Home Articles posted by odadmin (Page 919)
Odisha News
ଭୁବନେଶ୍ୱର,୨୭/୩:ରାଜ୍ୟର ୨୧ଟି ଲୋକସଭା ଆସନ ମଧ୍ୟରୁ ଆଉ ୬ଟି ପାଇଁ ଆଜି ବିଜେଡି ଘୋଷଣା କରିଛି ପ୍ରାର୍ଥୀ। ଏହା ପୂର୍ବରୁ ୯ଟି ଲୋକସଭା ଆସନ ପାଇଁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଥିଲେ।ଦ୍ୱିତୀୟ ପର୍ଯ୍ୟାୟରେଯେଉଁ ୬ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି,ତା’ ମଧ୍ୟରେ ପୁରୀ, ଢେଙ୍କାନାଳ, ଜଗତସିଂହପୁର, କନ୍ଧମାଳ, କଟକ ଓ ଯାଜପୁର ରହିଛି।ପୁରୀ ଲୋକସଭା ଆସନ ପାଇଁ ବିଜେଡି ଅରୂପ ପଟ୍ଟନାୟକଙ୍କ ନାଁ Continue Reading
Odisha News
ଭୁବନେଶ୍ୱର, ୨୭/୩: ବିଜେଡି ଆଜି ନିଜର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୭୧ଜଣ ବିଧାୟକ ଓ ୯ଜଣ ସାଂସଦ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। କଂଗ୍ରେସ ବିଧାୟକ ସୁରେଶ ରାଉତରାୟଙ୍କ ପୁଅ ମନ୍ମଥ ଆଜି ବିଜେଡିରେ ମିଶିବାର ମାତ୍ର ୩ଘଣ୍ଟା ମଧ୍ୟରେ ତାଙ୍କୁ ବିଜେଡି ଭୁବନେଶ୍ୱରରୁ ସାଂସଦ ପ୍ରାର୍ଥୀ କରାଇଛି।ତେବେ ଆଜି ସୁରଙ୍କ ପୁଅ ମନ୍ମଥଙ୍କ ମିଶ୍ରଣପର୍ବରେ ଭୁବନେଶ୍ୱରର ୩ ବିଧାୟକ ଅଶୋକ ଚନ୍ଦ୍ର ପଣ୍ଡା, ଅନନ୍ତ ନାରାୟଣ ଜେନା ଓ ସୁଶାନ୍ତ କୁମାର ରାଉତଙ୍କ Continue Reading
National News
NEW DELHI:, MAR 27 Stressing that no money was found in multiple Enforcement Directorate raids, Delhi Chief Minister Arvind Kejriwal’s wife Sunita on Wednesday said her husband would do a “big expose” on the alleged excise policy scam in court on March 28. The Aam Aadmi Party (AAP) national convener was arrested by the ED […]Continue Reading
Odisha News
ଭୁବନେଶ୍ବର, ୨୭/୩: କଂଗ୍ରେସର ସବୁ କମିଟିରୁ ଇସ୍ତଫା ଦେଲେ ବିଧାୟକ ସୁର ରାଉତରାୟ। ସାନ ପୁଅ ମନ୍ମଥ ରାଉତରାୟ ବିଜେଡିରେ ମିଶିବା ପରେ ସୁର ଏଭଳି ପଦକ୍ଷେପ ନେଇଛନ୍ତି। ଏକ ଚିଠି ଲେଖି ସୁର ରାଉତରାୟ କହିଛନ୍ତି, ସାନପୁଅ ମନ୍ମଥଙ୍କୁ ଯେତେ ବୁଝାଇଲେ ମଧ୍ୟ ସେ କଥା ନ ରଖି ବିଜେଡିରେ ସାମିଲ ହେଲେ। ଏହା ମୋ ସ୍ୱାଭିମାନ ଓ ଅନ୍ତରାତ୍ମାକୁ ଅଧିକ ଆଘାତ ଦେଇଛି। ଏଣୁ ବିବେକ ଦୃଷ୍ଟିରୁ ସମସ୍ତ କମିଟି ଇସ୍ତଫା ଦେଉଛି। ସମସ୍ତ […]Continue Reading
Odisha News
ଭୁବନେଶ୍ୱର,୨୭/୩: ସାଧାରଣ ନିର୍ବାଚନ ପାଇଁ ବିଜେଡି ଆଜି ନିଜର ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଦୀର୍ଘ ୧୫ଦିନ ପରେ ଭିଡିଓ ମାଧ୍ୟମରେ ଗଣମାଧ୍ୟମକୁ ଆସି ଉଭୟ ବିଧାନସଭା ଓ ଲୋକସଭା ଆସନ ପାଇଁ ନିଜର ଦଳୀୟ ପ୍ରାର୍ଥୀ ଘୋଷଣା କରିଛନ୍ତି ।ପ୍ରଥମ ପର୍ଯ୍ୟାୟରେ ଦଳ ୭୧ ବିଧାନସଭା ଓ ୯ ଲୋକସଭା ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ।ଆଜି ଘୋଷଣା ହୋଇଥିବା ବିଧାନସଭା ପ୍ରାର୍ଥୀ ତାଲିକାରେ […]Continue Reading
Odisha News
କୋରାପୁଟ, ୨୭/୩: ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇ ଜଣେ ଯାତ୍ରୀଙ୍କର ମୃତ୍ୟୁ ଘଟିଥିଲା। ଏବେ ମୃତକଙ୍କର ପରିଚୟ ମିଳିଛି। ମୃତକ ହେଲେ ଜୟପୁର ଚିଲିଗୁଡାର ନାରାୟଣ ରଥ। ସୂଚନାଯୋଗ୍ୟ, ମାଲକାନଗିରିରୁ ବ୍ରହ୍ମପୁର ଦେଇ ଯାଇଥିବା ୩୨୬ ନଂ ଜାତୀୟ ରାଜପଥର କୋରାପୁଟ ସଦର ଥାନା ଅଧୀନ ପୋଡ଼ାଗଡ଼ର ଛୋଟାଗୁଡ଼ା ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଘରୋଇ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଦୁର୍ଘଟଣାରେ ଜଣେ ଯାତ୍ରୀଙ୍କର ମୃତ୍ୟୁ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୭/୩ : ବୌଦ୍ଧ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଆଗାମୀ ସାଧାରଣ ନିର୍ବାଚନ ନେଇ ଦଳର ଇସ୍ତାହାର ପ୍ରକାଶ କରାଯାଇଛି । ଜିଲ୍ଲା କଂଗ୍ରେସ କମିଟି ସଭାପତି ନବ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ପ୍ରଦେଶ କଂଗ୍ରେସ କମିଟିର ପ୍ରବକ୍ତା ତଥା ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ପଞ୍ଚାନନ ଦାଶ କଂଗ୍ରେସର ଇସ୍ତାହାର ସଂପର୍କରେ ସୂଚନା ପ୍ରଦାନ କରିଥିଲେ Continue Reading
Top Stories
Incentivizing farmers for adopting eco-friendly practices can help mitigating climate change impacts. Odisha with its 450 km coastline is at the receiving end of climate vagaries. Earth is not only for humans but for 80 lakh other species By Our Correspondent Bhubaneswar, March 27: As India stands committed to reduce emissions intensity of its GDP […]Continue Reading