Home Articles posted by odadmin (Page 88)
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୨୩/୧୧: ଓଡ଼ିଶାର ଭୂତପୂର୍ବ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ଜୟନ୍ତୀ ପାଳନ ଅବସରରେ ବରିଷ୍ଠ ନାଗରିକ ମଞ୍ଚ, ଖୋର୍ଦ୍ଧା ତରଫରୁ ଶତାଧିକ ସଦସ୍ୟଙ୍କ ଶୋଭାଯାତ୍ରା ସହର ପରିକ୍ରମା କରି ନିଶାମୁକ୍ତ ପରିବାର ଗଠନ କରିବାକୁ ଜନସାଧାରଣଙ୍କୁ ନିବେଦନ କରିଥିଲେ। ଏହି ଉଦ୍ଦେଶ୍ୟରେ ଶ୍ରୀରାମ ନଗର ସ୍ଥିତ କାର୍ଯ୍ୟାଳୟରୁ ଶୋଭାଯାତ୍ରା ବାହାରିଥିଲା। ଏହା ପୂର୍ବରୁ ସଭାଗୃହରେ ଆୟୋଜିତ ବୈଠକରେ ଋଷି ପ୍ରତିମ ଜନନେତା Continue Reading
Odisha News
ରାଉରକେଲା,୨୩/୧୧ : ସକାଳୁ ସକାଳୁ ବଡ଼ ଧରଣର ଏନ୍‌କାଉଣ୍ଟର। ଜଣଙ୍କୁ ନୁହେଁ ଏକାବେଳକେ ତିନି ତିନି ଜଣଙ୍କ ଦେହରେ ବାଜିଲା ଗୁଳି। ଏଭଳି ଘଟଣା ଘଟିଛି ରାଉରକେଲା କୁଚେଇତା ଓ ଲାମ୍ସୀ ନିକଟରେ। ସେମାନଙ୍କୁ ରାଉରକେଲା ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କର କୋଇଡ଼ା ଓ ବିଭିନ୍ନ ଖଣି ଅଞ୍ଚଳରୁ ଡକାୟତି ଘଟଣାରେ ସଂପୃକ୍ତି ରହିଛି। ଡକାୟତି ଗ୍ୟାଙ୍ଗର ଅନ୍ୟ ୫ ଗିରଫ, ୩ଟି ପିସ୍ତଲ ଓ ଗୋଟିଏ ବାଇକ ଜବତ ହୋଇଛି।Continue Reading
Odisha News
ଭୁବନେଶ୍ୱର, ୨୩/୧୧ : ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତି ମଲ୍ଲକା ଉପସାଗର ମଧ୍ୟଭାଗ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପର ରୂପ ନେଇଛି ।ଏହି ଲଘୁଚାପ ଆସନ୍ତା ୨୪ ତାରିଖରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଏହା ଦକ୍ଷିଣ-ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଆହୁରି ଘନୀଭୂତ ହେବ । ତେବେ ଏହା ବାତ୍ୟାର ରୂପ ନେବ କି ନାହିଁ , ତାହା ୨୭ ତାରିଖରେ ହିଁ ସ୍ପଷ୍ଟ ହେବ ।ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୩/୧୧ : ବୌଦ୍ଧ ଜିଲ୍ଲାପାଲଙ୍କ ସଦଭାବନା ସଭାଗୃହରେ ଚଳିତ ଖରିଫ ବର୍ଷ ୨୫-୨୬ ବର୍ଷ ପାଇଁ ଜିଲ୍ଲା ସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି ।ଆସନ୍ତା ଡ଼ିସେମ୍ବର ୧୬ ତାରିଖ ତାରିଖରେ କଣ୍ଟାମାଲ୍ ବ୍ଳକ୍ ଓ ୨୩ ତାରିଖରେ ବୌଦ୍ଧ ଓ ହରଭଙ୍ଗା ବ୍ଳକ୍ ରେ ଧାନମଣ୍ଡି ଖୋଲିବା ନେଇ ଏହି କମିଟିରେ ଆଲୋଚନା ହୋଇଯାଇଛି ।ଏହି ଅବସରରେ ଜିଲ୍ଲାପାଲ ଶ୍ରୀଯୁକ୍ତ ବିଭୂତି ଭୂଷଣ ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ Continue Reading
Top Stories
By Deba Prasad Dash Cuttack, Nov. 22: The Odisha Union of Journalists (OUJ) on Saturday renewed its push for key welfare measures, passing a resolution urging the state government to announce a pension scheme for senior journalists aged 60 and above. The resolution was adopted at the OUJ State Executive meeting held in Cuttack under […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ତା, ୨୨/୧୧ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବ୍ଲକ କଲୋନୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବାଲିଗୁଡା ବ୍ଲକ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ମେଳା ଅନୁଷ୍ଠିତ ହୋଇଯାଇଛି ।ମେଳାକୁ ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀ ମୁଖ୍ୟ ଅତିଥି ଭାବେ ଏବଂ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପଦ୍ମ ଲୋଚନ ପଣ୍ଡା, ବିଜ୍ଞାନ ଶିକ୍ଷକ ନାଗାର୍ଜୁନ ପ୍ରଧାନ ପ୍ରମୁଖ Continue Reading
National News
LUCKNOW, NOV 22 : Four persons were arrested in connection with the stone mine collapse that claimed seven lives in Sonbhadra district of eastern Uttar Pradesh on November 15. According to the Special Investigation Team (SIT) probing the incident, the four persons arrested on Friday included Anil Kumar, 59, Chandrashekhar, 46, Gaurav Singh, 34, and […]Continue Reading
Odisha News
ବରଦା ପ୍ରସନ୍ନ ଦାସଙ୍କ ରିପୋର୍ଟକଟକ, ୨୨/୧୧ : ଗଭୀର ଶୋକ ସହ ବ୍ରହ୍ମାକୁମାରୀ ପରିବାର, ଓଡିଶା ଆଜି ସୂଚନା ଦେଇଛି ଯେ ଆଦରଣୀୟ ଆଧ୍ୟାତ୍ମିକ ନେତୃତ୍ୱ, ରାଜଯୋଗିନୀ ଡା. କମଳେଶ ଦିଦିଜୀ ଆଜି ପୁବାହ୍ନ ୧୦:୪୦ରେ ଦେହତ୍ୟାଗ କରି ଦିବ୍ୟ ଲୋକକୁ ପ୍ରସ୍ଥାନ କରିଛନ୍ତି।ଡା. କମଳେଶ ଦିଦିଜୀଙ୍କୁ ତାଙ୍କ ଅସାମାନ୍ୟ ଆଧ୍ୟାତ୍ମିକ ସେବା, ସାମାଜିକ ଉନ୍ନତି, ଶାନ୍ତି, ନାରୀ ସଶକ୍ତିକରଣ ଓ ମୂଲ୍ୟଭିତ୍ତିକ ଜୀବନ ପ୍ରଚାର ପାଇଁ ଡକ୍ଟରେଟ୍ ସମ୍ମାନ ପ୍ରଦାନ କରାଯାଇଥିଲା। Continue Reading
Business News Top Stories
By Swagatika Mohapatra Bhubaneswar, Nov. 22 : Tata Steel Downstream Products Limited (TSDPL), Kalinganagar, has been conferred the prestigious Kalinga Safety Excellence Award – Platinum Category for the year 2024–25. The accolade was presented by the Institute of Quality & Environment Management Services (IQEMS), Odisha, under the aegis of the Directorate of Factories Continue Reading