ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା,୨୨/୬ : ଭାରତ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ (.ଆଇ.ଆର) କାର୍ଯ୍ୟକ୍ରମ ଅନ୍ତର୍ଗତ ଖୋରଧା ଜିଲ୍ଲାରେ ଗଣନା ଫର୍ମ ବିତରଣ ଏବଂ ଡିଜିଟାଇଜେସନ୍ କାର୍ଯ୍ୟ ଦ୍ରୁତ ଗତିରେ ଆଗେଇ ଚାଲିଛି।ଜିଲ୍ଲା ପ୍ରଶାସନ, ନିର୍ବାଚନ ବିଭାଗ, ସହକାରୀ ଭୋଟର ପଞ୍ଜିକରଣ ଅଧିକାରୀ, ବି.ଏଲ.ଓ ଏବଂ କ୍ଷେତ୍ରସ୍ତରୀୟ କର୍ମଚାରୀଙ୍କ ମିଳିତ ପ୍ରୟାସ ଫଳରେ ଏହି ଅଭିଯାନରେ ଖୋରଧା ଜିଲ୍ଲା Continue Reading




