Home Articles posted by odadmin (Page 891)
Odisha News
ଭୁବନେଶ୍ବର,୨୧/୪: ପ୍ରବଳ ଖରାରୁ ଆଜି ବି ଆଶ୍ବସ୍ତି ମିଳିନାହିଁ। ସାରା ଓଡ଼ିଶାବାସୀ ତାତିରେ ତ୍ରାହିତ୍ରାହି ଡାକିଛନ୍ତି। ଦିନ ସାଢ଼େ ୨ଟା ୩୦ରେ ତାପମାତ୍ରା ୪୩.୬ ଡିଗ୍ରି ରେକର୍ଡ ହୋଇଛି।ଝାରସୁଗୁଡ଼ା ଓ କେନ୍ଦୁଝରରେ ତାପମାତ୍ରା ୪୩.୬ ଡିଗ୍ରି ରେକର୍ଡ ହୋଇଥିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ହୀରାକୁଦ ଓ ରାଉରକେଲାରେ ତାପମାତ୍ରା ୪୧.୮, ସମ୍ବଲପୁରରେ ୪୧.୭, ଭୁବନେଶ୍ବର ଓ Continue Reading
Odisha News
ଭୁବନେଶ୍ବର, ୨୧/୪ :ଚଳିତ ଏପ୍ରିଲ ୨୫ ତାରିଖରୁ ଗ୍ରୀଷ୍ମ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ଆସନ୍ତାକାଲିଠାରୁ ଅର୍ଥାତ୍ ଏପ୍ରିଲ ୨୨ରୁ ୨୪ ତାରିଖ ପର‌୍ୟ୍ୟନ୍ତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକ ଚାଲିବ।ସକାଳ ସାଢ଼େ ୬ଟାରୁ ସାଢ଼େ ୧୦ଟା ପର‌୍ୟ୍ୟନ୍ତ ସ୍କୁଲ୍ ଗୁଡ଼ିକ ଖୋଲା ରହିବ ବୋଲି ସରକାର ନିର୍ଦ୍ଦେଶ ଦେଇଛନ୍ତି। ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଓ ପାଣିପାଗ ବିଭାଗର ସୂଚନାକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୨୧/୪: କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ଜାଗାବାଡ଼ିକୁ ନେଇ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଙ୍ଘର୍ଷ । ଗୋଟିଏ ଗୋଷ୍ଠୀ ଅନ୍ୟ ଗୋଷ୍ଠୀକୁ ମରଣାନ୍ତକ ଆକ୍ରମଣ କରିଥିବା ଜଣାପଡ଼ିଛି ।ଗୋଷ୍ଠୀ ସଙ୍ଘର୍ଷରେ ୬ ଜଣ ଗୁରୁତର ଆହାତ ହୋଇଥିବା ବେଳେ ସମସ୍ତଙ୍କୁ ପ୍ରଥମେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ ସମ୍ପର୍କୀୟ ଲୋକେ ।ପ୍ରାଥମିକ ଚିକିତ୍ସା ପରେ ଦୁଇଜଣ ଗୁରୁତରଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୨୧/୪: କନ୍ଧମାଳ ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳ ଆଶିଷ ଈଶ୍ୱର ପାଟିଲ୍ ସଦଦ୍ଭାବନା ସଭାଗୃହରେ ଆଗାମୀ ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ ପାଇଁ ଜିଲାର ନିର୍ବାଚନ ପ୍ରସ୍ତୁତି ନେଇ ସମୀକ୍ଷା କରିଛନ୍ତି।ଚଳିତ ବର୍ଷର ସାଧାରଣ ନିର୍ବାଚନର ସୁପରିଚାଳନା ପାଇଁ ଆବଶ୍ୟକ ଗାଡ଼ି ଉପରେ ଆଲୋଚନା କରାଯାଇଥିଲା। ଜିଲା ଭିତରୁ ଏବଂ ଜିଲା ବାହାରୁ କେତେ ସଂଖ୍ୟକ ଗାଡ଼ି ଅଣାଯିବ ଏବଂ ସେଥିପାଇଁ ଆବଶ୍ୟକ ଇନ୍ଧନ ଶୁକ୍ଲ, Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୧/୪: ବୌଦ୍ଧ ଜିଲ୍ଲା ପୁଲିସ ପକ୍ଷରୁ ଆଜି ଜନସେବାରେ ସହଯୋଗ ପାଇଁ ୧୩ ଜଣଙ୍କୁ ପୁରସ୍କୃତ କରାଯାଇଛି । ବିଭିନ୍ନ ସମୟରେ ଦୁର୍ଘଟଣା ତଥା ପୁଲିସର ଅନ୍ୟ କାର୍ଯ୍ୟରେ ସହଯୋଗ ଯୋଗୁଁ ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ଜିଲ୍ଲା ପ୍ରୋତ୍ସାହନ ରାଶି ଭାବରେ ୨ ହଜାର ଟଙ୍କା ଲେଖାଏଁ ଜିଲ୍ଲା ପୁଲିସ ଜରିଆରେ ପ୍ରଦାନ କରାଯାଇଛି । ଜିଲ୍ଲା ପୁଲିସ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଏକ ନିରାଡମ୍ବର କାର୍ଯ୍ୟକ୍ରମରେ ଜନସେବା ପାଇଁ ସୁଶିଲ Continue Reading
Odisha News
ଝାରସୁଗୁଡା,୨୦/୪: ମହାନଦୀ ଡଙ୍ଗାବୁଡି ଘଟଣାରେ ଆଉ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାକୁ ମିଶାଇ ମୋଟ ୮ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି ସକାଳୁ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ମୃତକଙ୍କ ମଧ୍ୟରେ ୫ ମହିଳା ଓ ୩ ନାବାଳକ ଥିବା ସୂଚନା ମିଳିଛି।ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର‌୍ୟ୍ୟ ଜାରି ରଖିଛନ୍ତି। ତେବେ ଆଜି ସକାଳୁ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିବାବେଳେ ବର୍ତ୍ତମାନ ମୃତକଙ୍କ […]Continue Reading
Odisha News
ଭୁବନେଶ୍ବର,୨୦/୪: ରାଜ୍ୟରେ ଗ୍ରୀଷ୍ମ ଲହରି ଜାରି ରହିଛି। ଆଜି ଦିନ ୨ଟା ୩୦ରେ କେନ୍ଦୁଝରରେ ସର୍ବାଧିକ ୪୩.୫ ଡିଗ୍ରି ରେକର୍ଡ କରାଯାଇଛି। ୨୧ ତାରିଖ ପରେ ତାତିରୁ କିଛି ଦିନ ପାଇଁ ସାମାନ୍ୟ ତ୍ରାହି ମିଳିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଆଜି ଝାରସୁଗୁଡାରେ ୪୩.୨, ସମ୍ବଲପୁରରେ ୪୨.୭, ରାଉରକେଲାରେ ୪୨.୬, ହୀରାକୁଦରେ ୪୨.୬, ଚାନ୍ଦବାଲିରେ ୪୧.୪, ରାଜଧାନୀ Continue Reading