Home Articles posted by odadmin (Page 907)
Odisha News
ବସ୍ତା, ୭/୪: ୩୦ ଫୁଟ୍ ତଳକୁ ଖସିଲା ପିକ୍ଅପ୍ ଭ୍ୟାନ୍। ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ୬୦ ନମ୍ବର ଜାତୀୟ ରାଜପଥ ରାଜଘାଟ ନିକଟରେ ଦୁର୍ଘଟଣା ହୋଇଛି। ଜଙ୍ଗଲ ବିଭାଗର ଆଣ୍ଟି ପୋଚିଂ ବାରାକର ଚେକ୍ ପୋଷ୍ଟକୁ ଭ୍ୟାନ୍ ଧକ୍କା ଦେଇଥିଲା। ଡ୍ୟୁଟିରେ ଥିବା ଆଣ୍ଟି ପୋଚିଂ ବାରାକର ୩ ଜଣ କର୍ମଚାରୀ ଗୁରୁତର ହୋଇଛନ୍ତି।ଘଟଣାସ୍ଥଳରେ ବସ୍ତା ପୁଲିସ ଓ ଜାତୀୟ ରାଜପଥ ପାଟ୍ରୋଲିଂ ଭ୍ୟାନ୍ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରିଥିଲେ। ସେମାନଙ୍କୁ ପ୍ରଥମେ ଜଳେଶ୍ୱର Continue Reading
Odisha News
ଭୁବନେଶ୍ବର,୭/୪: ବିଜେପି ଛାଡ଼ିଛନ୍ତି ରାଜ୍ୟ ବିଜେପିର ବରିଷ୍ଠ ନେତ୍ରୀ ତଥା ଦଳର ଉପସଭାପତି ଲେଖାଶ୍ରୀ ସାମନ୍ତସିଂହାର। ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି।ଲେଖାଶ୍ରୀ ଗତ ୧୦ ବର୍ଷ ଧରି ବିଜେପିରେ ସକ୍ରିୟ ଥିଲେ। ଦଳର ପ୍ରତିଟି କାର‌୍ୟ୍ୟକୁ ସେ ନିଷ୍ଠାର ସହ ସମ୍ପାଦନ କରିଆସିଛନ୍ତି।ଏତେ ଦିନ ଧରି ଦଳ ପାଇଁ କାମ କରିବା ପରେ ବି ଶୀର୍ଷ ନେତୃତ୍ୱର ବିଶ୍ୱାସଭାଜନ ହୋଇପାରିଲେ ନାହିଁ। ତେଣୁ ବିଜେପି ଛାଡ଼ିବାର ନିଷ୍ପତ୍ତି ନେଇଥିବା ନିଜର Continue Reading
National News
NEW DELHI, APR 6: Three newborn babies were rescued after the Central Bureau of Investigation conducted raids at seven locations across Delhi and Haryana in connection with child trafficking. The raids were carried out in several areas in Rohini and Keshavpuram on Friday evening. Seven people, including women and a hospital staffer, allegedly involved in […]Continue Reading
Odisha News
ଭୁବନେଶ୍ୱର,୬/୪:ତତଲା କଢେଇରେ ଭାଜି ହେଉଛି ଓଡ଼ିଶା। ଗରମ ପବନ ଏପରି କଲବଲ କରୁଛି ଯେ ଘରେ ରହି ହେଉନି କି ବାହାରକୁ ଯାଇ ହେଉନି। ରାଜ୍ୟରେ ତାତି ବଢିବା ସହ ବଢୁଛି ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା ।ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଅଂଶୁଘାତରେ ୮ ଜଣ ଅସୁସ୍ଥ ହେଲେଣି । ଚିକିତ୍ସା ନିମନ୍ତେ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।ଅସୁସ୍ଥଙ୍କ ମଧ୍ୟରେ ଅନୁଗୁଳରୁ ୫ ଜଣ, ମୟୂରଭଞ୍ଜ, ସୁନ୍ଦରଗଡ଼ ଓ ଭୁବନେଶ୍ୱରରୁ ଜଣେ ଲେଖାଏଁ ଅଛନ୍ତି। ଏଯାଏଁ Continue Reading
Odisha News
ଭୁବନେଶ୍ୱର, ୬/୪ : ଦୁର୍ଘଟଣାଗ୍ରସ୍ତ ହେଲା ‘ମୋ ବସ୍’। ରାସ୍ତାକଡ଼ ନାଳକୁ ଖସିପଡ଼ିଲା ମୋ ବସ୍। ଫଳରେ ୨୦ ଜଣ ଯାତ୍ରୀ ଆହତ ହୋଇଛନ୍ତି।ପିତାପଲ୍ଲୀ ପାଖରେ ଭାରସାମ୍ୟ ହରାଇ ‘ମୋ ବସ୍’ଟି ନାଳକୁ ଖସି ପଡ଼ିଛି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବସ୍ଟି ଭୁବନେଶ୍ୱରରୁ ଖୋର୍ଦ୍ଧା ଆସୁଥିଲା।Continue Reading
Odisha News
କଣିହାଁ, ୬/୪: ଆଜି ସକାଳେ ଏନଟିପିସି କଣିହାଁ ପ୍ଲାଣ୍ଟର ଷ୍ଟେଜ (୨) ସିଏଚପି ଏରିଆରେ ଅଗ୍ନିକାଣ୍ଡ ଘଟି ବ୍ୟାପକ କ୍ଷୟକ୍ଷତି ହୋଇଥିବା ଜଣାପଡ଼ିଛି। ଟିପି ୧୫ରୁ ଟିପି ୧୬ ମଧ୍ୟରେ କନଭରବେଲ୍ଟ, ଲୁହାପୁଲି, ଟେକପ ଓ ମୋଟର ସବୁ ପୋଡ଼ି ନଷ୍ଟ ହୋଇଯାଇଛି।ଖବରପାଇ ଏନଟିପିସିର ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ଅନୁଧ୍ୟାନ କରିବା ସହ ଏନଟିପିସି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ।ଖବର ପାଇ ଏନଟିପିସି ଅଗ୍ନିଶମ ବିଭାଗ ଓ କଣିହାଁ ଅଗ୍ନିଶମ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ର/ ମମତା ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୬/୪: ନୟାଗଡ଼ ଜିଲ୍ଲା ଟାଉନଥାନା ପୁଲିସ ୨ ଜଣ ଗଞ୍ଜେଇ ବେପାରୀଙ୍କୁ ଗିରଫ କରିବା ସହ ୧୦ କେଜି ୩ ଶହ ଗ୍ରାମ ଗଞ୍ଜେଇ ଜବତ କରିଛି ।ଗିରଫ ଅଭିଯୁକ୍ତମାନେ ହେଲେ ବିହାର ଔରଙ୍ଗାବାଦ ଆମ୍ବା ଥାନା ଅଞ୍ଚଳର ବିଷ୍ଣୁ ଚୌହାନ ଏବଂ ମଦନପୁର ଥାନା ଅଞ୍ଚଳର ରାହୁଲ କୁମାର । ଉଭୟ ଅଭିଯୁକ୍ତ ଦଶପଲ୍ଲା ପଟୁ ଏକ କଳା ପଲସର ବାଇକରେ ଗଞ୍ଜେଇ ଧରି ଆସୁଥୁବା ନେଇ […]Continue Reading