Home Articles posted by odadmin (Page 936)
Odisha News
ଭୁବନେଶ୍ବର, ୧୩/୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୧୩ଟି ଜିଲ୍ଲାରେ ୨୨ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଗଞ୍ଜାମର ଭଞ୍ଜନଗର ଏନଏସିକୁ ମୁନିସିପାଲିଟିକୁ ଉନ୍ନୀତ କରାଯିବା ବିଷୟ ଘୋଷଣା କରିଛନ୍ତି।ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ବୌଦ୍ଧ ଜିଲ୍ଲାର ମନମୁଣ୍ଡା, ପୁରୁଣା କଟକ ଓ ବାଉଁଶୁଣି, ବଲାଙ୍ଗୀରର ଲୋଇସିଂହା ଓ ସିନ୍ଧେକେଲା, ବରଗଡ଼ର ସୋହେଲା, ବାଲେଶ୍ବରର ବାଲିଆପାଳ ଓ ଖଇରା, ଭଦ୍ରକର ଧାମରା, ଢେଙ୍କାନାଳର ରାସୋଳ, ଜଗତସିଂହପୁରର Continue Reading
Odisha News
ଗଜପତି, ୧୩/୩: ବରଯାତ୍ରୀ ଶୋଭାଯାତ୍ରା ବେଳେ ଜଣେ ଯୁବକଙ୍କୁ ଛୁରୀ ଭୂଷି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଗଜପତି ଜିଲ୍ଲା ଚନ୍ଦ୍ରଗିରି ଗାଁରେ ଗତକାଲି ଏହି ଦୁଃଖଦ ଘଟଣା ଘଟିଛି। ମୃତ ଯୁବକଙ୍କ ଜଣଙ୍କ ହେଲେ ପ୍ରଶାନ୍ତ ପ୍ରଧାନ। ପୁଲିସ ହତ୍ୟାକାରୀ ଶ୍ରୀହରି ପ୍ରଧାନକୁ ଗିରଫ କରିଛି।ଗତକାଲି ଚନ୍ଦ୍ରଗିରି ଗାଁରେ ଜଣେ ବ୍ୟକ୍ତିଙ୍କ ବିବାହ ଥିଲା। ପ୍ରଶାନ୍ତ ଏହି ବିବାହ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ବରଯାତ୍ରୀ ଶୋଭାଯାତ୍ରା ବାହାରିବା ବେଳେ ସେହି ଗାଁର Continue Reading
Odisha News
ଭୁବନେଶ୍ବର, ୧୩/୩: ହଟିଲା ସଫେଇ କର୍ମଚାରୀଙ୍କ ଆନ୍ଦୋଳନ। ଆନ୍ଦୋଳନରୁ ଓହରିଲେ ସଫେଇ କର୍ମଚାରୀ। ମେୟରଙ୍କ ସହ ଆଲୋଚନା ପରେ ଆନ୍ଦୋଳନରୁ ହଟିଛନ୍ତି ଆନ୍ଦୋଳନରେ ବସିଥିବା ସଫେଇ କର୍ମଚାରୀ। ତେବେ ଆନ୍ଦୋଳନ ହେବା ପରେ ମେୟରଙ୍କ ବାସଭବନରେ ବୈଠକ ବସିଥିଲା। ଏହି ବୈଠକରେ ଆଲୋଚନା ସଫଳ ହେଇଥିବା କହିଛନ୍ତି ସଫେଇ ସଂଘର ସମ୍ପାଦକ।ତେବେ ୨ ଦିନ ମଧ୍ୟରେ ଦାବି ପୂରଣ ନହେଲେ ପୁଣି ଆନ୍ଦୋଳନ ହେବ ବୋଲି ସେ ଚେତାବନୀ ଦେଇଛନ୍ତି । ଅନ୍ୟପଟେ ଅଳିଆ ପୃଥକୀକରଣ ପାଇଁ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୨/୩: ସାଧାରଣ ନିର୍ବାଚନକୁ ଆଳ କରି ଜାଲ ବିଛାଇଲେଣି ସାଇବର ଅପରାଧୀ। ସାଧାରଣ ନିର୍ବାଚନ ପୂର୍ବରୁ ଶହ ଶହ କୋଟି ଟଙ୍କା ଠକି ନେବାର ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରି ସାରିଲେଣି। ଟାଟା, ଫୋନ୍ ପେ ନାଁରେ ଆକାଉଣ୍ଟକୁ ଟଙ୍କା ଯାଉଥିବା ଅଫର ଦେଇ ଠକେଇ କରୁଥିବା ବେଳେ ଏବେ ନିର୍ବାଚନ ପାଇଁ ବିଜେପି ୩ ମାସ ଲାଗି ଫ୍ରି ରିଚାର୍ଜ ଯୋଜନା କରିଥିବା ପୋଷ୍ଟ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି […]Continue Reading
Odisha News
ଟିଟିଲାଗଡ଼, ୧୨/୩ : ବଲାଙ୍ଗୀର ଜିଲା ଟିଟିଲାଗଡ଼ ଉପକାରାଗାରରୁ ଗତ ୯ ତାରିଖ (ଶନିବାର) ରାତିରେ ୨ ଜଣ ହତ୍ୟା ଅଭିଯୁକ୍ତ ବିଚାରାଧୀନ କଏଦୀ ଫେରାର ମାରିବା ଘଟଣାରେ କାର‌୍ୟ୍ୟରତ ୱାଡେନ୍ ନିଲମ୍ବିତ ହୋଇଛନ୍ତି।ପଶ୍ଚିମାଞ୍ଚଳ ଜେଲ୍ ଡ଼ିଆଇଜି କୁଳମଣି ବେହେରା ସଂପୃକ୍ତ ୱେଡେନ୍ ଦାନୀ ଦୋରାଙ୍କୁ ନିଲମ୍ବନ କରିଛନ୍ତି। ଶ୍ରୀ ବେହେରା କିହଛନ୍ତି ଯେ, ଜେଲ୍ ଅଧିକ୍ଷକଙ୍କ ଅବହେଳାରୁ ହିଁ ବନ୍ଦୀ ଫେରାର ହୋଇଥିବା ସ୍ୱୀକାର କରିଛନ୍ତି ଖୋଦ ପଶ୍ଚିମାଞ୍ଚଳ ଜେଲ୍ Continue Reading
Odisha News
ପୁରୀ, ୧୨/୩ : ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରର ସେବାୟତମାନଙ୍କ କଲ୍ୟାଣ ପାଇଁ ଆଜି ବିଭିନ୍ନ ଯୋଜନା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିରେ ବିଭିନ୍ନ ଭତ୍ତାର ପରିମାଣ ଓ ସ୍ୱାସ୍ଥ୍ୟ ବୀମା ରାଶିରେ ବୃଦ୍ଧି କରାଯାଇଛି।ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ଶ୍ରୀ ଜଗନ୍ନାଥ ମନ୍ଦିରର ସେବାୟତ ଓ ସେମାନଙ୍କ ପରିବାର ପାଇଁ ଉଦ୍ଦିଷ୍ଟ ସ୍ୱାସ୍ଥ୍ୟ ବୀମା ଯୋଜନାରେ ପୂର୍ବରୁ ଦିଆଯାଉଥିବା ବୀମା ରାଶି ପରିମାଣକୁ ୨ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ Continue Reading