bhubaneswar, May 5: Prime Minister Narendra Modi arrived in Odisha capital Bhubaneswar late on Saturday evening on a two-day visit to the state. The PM was welcomed by the local airport here by party’s state president Manmohan Samal and local Lok Sabha member Aparajita Sarangi, […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୫/୫: ଆଗକୁ ସାଧାରଣ ନିର୍ବାଚନ ଥିବାରୁ ନିର୍ବାଚନ କମିଶନର ଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ନିଶା କାରବାର ରୋକିବାକୁ ବିଭିନ୍ନ ସ୍ଥାନରେ ଚଢାଉ କାର୍ଯ୍ୟ ଜାରୀ ରଖିଛି କ୍ଷଏପରି ସ୍ଥଳେ ରବିବାର ଦିନ ବାଲିଗୁଡା ଥାନା ଅନ୍ତର୍ଗତ ମିଡିଆକିଆ ଗ୍ରାମ ପଞ୍ଚାୟତ ର ବରିକିଆ ଗାଁ ରେ ଗଞ୍ଜେଇ ଗଚ୍ଛିତ ଥିବା ଖବର ପାଇ ବାଲିଗୁଡ଼ା ଏସଡିପିଓ ରାହୁଲ୍ ଗୋୟଲ୍ ଙ୍କ ନେତୃତ୍ଵ ରେ ଏକ ପୋଲିସ୍ ଟିମ୍ ବିଭିନ୍ନ ସ୍ଥାନରେ […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୫/୫: ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏବଂ ଭିକେ ପାଣ୍ଡିଆନ ଆଜି ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ଗସ୍ତରେ ଆସି ବିଜେଡି ଦଳର ପ୍ରାର୍ଥୀଙ୍କ ପାଇଁ ଭୋଟ ପ୍ରଚାର୍ ଅଭିଯାନ ଆରମ୍ଭ କରିଛନ୍ତି ।ସ୍ଥାନୀୟ ଗଜପତି ଷ୍ଟାଡିୟମ୍ ଠାରେ ଏକ ବିରାଟ ନିର୍ବାଚନୀ ଜନସଭାରେ ଯୋଗଦେଇ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ତାଙ୍କ ସରକାରଙ୍କ ୭ ଟି ଫ୍ଲାଗସିପ ଯୋଜନା Continue Reading
ଆନନ୍ଦପୁର, ୫/୫ : ଆନନ୍ଦପୁରରେ ଏକ ସପିଙ୍ଗ୍ ମଲ୍ରେ ଲାଗିଲା ନିଆଁ। ହୁତୁହୁତୁ ହୋଇ ଜଳିଗଲା ସବୁ ସାମଗ୍ରି। ନିଆଁ ଲିଭାରେ ୪ଟି ଅଗ୍ନିଶମ ଗାଡ଼ି ନିୟୋଜିତ ହୋଇଥିଲା। ସର୍ଟସର୍କିଟ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ କରାଯାଇଛି। ସପିଙ୍ଗ୍ ମଲ୍ରେ ଥିବା ସମସ୍ତ କର୍ମଚାରିଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି।ସୂଚନା ଆନୁସାରେ ଆନନ୍ଦପୁରରେ ଥିବା ରିଲିଆନ୍ସ ଟ୍ରେଣ୍ଡରେ ଆଜି ସନ୍ଧ୍ୟାରେ କୌଣସି କାରଣରୁ ନିଆଁ ଲାଗି ଯାଇଛି। ସପିଙ୍ଗ୍ ମଲରେ ଥିବା ଲକ୍ଷାଧିକ ଟଙ୍କାର Continue Reading
ଭୁବନେଶ୍ୱର,୫/୫: ଆସନ୍ତା ନିର୍ବାଚନ ପାଇଁ ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚିତ ହୋଇଛି। ଭୁବନେଶ୍ୱରରେ ଏକ ଘରୋଇ ହୋଟେଲ୍ରେ ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଏହି ନିର୍ବାଚନୀ ଇସ୍ତାହାର ଉନ୍ମୋଚନ କରିଛନ୍ତି।ଏହି ନିର୍ବାଚନୀ ଇସ୍ତାହାରର ନାଁ ରହିଛି ‘ଓଡ଼ିଶା ପାଇଁ ମୋଦିଙ୍କ ଗ୍ୟାରେଣ୍ଟି’। ରାଜ୍ୟ ଭାଜପାର ଇସ୍ତାହାରରେ ବିଶେଷ କରି ୪ଟି ବର୍ଗକୁ ଫୋକସ କରାଯାଇଛି। ଏଥିରେ ଯୁବ, ମହିଳା ଓ କୃଷକଙ୍କୁ ଅଧିକ ଗୁରୁତ୍ୱ ଦିଆଯାଇଥିବା ସୂଚନା Continue Reading




