Home Articles posted by odadmin (Page 904)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୯/୪: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକର ସିମନବାଡିରେ ସୋମବାର ପଞ୍ଚୁଦଣ୍ଡ ମିଳନ ହେବା ସହ ମଙ୍ଗଳବାର କାର୍ଯ୍ୟକ୍ରମ ଶେଷ ହୋଇଛି। ପ୍ରକାଶ ଯେ, ସକାଳ ୮ଟାରେ ବିଭିନ୍ନ ଅଞ୍ଚଳର ଦଣ୍ଡ ଦଳ ଆସି ସିମନବାଡ଼ିରେ ପହଞ୍ଚି ଥିଲେ। ପୂର୍ବ ନିଦ୍ଧାରିତ ଅନୁସାରେ ଗ୍ରାମବାସୀ ତାଙ୍କୁ ବାଟ ବରଣ କରି ଦୁର୍ଗା ମଣ୍ଡପକୁ ସ୍ବାଗତ କରି ନେଇଥିଲେ।ଦଣ୍ଡ ଦଳ ଦୁର୍ଗାମଣ୍ଡପକୁ ବିରାଟ Continue Reading
Odisha News
ଭୁବନେଶ୍ବର, ୯/୪: ପୂର୍ବତନ କେନ୍ଦ୍ର କୋଇଲା ରାଷ୍ଟ୍ରମନ୍ତ୍ରୀ ଦିଲ୍ଲୀପ ରାୟ ଚଳିତ ସାଧାରଣ ନିର୍ବାଚନରେ ରାଉରକେଲା ବିଧାନସଭା ଆସନରୁ ବିଜେପି ପ୍ରାର୍ଥୀ ହେଇପାରନ୍ତି।ଦଳୀୟ ଘୋଷଣା ପୂର୍ବରୁ ନିର୍ବାଚନ ପ୍ରଚାର ବେଳେ ସାଂସଦ ଜୁଏଲ ଓରାମ ଏନେଇ ଇସାରା ଦେଇଛନ୍ତି।ସେ କହିଛନ୍ତି, ରାଉରକେଲା ବିଧାନସଭା ଆସନ ପାଇଁ କୌଣସି ମୁହୁର୍ତ୍ତରେ ପ୍ରାର୍ଥୀ ଘୋଷଣା ହୋଇପାରେ। ଏବେ ଦିଲ୍ଲୀପଙ୍କ ମାମଲାର ସମାଧାନ ହୋଇସାରିଛି। ତେଣୁ ତାଙ୍କୁ ଟିକେଟ୍ ମିଳିପାରେ।ତଳସରା Continue Reading
Top Stories
BY AKSHYA ROUT JAJPUR,APR 9: In a latest development in Odihsa politics, Ollywood actress and Minister Pritiranjan Ghadei’s wife Jhilik Bhattacharjee on Thursday expressed her willingness to contest the upcoming election against actor-turned-politician Akash Das Nayak from the Korei assembly constituency. Jhilik expressed her desire to enter politics after hundreds of her Continue Reading
National News
WASHINGTON,APR 9 : Eclipse mania gripped North America on Monday as a breathtaking celestial spectacle captivated tens of millions of people, offering a rare blend of scientific interest, commercial opportunity and daytime partying. The Moon’s shadow plunged the Pacific coast of Mexico into total darkness at 11:07 am local time (1807 GMT) then swept across […]Continue Reading
Odisha News
ଭୁବନେଶ୍ୱର, ୯/୪ : ରାଜଧାନୀରୁ ଉଦ୍ଧାର ହେଲା ରାଜ୍ୟସ୍ତରୀୟ ମହିଳା ଖେଳାଳିଙ୍କ ମୃତଦେହ । ଭୁବନେଶ୍ୱର ପୁରୁଣା BMC ଅଫିସ୍ ପଛ ହଷ୍ଟେଲରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତା ଯୁବତୀଜଣକ ହେଲେ ପୁରୀ ଜିଲ୍ଲା ଡେଲାଙ୍ଗ ଜଗଦଳପୁରର ସରୋଜିନୀ ସୁନ୍ଦରା । ତେବେ ଏହା ହତ୍ୟା ନା ଆତ୍ମହତ୍ୟା ସ୍ପଷ୍ଟ ହୋଇନାହିଁ।ଭୁବନେଶ୍ୱର କୋର୍ଟ ପଛପଟେ ଥିବା ହରିହର ବିଦ୍ୟାପୀଠ ନିକଟସ୍ଥ ଏକ ଭଡ଼ାଘରୁ ତାଙ୍କର ଝୁଲନ୍ତା ମୃତ ଦେହ ମିଳିଛି। ବରଗଡ଼ ଥାନା ପୁଲିସ ମୃତଦେହ Continue Reading
Odisha News
ବରଗଡ଼, ୯/୪ : ବରଗଡ଼ ଜିଲ୍ଲାର ଗନ୍ଧମାର୍ଦ୍ଦନ ପାହାଡ଼ରେ ସୁରକ୍ଷାକର୍ମୀ ଓ ନକ୍ସଲ ମୁହାଁମୁହିଁ ହୋଇଛନ୍ତି। ଗତକାଲି ବିଳମ୍ବିତ ରାତିରୁ ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ଚାଲିଛି। ଏବେ ମଧ୍ୟ ସେଠାରେ ଜାରି ରହିଛି ଅପରେସନ। ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳକୁ ଯାଉଥିବା ଜଣାଯାଇଛି।ଗତକାଲି ବିଳମ୍ବିତ ରାତିରେ ସୁରକ୍ଷାକର୍ମୀମାନେ ଗନ୍ଧମାର୍ଦ୍ଦନ ପାହାଡ଼ରେ ସର୍ଚ୍ଚ ଅପରେସନ ଚଳାଇଥିଲେ। ଏହି ସମୟରେ ହଠାତ୍ ଅପର ପାର୍ଶ୍ୱରୁ ଆଖିବୁଜା ଫାୟାରିଂ ହେବା ଆରମ୍ଭ Continue Reading
Top Stories
By Pravat Singh Bhubaneswar, April 8: Researchers from Kalinga Epigraphical Research Group (KERG) have successfully deciphered an old ancient stone inscription from Odisha’s Khurda district. The inscription, believed to be more than 700 years old, is found in the temple of Pancha Mahadeva at Sarapari village of Tangi block in Khurda district. Deviprasad Samantaray, a […]Continue Reading