Home Articles posted by odadmin (Page 92)
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୧୮/୧: ଜିଲ୍ଲା ସଦର ମହକୁମା ଟିଏଲସି ରୋଡ଼ ବି ଡି ଏ ପଡ଼ିଆରେ , ଓରମାସ ,ମିଶନ ଶକ୍ତି ବିଭାଗ ଓ ଜିଲ୍ଲା ପ୍ରଶାସନ ମିଳିତ ଆନୁକୂଲ୍ୟରେ ସପ୍ତଦିବସୀୟ ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ପଲ୍ଲୀଶ୍ରୀ ମେଳା ଓ ଜିଲ୍ଲା ମହୋତ୍ସବ ଓଡ଼ିଶାର ମାନ୍ୟବର ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ପ୍ରଦୀପ ପ୍ରଜ୍ବଳନ ପୂର୍ବକ ଉଦ୍ଘାଟନ କରିଥିଲେ। ନିଜ ଅଭିଭାଷଣରେ କହିଲେ ଯେ ଗ୍ରାମୀଣ ଉତ୍ପାଦ ର ଚାହିଦାକୁ ବିଶ୍ୱ […]Continue Reading
National News
NEW DELHI,JAN 18 : A 27-year-old software engineer died after his car veered off the road and plunged into a 20-foot-deep, water-filled pit dug for the basement of an under-construction building in Sector 150 of Greater Noida in the early hours of Saturday. Moments after the accident, the victim, Yuvraj Mehta, managed to call his […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୮/ ୧: (ରବିବାର ) ଦିବା ୧୧ ଘଟିକା ସମୟରେ ଜିଲ୍ଲା ସଂଗ୍ରହାଳୟ ପରିସରରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାର ସିଂହ ଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନ ରେ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ।ଓଡ଼ିଆ ବକ୍ତୃତା ପ୍ରତିଯୋଗିତା ର ବିଚାରକ ଭାବେ ସାହିତ୍ୟିକ ରମେଶ ପ୍ରସାଦ ମେହେର, ହୃଦାନନ୍ଦ ପ୍ରଧାନ, ରାଜ କୁମାର ପ୍ରଧାନ,ଇଂରାଜୀ ବକ୍ତୃତା ପ୍ରତିଯୋଗିତା Continue Reading
Odisha News
ଜଳେଶ୍ୱର/ଓଡ଼଼ିଶା,୧୮/୧ : ଦୁର୍ଘଟଣାରେ ଦୁଇ ସାଙ୍ଗ ମୃତ। ଜଳେଶ୍ୱର ଥାନା ୫୭ ରାଜ୍ୟ ରାଜପଥ ନାମ୍ପ ନିକଟରେ ଦୁର୍ଘଟଣା ହୋଇଛି। ଦୁର୍ଘଟଣାରେ ଦୁଇ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି ।ଖବର ଅନୁଯାୟୀ, ଉଭୟ ସାଙ୍ଗ ଏକାସହିତ କମର୍ଦାରୁ ଜଳେଶ୍ୱର ଅଭିମୁଖେ ଯାଉଥିଲେ । ଏହି ସମୟରେ ବାଇକ୍ଟି ହଠାତ୍ ଭାରସାମ୍ୟ ହରାଇ ଘଟିଥିଲା ଦୁର୍ଘଟଣା ।ଯାହାଫଳରେ ବାଇକରେ ଥିବା ଦୁଇ ଜଣଙ୍କର ମୃତ୍ୟୁ ହୋଇଯାଇଛି । ଦୁଇ ମୃତକ ହେଉଛନ୍ତି କମର୍ଦା ଥାନା ବାଗ ଗାଁର ଗୌତମ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା/ଓଡ଼ିଶା, ୧୮/୧ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ୍ ଅନ୍ତର୍ଗତ ସୁଡ୍ରା ପଞ୍ଚାୟତର ମାଓପ୍ରବଣ ଅଞ୍ଚଳର ଉପାନ୍ତ ଗାଁ ଗଟାଙ୍ଗି ରେ ଥିବା ସରକାରୀ ଆଶ୍ରମ ବିଦ୍ୟାଳୟରେ ଆନନ୍ଦ ଉଲ୍ଲାସର ସହ ବାର୍ଷିକ ଉତ୍ସବ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ତୀର୍ଥବାସୀ ଘଡ଼ାଇ ଙ୍କ ଅଧ୍ୟକ୍ଷତାରେ ଶନିବାର ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ବାଲିଗୁଡ଼ା ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶିବଶଙ୍କର ସମରଥ ମୁଖ୍ୟ ଅତିଥି Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୮/୧: (ଶନିବାର )ଦିନ ଦିବା ୧୧ ଘଟିକା ସମୟରେ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ସୁଭଦ୍ରା ଶକ୍ତି ମେଳା ପାଇଁ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଛି ।ଆସନ୍ତା ଫେବ୍ରୁୟାରୀ ୭ ତାରିଖ ରୁ ଫେବୃୟାରୀ ୧୪ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ଉକ୍ତ ମେଳାରେ ୧୨୦ ଗୋଟି ଷ୍ଟଲ ଖୋଲାଯିବ ।ତନ୍ମଧ୍ୟରେ ବୌଦ୍ଧ ଜିଲ୍ଲାର Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୧୭/୧: ନୟାଗଡ଼ ସାମ୍ବାଦିକ ଭବନ ପକ୍ଷରୁ ଆଜି ଏକ ବନ୍ଧୁ ମିଳନ କାର‌୍ୟ୍ୟକ୍ରମ ପାଣିପୋଇଲା ଚିନିକଳ ନିକଟରେ ଥିବା ଏକ ଫାର୍ମ ହାଉସରେ ଅନୁଷ୍ଠିତ ହୋଇଯାଇଛି ।ସାମ୍ବାଦିକ ଭବନ ସଭାପତି ବୈଦ୍ୟଭୂଷଣ ମହାପାତ୍ରଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ପୈାର ପରିଷଦ ଅଧ୍ୟକ୍ଷା ନିରୂପମା ଖଟେଇ, ବ୍ଲକ Continue Reading
Odisha News
ଭୁବନେଶ୍ୱର, ୧୭/୧: ଆସନ୍ତା ବର୍ଷ ଅଥାର୍ତ ୨୦୨୭ ମସିହା ଜାନୁଆରୀ, ଫେବ୍ରୁଆରୀ ମାସରେ ପଞ୍ଚାୟତ ଓ ପୌର ନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ପ୍ରସ୍ତୁତି ବୈଠକ ଅବସରରେ ରାଜ୍ୟ ନିର୍ବାଚନ କମିଶନର ସୂଚନା ଦେଇଛନ୍ତି। କାର୍ଯ୍ୟକାଳ ଶେଷ ହେଉଥିବାରୁ ନୂଆ ନିର୍ବାଚନ ହେବ। ସେହି ନିର୍ବାଚନ ପାଇଁ ଶନିବାର ପ୍ରାକ୍ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା ବୋଲି ସେ କହିଛନ୍ତି।ରାଜ୍ୟ ନିର୍ବାଚନ କମିଶନରଙ୍କ ସୂଚନା ମୁତାବିକ, ଆସନ୍ତା ବର୍ଷ ହେବାକୁ ଥିବା ପଞ୍ଚାୟତ ଓ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୭/୧ : ସମଗ୍ର ବାଲିଗୁଡା ଉପଖଣ୍ଡ ରେ ଦିନକୁ ଦିନ ଥଣ୍ଡା ବୃଦ୍ଧି ପାଇବାରେ ଲାଗିଛି, କମିବାର ନାଁ ଧରୁନି, ଦିନ ହେଉ କି ରାତି ଜାଡ଼ରେ ଥରୁଛି ସମଗ୍ର ଅଞ୍ଚଳ ।ଦିନ ରାତି ପିଲାଠୁ ବୁଢା ଯାଏଁ ନିଆଁ ଲଗାଇ ପାଖରେ ବସି ରହୁଥିବା ଦେଖିବାକୁ ମିଳୁଛି । ଗତ କିଛି ଦିନ ଧରି ପାରଦ ତଳମୁହାଁ ହୋଇଥିବା ବେଳେ ରାତିରେ ପ୍ରବଳ ମାତ୍ରା ରେ ଥଣ୍ଡା ପଡୁଥିବା ଏବଂ […]Continue Reading