ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୫/୧୦ : ଗଜପତି ଜିଲ୍ଲାର ପୁରାଣ ପ୍ରସିଦ୍ଧ ମହେନ୍ଦ୍ରଗିରି ପାଦଦେଶରେ ଥିବା କଇଁପୁର ଗ୍ରାମରେ ଗତ ଚାରି ଦିନ ଧରି ଚାଲିଥିବା ୨୩ତମ ଜାତୀୟ ଏମଟିବି ସାଇକ୍ଲିଂ ଚାମ୍ପିଅନଶିପ୍-୨୦୨୬ ଆଜି ସଫଳତାର ସହ ସମାପ୍ତ ହୋଇଯାଇଛି।ମହେନ୍ଦ୍ରଗିରିର ଦୁର୍ଗମ ଓ ଚ୍ୟାଲେଞ୍ଜିଂ ପାହାଡ଼ିଆ ଟ୍ରାକ୍ରେ ଦେଶର ବିଭିନ୍ନ ରାଜ୍ୟରୁ ଆସିଥିବା ସାଇକ୍ଲିଷ୍ଟ ମାନେ ନିଜର ଦକ୍ଷତା, ସାହସ ଓ ସହନଶୀଳତାର ଚମତ୍କାର ପ୍ରଦର୍ଶନ କରିଥିଲେ।ଆଜି ଅନ୍ତିମ Continue Reading




