
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୨/୫ : ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଚଳିତ ବର୍ଷ ଛାତ୍ରଙ୍କୁ ପଛରେ ପକାଇ ବାଜି ମାରିଛନ୍ତି ଛାତ୍ରୀ ।ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀ ସୁଶ୍ରୀ ସମ୍ପନ୍ନା ପଣ୍ଡା ଏ ୧ ଗ୍ରେଡ଼ ରେ ୬୦୦ ରୁ ୫୫୭ ନମ୍ବର ରଖି ୯୨. ୮୩% ରେ ସମଗ୍ର ଜିଲ୍ଲାରେ ତୃତୀୟ ସ୍ଥାନ ଅଧିକାର […]Continue Reading