ସଞ୍ଜୟ ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୩୦/୩ : ବିଶିଷ୍ଟ ସ୍ୱାଧିନତା ସଂଗ୍ରାମୀ,ବନବାସୀ ସେବା ସମିତିର ପ୍ରାଣ ପ୍ରତିଷ୍ଠାତା ସ୍ୱର୍ଗତ ବିଶ୍ୱନାଥ ପଟ୍ଟନାୟକଙ୍କ (ଆଜ୍ଞା)ଙ୍କ୧୪ତମ ଶ୍ରାଦ୍ଧ ବାର୍ଷିକ ପାଳନ ହୋଇଯାଇଛି । ଅନୁଷ୍ଠାନର ସଭାଗୃହ ଠାରେ ଏକ ସବା ଅନୁଷ୍ଠିତ ହୋଇଥିଲା ।ଏଥିରେ ମୁଖ୍ୟ ଅତିଥୀ ଭାବେ ସରୋଜବାଳା ଆଚାର୍ଯ୍ୟ ,ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଯୋଗଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ଅଧ୍ୟାପକ ଡଃ ବିଭୁତି ଭୁଷଣ ଆଚାର୍ଯ୍ୟ,ସମ୍ମାନିତ Continue Reading
କଟକ, ୩୦/୩ : ବିଜେପି ଆଜି ରାଜ୍ୟରେ ବାକିଥିବା ଆଉ ୩ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି । ବରିଷ୍ଠ ସାଂସଦ ଭର୍ତ୍ତୃହରି ମହତାବଙ୍କୁ ଦଳ କଟକ ଲୋକସଭା ଆସନରୁ ପ୍ରାର୍ଥୀ କରିଛି । ଶ୍ରୀ ମହତାବ ଗୁରୁବାର ବିଜେଡି ଛାଡ଼ି ବିଜେପିରେ ସାମିଲ ହୋଇଥିଲେ ।ବିଜେପି ପକ୍ଷରୁ ଜାରି ଅଷ୍ଟମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଓଡ଼ିଶାର ବାକି ଥିବା ୩ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା ହୋଇଛି । କନ୍ଧମାଳ […]Continue Reading
ଭୁବନେଶ୍ବର, ୩୦/୩: ପରିବର୍ତ୍ତିତ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସ୍କୁଲ ସମୟ ପରିବର୍ତ୍ତନ କରିଛନ୍ତି।ଆସନ୍ତା ଏପ୍ରିଲ ୨ ତାରିଖ ଠାରୁ ବିଦ୍ୟାଳୟଗୁଡ଼ିକରେ ପାଠପଢ଼ା ସକାଳ ୭ଟାରୁ ଆରମ୍ଭ ହୋଇ ଦିନ ସାଢ଼େ ୧୧ଟା ପର୍ଯ୍ୟନ୍ତ ଜାରି ରହିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ସୂଚନା ଦିଆଯାଇଛି।ରାଜ୍ୟ ସରକାରଙ୍କ ଅତିରିକ୍ତ ଶାସନ ସଚିବ ଦୁର୍ଗା ପ୍ରସାଦ ମହାପାତ୍ର କହିଛନ୍ତି ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପ୍ରଥମରୁ Continue Reading
NEW DELHI, MAR 30 : The Department of Telecommunications (DoT) has asked the telecom service providers in the country to discontinue USSD-based call forwarding facilities from 15 April 2024 to stop any misuse of the feature. The government has also asked the telcos to look for some alternative method to activate this feature on mobile […]Continue Reading
NEW DELHI,MAR 30 : Jailed ex-Jharkhand Chief Minister Hemant Soren’s wife Kalpana Soren on Saturday met Delhi Chief Minister Arvind Kejriwal’s wife Sunita Kejriwal at the latter’s residence in the national capital. Arvind Kejriwal is currently in Enforcement Directorate custody after his arrest in the Delhi liquor policy case. Kalpana Soren arrived at Continue Reading
By Subrat Sarangi New Delhi, March 30: Odisha Skill Development Authority (OSDA) and Vedanta Limited, Lanjigarh, India’s premier producer of metallurgical grade alumina, have signed a Memorandum of Understanding with (MoU) to upskill more than 1,300 youths in three years. Vedanta Lanjigarh skill training initiative has supported rural, unemployed youths from Kalahandi Continue Reading
First zone to load 250 MT of originating freight By Chitta Ranjan Beura Bhubaneswar, March.30: East Coast Railway (ECoR) has surpassed all records of Indian Railways in freight loading in the Financial Year 2023-24. From April 1, 2023 to March 25, 2024, ECoR loaded 250 million tonnes of freight, shattering the earlier record of highest […]Continue Reading
ଭୁବନେଶ୍ବର, ୩୦/୩: ରାଜ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷର ତାପମାତ୍ରା ୪୦ଡ଼ିଗ୍ରି ଅତିକ୍ରମ କରିଛି। ମାଲକାନଗିରିରେ ଶନିବାର ଦିନ ତାପମାତ୍ରା ସର୍ବାଧିକ ୪୧ଡ଼ିଗ୍ରି ଛୁଇଁଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଆଜି ବୌଦ୍ଧ ଏବଂ ଟିଟିଲାଗଡ଼ରେ ୪୦.୫, ବଲାଙ୍ଗୀରରେ ୪୦.୨, ନୟାଗଡ଼ରେ ୪୦, ଭୁବନେଶ୍ୱରରେ ୩୭ ଏବଂ କଟକରେ ୩୭.୬ ଡ଼ିଗ୍ରି ଦିନ ତାପମାତ୍ରା ରେକର୍ଡ ହୋଇଛି।ଆସନ୍ତା ୪ Continue Reading
ପୁରୀ, ୩୦/୩ : ନିଶାସକ୍ତ ବିଦେଶୀ ପର୍ଯ୍ୟଟକ ଶ୍ରୀମନ୍ଦିରରେ ପଶିବାକୁ ଉଦ୍ୟମ କରୁଥିଲେ। ବିରୋଧ କରିବାରୁ ପୁଲିସ୍ କର୍ମଚାରୀଙ୍କୁ ଆକ୍ରମଣ କରିଥିଲେ।ଆକ୍ରମଣରେ ଦୁଇ ଜଣ ପୁଲିସ୍ କର୍ମଚାରୀ ଓ ଜଣେ ସେବାୟତ ଆହତ ହୋଇଛନ୍ତି। ପୁଲିସ୍ ତାଙ୍କୁ ଉଦ୍ଧାର କରି ଥାନାକୁ ନେଇଥିଲେ।ହେଲେ ନିଶାସକ୍ତ ବିଦେଶୀ ପର୍ଯ୍ୟଟକ ଜଣକ ଥାନାରେ ଉତ୍ପାତ କରିଥିବା ଅଭିଯୋଗ ହୋଇଛି।ଆଜି ସକାଳେ ସ୍ୱର୍ଗଦ୍ୱାର ବେଳାଭୂମିରେ ନିଶା ଖାଇ ଉତ୍ପାତ କରୁଥିଲେ ବିଦେଶୀ ପର୍ଯ୍ୟଟକ ଥୋମାସ୍ Continue Reading
ବିଶ୍ୱ ଭୂଷଣ ମହାପାତ୍ର/ମମତା ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୩୦/୩ : ନୟାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟଠାରେ ଆଜି କର୍ମକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ନିର୍ବାଚନ ମଣ୍ଡଳୀ ସଭାପତି ଗଙ୍ଗାଧର ପଣ୍ଡାଙ୍କ ସଂଯୋଜନାରେ ଅନୁଷ୍ଠିତ ସମ୍ମିଳନୀରେ ପୁରୀ ସାଂସଦ ପାର୍ଥୀ ଅରୂପ ପଟ୍ଟନାୟକ, ନୟାଗଡ଼ ବିଧାୟକ ପାର୍ଥି ଡ. ଅରୁଣ କୁମାର ସାହୁ ଯୋଗ ଦେଇ ଡବଲ ଶଙ୍ଖ ପାଇଁ ଆହ୍ବାନ ଦେଇଥିଲେ।ରାଜନୀତି ସହ ସେବା ମୋ ଜୀବନର ଲକ୍ଷ ବୋଲି ଶ୍ରୀଯୁକ୍ତ ପଟ୍ଟନାୟକ Continue Reading




