ଭୁବନେଶ୍ୱର,୫/୪: ଦୁଇ ଏସ୍ପି ଓ ଜଣେ ଡିସିପିଙ୍କୁ ନୂଆ ଦାୟିତ୍ୱ ନେଇ ନିର୍ବାଚନ କମିଶନ ଅନୁମତି ଦେଇଛନ୍ତି। ରାଉରକେଲା ଏସ୍ପି ଭାବେ ବ୍ରିଜେଶ କୁମାର ରାୟ ଏବଂ ଅନୁଗୋଳର ଏସ୍ପି ଭାବେ ଉମାକାନ୍ତ ଦାସ ଦାୟିତ୍ୱ ନେଇଛନ୍ତି।କଟକର ନୂଆ ଡିସିପି ଭାବେ ଆର ପ୍ରକାଶ ଦାୟିତ୍ୱ ନେଇଛନ୍ତି। ଏନେଇ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ମାଧ୍ୟମରେ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି।Continue Reading
JAIPUR, APR 5: The Rajasthan government on Thursday suspended three resident doctors of a government hospital here over negligence after a pregnant woman was denied admission and had to deliver the child near the hospital’s gate, officials said. Shubhra Singh, Additional Chief Secretary, Medical Education, said after the matter came to light, the department Continue Reading
ଭୁବନେଶ୍ୱର, ୪/୪: କଂଗ୍ରେସରେ ସାମିଲ ହେଲେ ମହିଳା ନେତ୍ରୀ ସୋନାଲି ସାହୁ। ଗୁରୁବାର ସେ ବିଧିବଦ୍ଧ ଭାବେ କଂଗ୍ରେସରେ ଯୋଗଦେଇଛନ୍ତି। ପିପିସି ସଭାପତି ଶରତ ପଟ୍ଟନାୟକ ପୁଷ୍ପଗୁଚ୍ଛ ଦେଇ ତାଙ୍କୁ ସ୍ବାଗତ କରିଛନ୍ତି। ସୂଚନାଯୋଗ୍ୟ, ଗୁରୁବାର ସକାଳେ ଭାଜପାରୁ ଇସ୍ତଫା ଦେଇଥିଲେ ସୋନାଲି। ସେ ନିଜର ଇସ୍ତଫାପତ୍ର ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ପାଖକୁ ପଠାଇଥିଲେ।ପ୍ରକାଶ ଯେ, ପୂର୍ବରୁ କଂଗ୍ରେସରେ ଫାୟାରବ୍ରାଣ୍ଡ ନେତ୍ରୀ ଥିଲେ ସୋନାଲି ସାହୁ। ହେଲେ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୪/୪: କନ୍ଧମାଳ ଜିଲାର ୩ ଟି ବିଧାନସଭା ଆସନରୁ ଫୁଲବାଣୀ ଓ ଘୁ. ଉଦୟଗିରି ଆସନ ପାଇଁ ବିଜେଡି ପ୍ରାର୍ଥୀ ତାଲିକା ପ୍ରକାଶ କରି ସାରିଛି। ହେଲେ ବାଲିଗୁଡା ଆସନକୁ ବିଜେଡି ଏପର୍ଯ୍ୟନ୍ତ ଝୁଲାଇ ରଖିଛି। ଏହାକୁ ନେଇ ଆଶାୟୀମାନେ ଦ୍ୱନ୍ଦ୍ୱରେ ଅଛନ୍ତି।ଜିଲାର ଫୁଲବାଣୀ ଆସନରେ ନୂତନ ମହିଳା ପ୍ରାର୍ଥୀ ଜୟଶ୍ରୀ କହଁରଙ୍କୁ ଦେଇଥିବା ବେଳେ ଘୁ.ଉଦୟଗିରି ଆସନରେ ପୁରୁଣା ପ୍ରାର୍ଥୀ ସାଲୁଗା ପ୍ରଧାନଙ୍କୁ ଦୋହରାଇଛି Continue Reading
BY Akshya Rout Jajpur, Mar 4: Jhilik Bhattacharjee, the actress wife of Minister Pritiranjan Gharai, is likely to contest from Korei assembly constituency in Jajpur district. The speculation of her contesting from the seat on BJD ticket fueled after Jhilik met some people of Korei today. “I will contest from Korei if I am given […]Continue Reading
ଭୁବନେଶ୍ବର, ୪/୪: ଏପ୍ରିଲ ପ୍ରଥମ ସପ୍ତାହରୁ ପ୍ରବଳ ଖରା ଅନୁଭୂତ ହୋଇଛି। ଖରାରେ ରାଜ୍ୟବାସୀ ସିଝିଛନ୍ତି।ମାଲକାନଗିରି ଓ ବୌଦ୍ଧରେ ଅଧିକ ଅସହ୍ୟ ହୋଇପଡ଼ିଛି। ଉଭୟ ମାଲକାନଗିରି ଓ ବୌଦ୍ଧରେ ଆଜି ଦିନର ତାପମାତ୍ରା ସର୍ବାଧିକ ୪୨ ଡିଗ୍ରି ରେକର୍ଡ କରାଯାଇଛି। ରାଜ୍ୟର ୧୧ଟି ସହରର ତାପମାତ୍ରା ୪୦ ଡିଗ୍ରି ଉପରେ ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଭବାନୀପାଟଣା ଓ Continue Reading
ଭୁବନେଶ୍ୱର,୪/୪:ସ୍କୁଲରେ ପାଣି ପିଇବାକୁ ନିୟମିତ ବ୍ୟବଧାନରେ ବାଜିବ ଘଣ୍ଟି। ଜଳ ବିରତି ଘଣ୍ଟି ବଜାଇବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନେଇଛି ନିଷ୍ପତ୍ତି।ଏନେଇ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ (ଡିଇଓ) ଓ ଗୋଷ୍ଠୀ ଶିକ୍ଷା ଅଧିକାରୀ (ବିଇଓ)ଙ୍କୁ ଚିଠି କରାଯାଇଛି। ତାପମାତ୍ରା ବୃଦ୍ଧି ହେତୁ ନିର୍ଜଳୀକରଣ (ଡିହାଇଡ୍ରେସନ) ଜନିତ ସମସ୍ୟାକୁ ପୂର୍ବାନୁମାନ କରି ରାଜ୍ୟର ସମସ୍ତ ବିଦ୍ୟାଳୟରେ ‘ଜଳ ବିରତି ଘଣ୍ଟି’ ଲାଗୁ କରିବାକୁ ବିଭାଗ Continue Reading
NEW DELHI,APR 4 : Congress leader Rahul Gandhi declared assets worth over Rs 20 crore in his election affidavit on Thursday. The affidavit filed with the Election Commission of India (ECI) revealed that Gandhi possesses movable assets valued at Rs 9,24,59,264, with approximately 90% (Rs 8,16,94,091) attributed to investments in mutual funds and stocks. The […]Continue Reading
ଭୁବନେଶ୍ୱର, ୪/୪: ଭାଜପା ଛାଡିଲେ ମହିଳା ନେତ୍ରୀ ସୋନାଲି ସାହୁ। ଗୁରୁବାର ସେ ଭାଜପା ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି।ସେ ତାଙ୍କ ଇସ୍ତଫାପତ୍ର ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ପାଖକୁ ପଠାଇଛନ୍ତି। ମିଳିଥିବା ସୂଚନୁସାରେ ସେ ବିଜେଡିରେ ଯୋଗଦେଇ ପାରନ୍ତି ବୋଲି ଚର୍ଚ୍ଚା ହେଉଛି।Continue Reading
ଭଦ୍ରକ, ୪/୪ : ଶେଷରେ ସବୁ କଳ୍ପନାକଳ୍ପନାର ଅନ୍ତ ଘଟାଇ ବୁଧବାର ରାତିରେ ଭଦ୍ରକ ଜିଲ୍ଲାର ବରିଷ୍ଠ ବିଜେଡ଼ି ନେତା ତଥା ପୂର୍ବତନ ମନ୍ତ୍ରୀ ଯୁଗଳ କିଶୋର ପଟ୍ଟନାୟକଙ୍କ ପୁତ୍ର ଅସିତ୍ ପଟ୍ଟନାୟକ ( ବୁଲୁ ) ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫା ପତ୍ର ବିଜେଡ଼ି ଦଳର ରାଜ୍ୟ ସଭାପତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି। ଏହି ଇସ୍ତଫା ପତ୍ରରେ ସେ ଲେଖିଛନ୍ତି ଯେଉଁଠି ସମ୍ମାନ ନାହିଁ ସେ ଦଳରେ ରହିବି କାହିଁକି।ଅସିତଙ୍କର […]Continue Reading




