Home Articles posted by odadmin (Page 914)
Odisha News
ନୂଆଦିଲ୍ଲୀ,୩୧/୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାରତର ପୂର୍ବତନ ଉପପ୍ରଧାନମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀଙ୍କ ଘରକୁ ଯାଇଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଉପରାଷ୍ଟ୍ରପତି ଜଗଦୀପ ଧନଖଡଙ୍କ ଉପସ୍ଥିତିରେ ରାଷ୍ଟ୍ରପତି ଘରେ ଆଡବାନୀଙ୍କୁ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନରେ ସମ୍ମାନୀତ କରିଛନ୍ତି।ଗତଶନିବାର ରାଷ୍ଟ୍ରପତି ଭବନରେ ଆୟୋଜିତ ସମ୍ମାନ ପ୍ରଦାନ ସମାରୋହରେ ଆଡଭାନୀ ଯୋଗ ଦେଇପାରି ନ ଥିଲେ। କାରଣ କିଛିଦିନ ହେବ Continue Reading
National News
NEW DELHI,MAR 31 : Sunita Kejriwal, the wife of Delhi Chief Minister Arvind Kejriwal, took the stage at the INDIA bloc rally held at Ramlila Maidan on Sunday. Standing in for her husband, who is currently in Enforcement Directorate custody regarding an excise policy-related case, she delivered a message to the attendees. Addressing the crowd, […]Continue Reading
Odisha News
ଜଗତସିଂହପୁର, ୩୧/୩ : : ତିର୍ତ୍ତୋଲ ଓ ଜଗତସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ବାଳ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜଙ୍କ ଉପସ୍ଥିତିରେ ସେ ସମର୍ଥକଙ୍କ ସହ ଶଙ୍ଖଭବନକୁ ଆସି ବିଜେଡିରେ ମିଶିଛନ୍ତି। ତେବେ ସେ ବିଜେଡିରେ ସାମିଲ ପରେ କହିଛନ୍ତି, ମୁଖ୍ୟମନ୍ତ୍ରୀ ମୋତେ ବିଜେଡିରେ ସାମିଲ କରିଥିବାରୁ କୃତଜ୍ଞତା ଜଣାଉଛି। କିଛି ସ୍ୱାର୍ଥ ନେଇ ମୁଁ ଦଳକୁ ଆସିନାହିଁ। ତାଙ୍କ ବିକାଶମୂଳକ କାମରେ ଆକର୍ଷିତ Continue Reading
Odisha News
ଭୁବନେଶ୍ୱର, ୩୧/୩: ଦୁଇ ଦିନର ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପରେ ଆଜି ସକାଳୁ କଟକ ଓ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ଦେଖିବାକୁ ମିଳିଛି। ସକ୍ରିୟ ଘୂର୍ଣ୍ଣିବଳୟ ଏବଂ କାଳବୈଶାଖୀ ପ୍ରଭାବରେ ମେଘୁଆ ପାଗ ହୋଇଛି। ଛତିଶଗଡ଼ ଉପରେ ଗତକାଲିର ସକ୍ରିୟ ଘୂର୍ଣ୍ଣବଳୟ ଏବଂ କାଳବୈଶାଖୀ ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ମେଘୁଆ ପାଗ ଦେଖିବାକୁ ମିଳିଛି।ଏହାର ପ୍ରଭାବରେ ଆଜି ରାଜ୍ୟର କିଛି ଅଞ୍ଚଳରେ ଗତକାଲି ତୁଳନାରେ ଦିନ ତାପମାତ୍ରା ସାମାନ୍ୟ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୩୧/୩: ଗଜପତି ଜିଲ୍ଲା ଆର: ଉଦୟଗିରି ବ୍ଲକର ମଙ୍ଗରାଜପୁର ପଞ୍ଚାୟତରେ କୈଳାଶ ସତ୍ୟାର୍ଥୀ ଚିଲରେନ ଫାଉଣ୍ଡେସନ ଓ ସିସିଡି” ସ୍ୱେଚ୍ଛାସେବୀ ଅନୁଷ୍ଠାନର ମିଳିତ ସହଯୋଗରେ ବାଲ୍ୟ ବିବାହ , ଶିଶୁ ଶ୍ରମିକ , ଶିଶୁ ଚାଲାଣ ଓ ଶିଶୁ ସୁରକ୍ଷା ନିମନ୍ତେ ଏକ ସଚେତନତା ଧର୍ମୀ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ସଚେତନତା ଧର୍ମୀ ସାଂସ୍କୃତିକ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପଞ୍ଚାୟତ ସରପଞ୍ଚ , Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୩୧/୩: କନ୍ଧମାଳ ଜିଲ୍ଲା ବାଲିଗୁଡାରେ ଏପ୍ରିଲ ୦୧ ତାରିଖ ଠାରୁ୧୩ ତାରିଖ ପର୍ଯ୍ୟନ୍ତ ମା\’ କାଳୀଙ୍କ ଦଣ୍ଡଯାତ୍ରା ଅନୁଷ୍ଠିତ ହେଉଅଛି । ଏହି ପରିପ୍ରେକ୍ଷୀରେ ପୂର୍ବବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବାଲିଗୁଡା ସହରରେ ସ୍ଥାନୀୟ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ୩୫ ତମ ବାର୍ଷିକ ତେର ଦଣ୍ଡ ମିଳନ ସମାରୋହ ଏପ୍ରିଲ ୭ ତାରିଖ ରବିବାର ଦିନ ଅନୁଷ୍ଠିତ ହେବ ।ଏ ନେଇ ସମସ୍ତ ପ୍ରସ୍ତୁତି ଚୂଡାନ୍ତ Continue Reading
Top Stories
Bhartruhari to contest from Cuttack, Sukanta Panigrahi from Kandhamal By Sukant Mohanty Bhubaneswar, March 30 :  The Bharatiya Janata Party (BJP), which had earlier announced names of candidates for 18 of the 21 Lok Sabha seats in Odisha, on Saturday evening declared names for the remaining three Parliamentary constituencies. The saffron party fielded Bhartruhari Continue Reading
Top Stories
By Dr Rama Chandra Behera Bhubaneswar, March 30 : A delegation of Odisha state unit of Bharatiya Janata Party (BJD) on Saturday knocked the door of Election Commission of India (ECI) and lodged a protest against the state government providing high security cover VK Pandian, a Tamil Nadu-born bureaucrat-turned Biju Janata Dal (BJD) politician. Pandian, […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୩୦/୩ : ବିଜେପି ବ୍ରହ୍ମପୁର ସାଂସଦ ର୍ଥୀ ଡ଼ଃ ପ୍ରଦୀପ ପାଣିଗ୍ରାହୀ ଙ୍କ ନିର୍ବାଚନ ପାଇଁ ସାଂଗଠାନିକ କାର‌୍ୟ୍ୟକ୍ରମ ଆରମ୍ଭ ହୋଇଛି।ବ୍ରହ୍ମପୁର ସାଂସଦ ପ୍ରାର୍ଥୀ ଭାବେ ଟିକେଟ ପାଇବା ପରେ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହି ପ୍ରଥମ ଥର ପାରଳା ଗସ୍ତରେ ଆସିଛନ୍ତି ।ବିଜେପି ସାଂସଦ ପ୍ରାର୍ଥୀ ଡ଼ଃ ପ୍ରଦୀପ ପାଣିଗ୍ରାହି ପାରଳାଖେମୁଣ୍ଡି ପହଞ୍ଚିବା ପରେ ତାଙ୍କୁ ଏକ ବିରାଟ ପଟୁଆରରେ ଶତାବ୍ଦୀ ସଂଖ୍ୟକ ଦଳୀୟ ନେତା ଓ କର୍ମୀ Continue Reading