Home Articles posted by odadmin (Page 883)
Odisha News
ଭୁବନ, ୨୭/୪: ଢେଙ୍କାନାଳ ଜିଲ୍ଲା ଭୁବନ ଥାନା ଧଳପଡ଼ା ପଞ୍ଚାୟତ ବ୍ରାହ୍ମଣ ଖଣ୍ଟଖୋଲ ଗ୍ରାମର ଜଣେ ମାନସିକ ବିକୃତ ମହିଳାଙ୍କ ମାଡ଼ରେ ତାଙ୍କର ୮୫ବର୍ଷୀୟ ମା’ଙ୍କର ମୃତ୍ୟୁ ହୋଇଛି। ମୃତ ମହିଳା ହେଲେ ଦୁର୍ଗାବତୀ ଦାସ( ୮୫)। ଅଭିଯୁକ୍ତା ଆଶାଲତା ଦାସ(୫୫)ଙ୍କୁ ପୁଲିସ ଅଟକ ରଖି ପଚରାଉଚରା କରୁଛି।ସୂଚନା ଅନୁସାରେ ସ୍ବର୍ଗତଃ ବିଭୂତି ଭୂଷଣ ଦାସଙ୍କ ସ୍ତ୍ରୀ ଦୁର୍ଗାବତୀ ଦାସଙ୍କ ସହିତ ତାଙ୍କ ସ୍ବାମୀ ପରିତ୍ୟକ୍ତା ଝିଅ ଆଶାଲତା ଦାସ(୫୫)ଅମିଶ୍ରଙ୍କ ମଧ୍ୟରେ Continue Reading
Odisha News
ନୂଆପଡା,୨୭/୪: ଓଡିଶାରେ ଚାଲିବ କେବଳ ନବୀନ ଇଞ୍ଜିନ । ୨୪ ବର୍ଷ ଧରି ରାଜ୍ୟରେ ନବୀନ ଇଞ୍ଜିନ ଚାଲିଛି, ଆହୁରି ଚାଲିବ। ପଡୋଶୀ ଛତିଶଗଡରେ ଡବଲ ଇଞ୍ଜିନ ଥିଲା, ସିଙ୍ଗଲ ଇଞ୍ଜିନ ହୋଇଗଲା। ଏବେ ଆଉ ଗୋଟିଏ ଇଞ୍ଜିନ ଆସିଛି ।ଯଦି ଡବଲ୍ ଇଞ୍ଜିନ ଭଲ କାମ କରୁଛି ତେବେ ଗୋଟିଏ ଇଞ୍ଜିନ କାହିଁକି ବନ୍ଦ ହୋଇଗଲା ବୋଲି ଭାଜପାକୁ କାର୍ତ୍ତିକ ପାଣ୍ଡିଆନ ପ୍ରଶ୍ନ କରିଛନ୍ତି। ନୂଆପଡାରେ ଆୟୋଜିତ ଏକ ଜନସଭାକୁ ସମ୍ବୋଧିତ କରି ପାଣ୍ଡିଆନ ଏଭଳି […]Continue Reading
Odisha News
ଭୁବନେଶ୍ୱର,୨୭/୪: ସାରା ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ରାଜଧାନୀ ତତଲା କଡେଇରେ ଭାଜି ହେବା ସହ ରାଜଧାନୀବାସୀ ଶନିବାର ପ୍ରବଳ ତାତିରେ ଆକ୍ତାମାକ୍ତା ହୋଇଛନ୍ତି। ସକାଳୁ ସକାଳୁ ଖରା ସମ୍ଭାଳି ହେଉନି।ଘରୁ ଗୋଡ କାଢିଲେ ଆକାଶରୁ ନିଆଁ ଖସିବା ପରି ଅନୁଭବ ହେଉଛି। ତେବେ ଦିନ ସାଢେ ୨ଟା ସୁଦ୍ଧା ରାଜଧାନୀ ତାପମାତ୍ରା ୪୪ ଟପିିଛି। ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ଭାବେ ରାଜଧାନୀ ଭୁବନେଶ୍ୱର ପରିଗଣିତ ହୋଇଛି।ପାଣିପାଗ ବିଭାଗ ସୂଚନାନୁସାରେ, Continue Reading
Odisha News
ନୂଆଦିଲ୍ଲୀ,୨୭/୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏବେ ତିହାର ଜେଲ୍ରେ କାରାଦଣ୍ଡ ଭୋଗୁଛନ୍ତି। ଏନେଇ ଆମ ଆଦମୀ ପାର୍ଟି ବାରମ୍ବାର ଜୋର ଦେଉଥିବାବେଳେ ଶନିବାର ଦିଲ୍ଲୀ ହାଇକୋର୍ଟ ଏହାକୁ ଭର୍ତ୍ସନା କରିଛନ୍ତି। ଏକ ଜନହିତ ଯାଚିକାର ଶୁଣାଣି କରି ଦିଲ୍ଲୀ ହାଇକୋର୍ଟ କେଜରିଓ୍ବାଲ ଓ ତାଙ୍କ ମନ୍ତ୍ରୀମାନଙ୍କ ଉପରେ ବର୍ଷିଛନ୍ତି। କୋର୍ଟ କହିଛନ୍ତି, କେତେ କ୍ଷମତା ପାଇଲେ କେଜରିଓ୍ବାଲ ଖୁସି ହେବେ?କୋର୍ଟ କହିଛନ୍ତି, ରାଷ୍ଟ୍ର ହିତ ଠୁ କେଜରିୱାଲ Continue Reading
Odisha News
ବୁଗୁଡ଼ା,୨୭/୪: ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ତାଳସାକର ଗ୍ରାମରେ ବନ୍ୟଜନ୍ତୁ ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାରରେ ଲାଗି ଜଣେ ଚାଷୀଙ୍କ ମୃତ୍ୟୁ ହୋଇଛି।ମୃତ ଚାଷୀ ତାଳସାକର ଗ୍ରାମର ଅରୁଣ ନାୟକ(୩୮)। ଗତ ରାତିରେ ଜମିରେ ପାଣି ମଡ଼ାଇବାକୁ ଯାଇଥିବା ବେଳେ ବଡ଼ ହଜ ନିକଟରେ ବନ୍ୟଜନ୍ତୁ ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ଫାଶରେ ଲାଗି ଯାଇଥିଲେ।ପରେ ତାଙ୍କୁ ପରିବାର ଲୋକେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ Continue Reading
Odisha News
ଅନୁଗୋଳ,୨୭/୪: ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କାରେ ୩ଜଣ ବାଇକ୍ ଆରୋହୀଙ୍କ ଜୀବନ ଚାଲିଯାଇଛି।ମୃତକ ହେଲେ ମୂଷାପାପୁଲି ଗ୍ରାମର ଜଣେ ଯୁବକ ହୋଇଥିବା ବେଳେ ଅନ୍ୟ ୨ଜଣ ଡେରଜାଙ୍ଗ ଅଞ୍ଚଳର ବୋଲି ଜଣାପଡିଛି।ମିଳିଥିବା ସୂଚନା ମୁତାବକ, ଏକ ବାଇକ୍ରେ ୩ଜଣ ଯୁବକ ଯାଉଥିଲେ। ସେତିକିବେଳେ ଏକ ଟ୍ରକ୍ ଭାରସାମ୍ୟ ହରାଇ ବାଇକ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ୩ଜଣଙ୍କ ମୃତ୍ୟୁ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୨୭/୪: ସାଧାରଣ ନିର୍ବାଚନ ପାଇଁ ଅନେକ ସ୍ଥାନରେ ପ୍ରାର୍ଥୀମାନେ ପ୍ରଚାରକୁ ଜୋରଦାର କରିବା ସହ ନିଜ ଦଳ ସପକ୍ଷରେ ଭୋଟରଙ୍କୁ ମନାଉଛନ୍ତି ।କନ୍ଧମାଳ ଜିଲାରେ କଂଗ୍ରେସ ସ୍ଥିତି ମଜବୁତ କରିବାକୁ ଚେଷ୍ଟା କରୁଥିବା ବେଳେ ଦଳ ଭିତରେ ରହି ଦଳ ବିରୋଧି କାର୍ଯ୍ୟ କରିବା ବିଷୟ ପଦାକୁ ଆସିଛି । ପଦବୀ ରହି ଦଳ ବିରୋଧି କାର୍ଯ୍ୟ କରୁଥିବାରୁ ଜିଲା କଂଗ୍ରେସ ସଭାପତି ଚନ୍ଦ୍ରଶେଖର ପରିଡା କାର୍ଯ୍ୟାନୁଷ୍ଠାନ ଆରମ୍ଭ Continue Reading