Home Articles posted by odadmin (Page 892)
Odisha News
ଝାରସୁଗୁଡା,୨୦/୪: ମହାନଦୀ ଡଙ୍ଗାବୁଡି ଘଟଣାରେ ଆଉ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାକୁ ମିଶାଇ ମୋଟ ୮ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି ସକାଳୁ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ମୃତକଙ୍କ ମଧ୍ୟରେ ୫ ମହିଳା ଓ ୩ ନାବାଳକ ଥିବା ସୂଚନା ମିଳିଛି।ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର‌୍ୟ୍ୟ ଜାରି ରଖିଛନ୍ତି। ତେବେ ଆଜି ସକାଳୁ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିବାବେଳେ ବର୍ତ୍ତମାନ ମୃତକଙ୍କ […]Continue Reading
Odisha News
ଭୁବନେଶ୍ବର,୨୦/୪: ରାଜ୍ୟରେ ଗ୍ରୀଷ୍ମ ଲହରି ଜାରି ରହିଛି। ଆଜି ଦିନ ୨ଟା ୩୦ରେ କେନ୍ଦୁଝରରେ ସର୍ବାଧିକ ୪୩.୫ ଡିଗ୍ରି ରେକର୍ଡ କରାଯାଇଛି। ୨୧ ତାରିଖ ପରେ ତାତିରୁ କିଛି ଦିନ ପାଇଁ ସାମାନ୍ୟ ତ୍ରାହି ମିଳିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଆଜି ଝାରସୁଗୁଡାରେ ୪୩.୨, ସମ୍ବଲପୁରରେ ୪୨.୭, ରାଉରକେଲାରେ ୪୨.୬, ହୀରାକୁଦରେ ୪୨.୬, ଚାନ୍ଦବାଲିରେ ୪୧.୪, ରାଜଧାନୀ Continue Reading
Odisha News
ଭୁବନେଶ୍ୱର,୨୦/୪: ପ୍ରଚଣ୍ଡ ଖରାରୁ ରକ୍ଷା ପାଇବା ପାଇଁ କମିଶନରେଟ୍ ପୋଲିସରେ କାର୍ଯ୍ୟରତ ସମସ୍ତ ଟ୍ରାଫିକ୍ କର୍ମଚାରୀ ଏଣିକି ଏସି ବା ଏୟାର କଣ୍ଡିଶନ ହେଲ୍‌ମେଟ୍ ପିନ୍ଧିବେ।ଫଳରେ ତାତିରୁ ରକ୍ଷା ପାଇବେ। ଶନିବାର ସ୍ବତନ୍ତ୍ର ଜ୍ଞାନକୌଶଳରେ ତିଆରି ହୋଇଥିବା ଏହି ଏସି ହେଲ୍ମେଟ୍କୁ ପରୀକ୍ଷାମୂଳକ ଭାବେ ଆରମ୍ଭ କରାଯାଇଛି।ଏହି ଏସି ହେଲ୍ମେଟ୍ରେ ରହିଛି ସତନ୍ତ୍ର ବ୍ୟାଟେରି। ଯାହାଫଳରେ ହେଲ୍ମେଟ୍ ଚାର୍ଜ ହେବ।ଥରେ ଚାର୍ଜ ହେଲେ ୮ ଘଣ୍ଟା ପର୍ଯ୍ୟନ୍ତ ଚାଲୁ Continue Reading
National News
NEW DELHI,APR 20: Hailing the enactment of the new criminal justice laws as a watershed moment for society, Chief Justice D Y Chandrachud on Saturday said India is set for a significant overhaul of its criminal justice system. Speaking at a conference here on ‘India’s Progressive Path in the Administration of Criminal Justice System’, he […]Continue Reading
Odisha News
ଭୁବନେଶ୍ୱର,୨୦/୪: ବିଜେଡି ଆଜି ତାହାର ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି।ଏହି ତାଲିକାରେ ଦଳ ନିଜର ମହିଳା ସଂରକ୍ଷଣ କାର୍ଡକୁ ଯେଣତେଣ ପ୍ରକାର ପୂରଣ କରିବାକୁ ପ୍ରୟାସ କରିଛି। ଆଜିର ୯ପ୍ରାର୍ଥୀଙ୍କୁ ମିଶାଇ ବିଜେଡି ସମୁଦାୟ ୧୩୫ ପ୍ରାର୍ଥୀ ତାଲିକା ଘୋଷଣା କରିଛି।କଂଗ୍ରେସ ଛାଡ଼ି ବିଜେଡିରେ ସାମିଲ ହୋଇଥିବା ଗଣେଶ୍ୱର ବେହେରାଙ୍କୁ କେନ୍ଦ୍ରାପଡ଼ା, କେନ୍ଦୁଝରର ବିବାଦୀୟ ନେତା ସନାତନ ମହାକୁଡ଼ଙ୍କୁ ଚମ୍ପୁଆ ଓ ଅଭିନେତ୍ରୀ ବର୍ଷା Continue Reading
Odisha News
ବୌଦ୍ଧ, ୨୦/୪: କିଆକଟା ଓଭର ବ୍ରିଜ ଉପରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାଘଟିଛି।ରାସ୍ତାକଡ଼ରେ ଗାଡ଼ି ରଖି ଦୁଇ ଝିଅ ଚଲାପଥ ଉପରେ ଠିଆ ହୋଇ ମହାନଦୀ ଦେଖୁଥିଲେ। ବାଇକରେ ବସିଥଲେ ମିଟୁ ବେହେରା ଓ ତାଙ୍କ ପତ୍ନୀ ମନୋରମା ବେହେରା।ଏହି ସମୟରେ କିଆକଟା ଆଡ଼ରୁ ଦ୍ରୁତ ଗତିରେ ଆସୁଥିବା ଏକ ଆମ୍ବୁଲାନ୍ସ ଭାରସାମ୍ୟ ହରାଇ ବାଇକ୍ କୁ ଧକ୍କା ଦେଇଥିଲା। ଫଳରେ ମିଟୁଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା।ଏଣେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁତର ମନୋରମାଙ୍କ ମଧ୍ୟ ବୌଦ୍ଧ Continue Reading
Odisha News
ଝାରସୁଗୁଡା,୨୦/୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ତେବେ ଆଜି ସକାଳୁ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର କରିଛନ୍ତି। ଉଦ୍ଧାରଙ୍କ ମଧ୍ୟରେ ୩ ମହିଳା ଓ ୩ ନାବାଳକ ଥିବା ସୂଚନା ମିଳିଛି। ଗତକାଲି ଜଣଙ୍କର ମୃତଦେହ ମିଳିଥିବାବେଳେ ବର୍ତ୍ତମାନ ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି ପାଇଛି।ସୂଚନା ଅନୁଯାୟୀ, ସୀମାନ୍ତ ଛତିଶଗଡ କୋରବା ଜିଲା ଟପରା ଗାଁର […]Continue Reading
Odisha News
ବିଶ୍ୱଭୂଷଣ ମହାପାତ୍ର/ମମତା ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୨୦/୪: ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ବିରୋଧି ଶିବିର ଦିନକୁ ଦିନ ଦୁର୍ବଳ ହେଉଛି । ବିଜେପି ନେତା ଓ କର୍ମୀଙ୍କ ସୁଅ ବିଜେଡି ମୁହାଁ ହୋଇଛି ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶ ମୂଳକ ଚିନ୍ତାଧାରା ଏବଂ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ଶାନ୍ତି, ମୈତ୍ରୀ ଓ ଉନ୍ନତୀର ନାରା ନିର୍ବାଚନ ମଣ୍ଡଳୀରେ ବିଜେଡି ସଂଗଠନକୁ ମଜୁବୁତ କରିଛି । ଗତ ଏକ ମାସ ମଧ୍ୟରେ ହଜାରରୁ ଉର୍ଦ୍ଧ୍ୱ ନେତା Continue Reading