Home Articles posted by odadmin (Page 913)
Odisha News
ଭୁବନେଶ୍ବର, ୧/୪ : କେନ୍ଦ୍ରାପଡ଼ା ସାଂସଦ ତଥା ଲୋକପ୍ରିୟ ସିନେ ତାରକା ଅନୁଭବ ମହାନ୍ତି ଆଜି ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି। ଆଜି ଦିଲ୍ଲୀ ବିଜେପି କାର‌୍ୟ୍ୟାଳୟରେ ଦଳରେ ସାମିଲ ହୋଇଛନ୍ତି ଅନୁଭବ।ଦଳର ବରିଷ୍ଠ ନେତା ବିନୋଦ ତାୱଡ଼େ ଅନୁଭବ ମହାନ୍ତିଙ୍କୁ ଦଳରେ ସ୍ବାଗତ କରିଛନ୍ତି। ଦୁଇ ଦିନ ତଳେ ଅନୁଭବ ବିଜେଡିରୁ ଇସ୍ତଫା ଦେଇଥିଲେ। ବିଜେଡିରୁ ଇସ୍ତଫା ଦେବା ପରେ ଅନୁଭବ କେଉଁ ଦଳକୁ ଯିବେ ତାହାକୁ ନେଇ ସସପେନ୍ସ ଲାଗି ରହିଥିଲା।କିନ୍ତୁ ଆଜି Continue Reading
Odisha News
ଭୁବନେଶ୍ବର, ୧/୪: ୮୯ତମ ଉତ୍କଳ ଦିବସ ଅବସରରେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି।ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ବାର୍ତ୍ତାରେ କହଛନ୍ତି, ଓଡ଼ିଶା ଦିବସ ଅବସରରେ ଓଡ଼ିଶାବାସୀ ତଥା ଦେଶବିଦେଶରେ ରହୁଥିବା ଓଡ଼ିଆ ଭାଇଭଉଣୀମାନଙ୍କୁ ମୁଁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି। ଓଡ଼ିଶା ତା’ର ବିପୁଳ ପ୍ରାକୃତିକ ସମ୍ପଦ ଏବଂ ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ପାଇଁ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧/୪: କୈଳାଶ ସତ୍ୟାର୍ଥ ଚିଲଡ୍ରେନ ଫାଉଣ୍ଡେସନ ସହାୟତାରେ ଏବଂ ସିସିଡି ଅନୁଷ୍ଠାନ ଆନୁକୁଲ୍ୟରେ ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ କେରାଣ୍ଡି ପଞ୍ଚାୟତର ଓୟା ବିଦ୍ୟାଳୟ ପରିସରରେ ସମିତି ସଭ୍ୟଙ୍କ ଦ୍ୱାରା ସଚେତନତା ରଥ ପରିକ୍ରମାର ଶୁଭ ଉଦଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ସଚେତନତା ରଥ ପରିକ୍ରମାର ମୂଳ ଲକ୍ଷ୍ୟ ହେଲା ଯେ ,”ଏହି ଅକ୍ଷୟ ତୁତୀୟାରେ ଭାରତରେ କୌଣସି ଶିଶୁ ବାଲ୍ୟ ବିବାହ ହେବ Continue Reading
Odisha News
ଓଡ଼ିଶା , ୧/୪: ‘ବନ୍ଦେ ଉତ୍କଳ ଜନନୀ… ଚାରୁ ହାସମୟୀ ଚାରୁ ଭାଷମୟୀ, ଜନନୀ ଜନନୀ ଜନନୀ…ବନ୍ଦେ ଉତ୍କଳ ଜନନୀ…।’ ସତରେ..ନିଜକୁ ଓଡ଼ିଆ ବୋଲି କହିବାକୁ ବହୁତ ଗର୍ବ ଅନୁଭବ ହୁଏ।। କାରଣ ପୁଣ୍ୟ ଭୂମି ଓଡ଼ିଶା ବୁକୁରେ ସନ୍ତାନଟିଏ ହୋଇ ଆମେ ଜନ୍ମ ନେଇଛେ, ଯାହାର ଏକ ଗୌରବମୟ ଇତିହାସ ରହିଛି।ଆଜି ହେଉଛି ଉତ୍କଳ ଦିବସ। ଏପ୍ରିଲ ୧ ତାରିଖଟି ଓଡ଼ିଶା ଇତିହାସରେ ଏକ ଅବିସ୍ମରଣୀୟ ଦିବସ। ପ୍ରତି ଓଡ଼ିଆଙ୍କ ପାଇଁ ଏହା ଏକ ଗୌରବର […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା:୩୧/୩: ସାଧାରଣ ନିର୍ବାଚନକୁ ଶାନ୍ତି ଶୃଙ୍ଖଳା ସହ ପରିଚାଳନା କରିବା ପାଇଁ କନ୍ଧମାଳ ଏସପିଙ୍କ ନିର୍ଦେଶ କ୍ରମେ ବାଲିଗୁଡା ପୁଲିସ ପକ୍ଷରୁ ପାଟ୍ରୋଲିଂ କୁ କଡାକଡି କରିବା ସହ ଅବକାରୀ ଚଢାଉ କୁ ମଧ୍ୟ ଜୋରଦାର କରାଯାଇଛି ।ଏହି ଆଧାରରେ ବାଲିଗୁଡା ଥାନା ଅଧିକାରୀ ସୁଶାନ୍ତ ସାହୁଙ୍କ ସହ ଏକ ଟିମ ପାଟ୍ରୋଲିଂ କରୁଥିବା ସମୟ ରେ ଖବର ପାଇ ବାଲିଗୁଡା ଥାନା ଅନ୍ତର୍ଗତ ମୁସୁକୁଲି ଜଙ୍ଗଲ ରାସ୍ତା ପାର୍ଶ୍ଵ ରେ ଚାଲାଣ Continue Reading
National News
NEW DELHI, MAR 31: In a massive show of strength and unity, leaders of the opposition parties belonging to the INDI Alliance came together for the ‘Save Democracy’ rally at the Ramlila Maidan in Delhi to express solidarity with their jailed counterparts. Congress leaders Rahul Gandhi and Priyanka Gandhi Vadra, RJD’s Tejashwi Yadav, NCP (Sharadchandra […]Continue Reading