Home Articles posted by odadmin (Page 898)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୪/୪: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଜିଲ୍ଲା ପ୍ରଶାସନ ଅନ୍ତର୍ଗତ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆଜି ଜିଲ୍ଲାସ୍ତରୀୟ ସମ୍ବିଧାନ ପ୍ରଣେତା ଭାରତରତ୍ନ ଡଃ ବି:ଆର: ଆମ୍ବେଦକରଙ୍କ ୧୩୩ ତମ ଜୟନ୍ତୀ ଉତ୍ସବ , ସର୍ବ ଭାରତୀୟ ଜାତି ଓ ଅନୁସୂଚିତ ଓ ପଛୁଆ ବର୍ଗ କର୍ମଜୀବୀ ମହାସଂଘ ଗଜପତି ଜିଲ୍ଲା ଶାଖା ସହଯୋଗରେ ଅନୁଷ୍ଠିତ ହୋଇଯାଇଛି। ।ଏହି ଅବସରରେ ମହାସଂଘର ପକ୍ଷରୁ ହାଇସ୍କୁଲ୍ […]Continue Reading
Odisha News
ନୂଆଦିଲ୍ଲୀ, ୧୪/୪: ଇସ୍ରାଏଲରେ ଥିବା ଭାରତୀୟ ଦୂତାବାସ ରବିବାର ନିଜ ନାଗରିକଙ୍କ ପାଇଁ ଏକ ନୂଆ ‘ଗୁରୁତ୍ୱପୂର୍ଣ୍ଣ ଆଡଭାଇଜରି’ ଜାରି କରିଛି, ଯେଉଁଥିରେ ସେମାନଙ୍କୁ ଶାନ୍ତ ରହିବା ଏବଂ ସୁରକ୍ଷା ପ୍ରୋଟୋକଲ୍ ପାଳନ କରିବାକୁ ପରାମର୍ଶ ଦିଆଯାଇଛି।ଦମାସ୍କସରେ ଇସଲାମିକ୍ ରିପବ୍ଲିକ୍ର ଏକ କୂଟନୈତିକ ପ୍ରତିଷ୍ଠାନ ଉପରେ ଇସ୍ରାଏଲ କରିଥିବା ଆକ୍ରମଣର ପ୍ରତିଶୋଧ ସ୍ୱରୂପ ଇରାନ୍ ଏବଂ ତା’ର ସହଯୋଗୀମାନେ ଶନିବାର ଇସ୍ରାଏଲ ଉପରେ ୩୩୦ଟି କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍ Continue Reading
National News
MUMBAI,APR 14 : Gangster Lawrence Bishnoi’s brother Anmol Bishnoi has allegedly taken responsibility for the firing outside Bollywood actor Salman Khan’s residence on Sunday. A purported social media post by Anmol – who is wanted in India and is reportedly hiding in the US – called the firing only a “trailer” while issuing a warning […]Continue Reading
National News
NEW DELHI, APR 14: With just one week to go for the first phase of Lok Sabha elections, the Bharatiya Janata Party on Sunday unveiled its poll manifesto with a special focus on ‘One Nation One Poll’, ‘CAA’, and employment opportunities. Prime Minister Narendra Modi after unveiling the party’s Sankalp Patra’ (BJP calls manifesto as […]Continue Reading
Odisha News
ଭଣ୍ଡାରିପୋଖରୀ, ୧୪/୪: ଭଦ୍ରକ ଜିଲ୍ଲା ଥାନା ଦେଇ ଯାଇଥିବା ୧୬ନଂ ଜାତୀୟ ରାଜପଥର ଆଖୁଆପଦା ଯଶୋଟିକିରି ନିକଟରେ ରାଜପଥ ଡିଭାଇଡର ଉପରେ ଚଢ଼ିଗଲା କାର।ଏଥିରେ ୫ବର୍ଷର ଶିଶୁ କନ୍ୟା ସହିତ ଦୁଇ ଜଣଙ୍କର ଶୋଚନୀୟ ମୃତ୍ୟୁ। ଗାଡ଼ିରେ ଥିବା ଅନ୍ୟ ୩ଜଣ ଗୁରୁତରଙ୍କ ମଧ୍ୟରୁ ସମସ୍ତଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେମାନଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିବା ଜଣାପଡ଼ିଛି।ମଧ୍ୟପ୍ରଦେଶ ଅଞ୍ଚଳର ବାସିନ୍ଦା ଜଗନ୍ନାଥ ଦର୍ଶନ ସାରି ଫେରିବା ବେଳେ Continue Reading
Odisha News
ଭୂବନେଶ୍ୱର, ୧୪/୪: ଆଜି ହେଉଛି ପବିତ୍ର ପଣା ସଂକ୍ରାନ୍ତି, ଏହା ସାଧାରଣତଃ ଏପ୍ରିଲ ମାସ ୧୪ ତାରିଖରେ ପଡ଼ିଥାଏ। ଓଡ଼ିଆ ପରମ୍ପରା ଅନୁଯାୟୀ ଏହି ଦିନଠାରୁ ନୂତନ ବର୍ଷ ଆରମ୍ଭ ହୋଇଥାଏ।ଏହାଛଡ଼ା ଏହି ଦିନକୁ ହନୁମାନ ଜୟନ୍ତୀ, ମହାବିଷୁବ ସଂକ୍ରାନ୍ତି ଭାବେ ମଧ୍ୟ ପାଳନ କରାଯାଇଥାଏ।ବର୍ଷାରମ୍ଭ ହେଉଥିବାରୁ ଓଡ଼ିଆ ପରିବାରରେ ଦେବଦେବୀଙ୍କଠାରେ ସ୍ୱତନ୍ତ୍ର ପୂଜା, ଭୋଗ, ହୋମ ଆଦି କରାଯାଇଥାଏ।ହିନ୍ଦୁ ପରିବାରରେ ଚଉଁରାରେ ପୂଜା ପାଉଥିବା ତୁଳସୀ ବୃକ୍ଷ ଉପରେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୩/୪: କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଚଳିତ ମାସ ୦୧ ତାରିଖ ଠାରୁ ଆରମ୍ଭ ହୋଇଥିବା ୧୩ ଦିନିଆ ମାସନ୍ତ ମେରୁ ଦଣ୍ଡଯାତ୍ରା ଶନିବାର ଅପରାହ୍ନରେ ଉଦଯାପିତ ହୋଇଯାଇଛି ।ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ାର ମେରୁ ଯାତ୍ରା ସ୍ଥାନୀୟ ମା\’ ଦକ୍ଷିଣ କାଳୀ ମନ୍ଦିର ପରିସରରେ ହୋଇଥିବା ବେଳେ ବାଟାଗୁଡା, ବାରଖମା, ମୋହନଗିରୀ, କତେରୀଭଟ୍ଟା, ରେବିଙ୍ଗିଆ, ଡାକା, ବାଲିଗାଡା, ଦାଉଙ୍ଗିଆ, Continue Reading
Bollywood
ନୂଆଦିଲ୍ଲୀ,୧୩/୪: ଲୋକ ସଭା ନିର୍ବାଚନ ପାଇଁ ବାଜି ସାରିଛି ବିଗୁଲ। ୪୦୦ ପାର୍ର ନାରା ଦେଇ ଭାଜପା ଦେଶର କୋଣ ଅନୁକୋଣରେ ପ୍ରଚାର ଆରମ୍ଭ କରିଛି।ତେବେ ବଲିଉଡର ବିବାଦୀୟ ଅଭିନେତ୍ରୀ କଙ୍ଗନା ରଣାଓ୍ବତଙ୍କୁ ମଣ୍ଡିରୁ ଭାଜପା ଟିକେଟ୍ ଦେଇଛି। ତେବେ ଟିକେଟ୍ ଦେବା ପରଠାରୁ ସେ ଚର୍ଚ୍ଚାରେ ରହି ଆସୁଥିଲେ। ଏବେ ତାଙ୍କ ବିରୋଧରେ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ।କଂଗ୍ରେସ ନେତା ବିକ୍ରମାଦିତ୍ୟ ସିଂହ, କଙ୍ଗନାଙ୍କୁ ଟକ୍କର ଦେବାକୁ ଯାଉଛନ୍ତି। ଏନେଇ ହିମାଞ୍ଚଳ Continue Reading