Home Articles posted by odadmin (Page 933)
Odisha News
ଭୋଗରାଇ,୧୫/୩: ଘର ଭିତରେ ନିଆଁ ଲାଗି ହୁତୁହୁତୁ ହୋଇ ଜଳିଗଲେ ମହିଳା । ଗାଁ ଲୋକେ ରକ୍ଷା କରିବା ପୂର୍ବରୁ ଉଡ଼ିଗଲା ମହିଳାଙ୍କ ପ୍ରାଣବାୟୁ। ଏପରି ଏକ ଲୋମଟାଙ୍କୁରା ଘଟଣା ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ରସଲପୁର ଗାଁରେ ଅଘଟଣ ।ମୃତା ମହିଳାଜଣକ ହେଲେ ୨୮ ବର୍ଷୀୟା ଅର୍ଚ୍ଚନା ବେହେରା । ଅର୍ଚ୍ଚନା ପ୍ରାୟ ୧୨ ବର୍ଷ ପୂର୍ବେ ରସଲପୁର ଗାଁର ଭାସ୍କର ବେହେରାଙ୍କୁ ବିବାହ କରିଥିଲେ। ଉଭୟଙ୍କର ଦୁଇ ପୁଅ ଅଛନ୍ତି। ଭାସ୍କର ବାହାରେ ରହି […]Continue Reading
Odisha News
ବରଗଡ଼/ଗାଈସିଲାଟ, ୧୫/୩: ସାଧାରଣତଃ ପରୀକ୍ଷାରେ ଛାତ୍ରଛାତ୍ରୀମାନେ ମାଲପ୍ରାକ୍ସିସ (କପି କରିବା) ସମୟରେ ଧରାପଡ଼ନ୍ତି। ବରଗଡ଼ ଜିଲ୍ଲାରେ କିନ୍ତୁ ଭିନ୍ନ ଏକ ଚିତ୍ର ସାମ୍ନାକୁ ଆସିଛି। ଏଥର ମାଲପ୍ରାକ୍ସିସରେ ପଡ଼ିଛନ୍ତି ଶିକ୍ଷକ। ଏପରିକି ତାଙ୍କ ଉପରେ କାର‌୍ୟ୍ୟାନୁଷ୍ଠାନ ହୋଇଛି। ବରଗଡ଼ ଜିଲ୍ଲା ଗାଈସିଲାଟ ବ୍ଲକ୍ ଫିରିଙ୍ଗିମାଲ ପଂଚାୟତ ହାଇସ୍କୁଲର ସହକାରୀ ଶିକ୍ଷକ ଛେଲିଆ ପୋଢ଼ଙ୍କୁ ଜିଲ୍ଲା ଶିକ୍ଷା ଅଧିକାରୀ ନିଲମ୍ବନ କରିଛନ୍ତି।ସରକାରୀ ଚିଠି ନଂ ୨୭୧୯/ତା. Continue Reading
Top Stories
ସମ୍ବଲପୁର, ୧୫/୩: ଗତକାଲି ବିଳମ୍ବିତ ରାତିରେ ସଡ଼କ ଦୁର୍ଘଟଣାରେ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର ହୋଇଥିବା ଜଣାଯାଇଛି। ତାଙ୍କ ପିଏସଓ ବି ଆହତ ହୋଇଛନ୍ତି।ଭୁବନେଶ୍ୱରରୁ ବରଗଡ଼ ଫେରିବା ବେଳେ ରେଢ଼ାଖୋଲ ନିକଟ ଲୁହାପଙ୍କ ନିକଟରେ ଏକ ଗ୍ୟାସ ଟ୍ୟାଙ୍କର ସହିତ ଧକ୍କା ହୋଇଥିଲା। ଏହି ସମୟରେ ଏକ ଆମ୍ବୁଲାନ୍ସ ଆସୁଥିଲା। ସେହି ଗାଡ଼ି ଚାଳକ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଉଦ୍ଧାର କରି ପ୍ରଥମେ ରେଢ଼ାଖୋଲ ଡାକ୍ତରଖାନାକୁ ନେଇଥିଲେ। ତାପରେ ବିଜେଡି Continue Reading
Top Stories
· AIIMS Bhubaneswar from India bagged the first position among 28 reputed hospitals from Asia ·  WHO recognises the quality of instrument and implant reprocessing at AIIMS Bhubaneswar By Subrat Sarangi Bhubaneswar, Mar. 14 : AIIMS Bhubaneswar has been conferred with the prestigious Asia Safe Surgical Implant Consortium QIP Award 2023 by the World Health […]Continue Reading
National News
NEW DELHI, MAR 14: Former bureaucrats Sukhbir Singh Sandhu and Gyanesh Kumar have been named as the new election commissioners by a panel chaired by Prime Minister Narendra Modi, committee member and Congress leader Adhir Ranjan Chowdhury said on Thursday. Addressing reporters at his residence soon after the meeting ended, Chowdhury said six names came […]Continue Reading
Odisha News
ଭୁବନେଶ୍ୱର, ୧୪/୩ : ରାଜ୍ୟ ସରକାରୀ କର୍ମଚାରୀ ପାଇଁ ଖୁସି ଖବର। ବଢ଼ିଲା ମହଙ୍ଗା ଭତ୍ତା। ସେମାନଙ୍କ ମହଙ୍ଗା ଭତ୍ତା ୪% ବୃଦ୍ଧି କରିଛନ୍ତି ରାଜ୍ୟ ସରକାର।୪% ବୃଦ୍ଧି ସହିତ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪୬%ରୁ ୫୦%କୁ ବଢ଼ିଛି। ବର୍ଦ୍ଧିତ ମହଙ୍ଗା ଭତ୍ତା ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବ। ଏହା ଦ୍ୱାରା ୪.୫ ଲକ୍ଷ କର୍ମଚାରୀ ଓ ୩.୫ ଲକ୍ଷ ପେନସନ୍ଭୋଗୀ ଉପକୃତ ହେବେ।ସୂଚନାଯୋଗ୍ୟ,ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ Continue Reading