ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୦/୩: ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଚଳିତ ବର୍ଷର ପ୍ରଥମ ଲୋକ ଅଦାଲତ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି ।ଏହି ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲା ତଥା ଦୌରା ଜଜ ଶ୍ରୀ ପ୍ରଣବ କୁମାର ରାଉତରାୟ ଉପସ୍ଥିତ ରହି ବିଭନ୍ନ କୋର୍ଟ କାର୍ଯ୍ୟ ତଦାରଖ କରିବା ସଙ୍ଗେ ସଙ୍ଗେ ନିଜ କୋର୍ଟ କାର୍ଯ୍ୟ ସମ୍ପାଦନ କରିଥିଲେ ।ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚୀବ ଶ୍ରୀ ରବି ନାରାୟଣ […]Continue Reading
By Subrat Sarangi Bhubaneswar, Feb. 10: Jindal Steel & Power (JSP), across its business locations, celebrated the Birthday of its Chairman Shri Naveen Jindal, on March 09 as Fitness Day with a series of events and activities embracing the ethos of health and wellness. In its plant and mines locations at Angul, Barbil, Kasia, and […]Continue Reading
ଫୁଲବାଣୀ,୧୦/୩: କନ୍ଧମାଳ ଜିଲ୍ଲା କୋଟଗଡ଼ ଥାନା ଦୁର୍ଗାପଙ୍ଗା ସଂରକ୍ଷିତ ଜଙ୍ଗଲରେ ଯବାନ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ୧୫ରୁ ୨୦ ରାଉଣ୍ଡ ଗୁଳି ବିନିମୟ ପରେ ଛତ୍ରଭଙ୍ଗ ଦେଇଛନ୍ତି ମାଓବାଦୀ। ଆଜି ଏସଓଜି ଯବାନଙ୍କ ପକ୍ଷରୁ କୁମ୍ବିଂ ଅପରେସନ ଚାଲିଥିବା ବେଳେ ମାଓ କ୍ୟାମ୍ପ ଠାବ ହୋଇଥିଲା । ଯବାନଙ୍କୁ ଦେଖି ମାଓବାଦୀ ଗୁଳି ମାଓବାଦୀ ଚଳାଇଥିଲେ।ତେବେ ଯବାନଙ୍କ ପ୍ରତିଆକ୍ରମଣ ପରେ କ୍ୟାମ୍ପ ଛାଡ଼ି ପଳାଇଛନ୍ତି ପ୍ରାୟ ୧୫ ଜଣ ଦୁର୍ଦ୍ଦାନ୍ତ Continue Reading
ଭୁବନେଶ୍ୱର, ୧୦/୩ : ବିଜେଡି ସହିତ ମେଣ୍ଟ ନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂହ ତୋମାରଙ୍କ ଯେଉଁ କଥା କହିଥିଲେ ତାକୁ ଦୋହରାଇଛନ୍ତି ନିର୍ବାଚନ ସହପ୍ରଭାରୀ ଲତା ଉସେଣ୍ଡି।ଆଜି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ଲତା କହିଥିଲେ, ରାଜ୍ୟରେ ବିଜେପି ଏକାକୀ ନିର୍ବାଚନ ଲଢ଼ିବ। ବିଧାନସଭା ହେଉ କିମ୍ବା ଲୋକସଭା- ସବୁ ଆସନ ପାଇଁ ଦଳ ପ୍ରସ୍ତୁତି କରୁଛି। ଗୋଟିଏ ଗୋଟିଏ ଆସନ ପାଇଁ ଆଲୋଚନା ହୋଇଛି। […]Continue Reading
KOLKATTA, MAR 10 : Trinamool Congress on Sunday announced 42 candidates for the forthcoming Lok Sabha elections, which featured several bigwigs, including former Team India cricketer Yusuf Pathan. The sportsperson will contest from the Baharampur constituency and will go against Congress leader Adhir Ranjan Chowdhury. -PTIContinue Reading
ଭୁବନେଶ୍ୱର,୧୦/୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ସମସ୍ତ ନୂତନ ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନର କର୍ମଚାରୀମାନଙ୍କ ପାଇଁ ବର୍ଷକୁ ୧୫ ଦିନର ସାମୟିକ ଛୁଟି ଏବଂ ମହିଳା କର୍ମଚାରୀମାନଙ୍କ ପାଇଁ ସବୈତନିକ ପ୍ରସୂତିକାଳୀନ ଛୁଟି ପ୍ରଦାନ ନିମନ୍ତେ ଘୋଷଣା କରିଛନ୍ତି।୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲା ଗସ୍ତ ସମୟରେ ବିଭିନ୍ନ ଅଞ୍ଚଳରେ ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନର କର୍ମଚାରୀ ଓ ସେମାନଙ୍କ ସଂଘ ପକ୍ଷରୁ ଏ Continue Reading
NEW DELHI, MAR 10 : Delhi Chief Minister Arvind Kejriwal on Saturday told women not to serve dinner to their husbands if they “chant” Prime Minister Narendra Modi’s name. “Many men are chanting PM Modi’s name, but you have to set it right. If your husband chants Modi’s name, tell him you won’t serve him […]Continue Reading
ସୁନ୍ଦରଗଡ଼, ୧୦/୩ : ସୁନ୍ଦରଗଡ଼ ସହର ନିକଟସ୍ଥ ସେମିନାରେ ଇବ୍ ନଦୀରେ ଗତକାଲି ଗୋଟିଏ ପରିବାରର ୩ ଜଣ ସଦସ୍ୟ ବୁଡ଼ି ଯାଇଥିବା ବେଳେ ଆଜି ସମସ୍ତଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେମାନେ ହେଉଛନ୍ତି ମହମ୍ମଦ ସାଜିଦ (୩୫) ଓ ତାଙ୍କର ଦୁଇ ପୁତୁରା ମହମ୍ମଦ ଫରହାନ (୧୫) ଓ ମହମ୍ମଦ ରିଜୱାନ (୧୭)।ସୁନ୍ଦରଗଡ଼ ସହରର ରିଜେଣ୍ଟ ମାର୍କେଟ ଅଞ୍ଚଳର ମହମ୍ମଦ ଫରହାନଙ୍କର ଗତକାଲି ଥିଲା ଜନ୍ମଦିନ। ତାଙ୍କ ଜନ୍ମଦିନ ପାଳନ କରିବା ପାଇଁ ପରିବାର ଲୋକେ […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୦/୩ : ବୌଦ୍ଧ ଜିଲ୍ଲା ଷ୍ଟାଡିୟମର ଆଲୋକୀକରଣ ପ୍ରକଳ୍ପ ଶନିବାର ଦିନ ଉଦଘାଟିତ ହୋଇଯାଇଛି । ମୁଖ୍ୟଅତିଥି ଭାବରେ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତନ,ପଞ୍ଚାୟତିରାଜ ଓ ପାନୀୟଜଳ ଏବଂ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦିପ କୁମାର ଅମାତ ଯୋଗଦେଇ ଏହାକୁ ଉଦଘାଟନ କରିଛନ୍ତି । ସମ୍ମାନିତ ଅତିଥି ଭାବରେ କନ୍ଧମାଳ ସାଂସଦ ଡ. ଅଚ୍ୟୁତ ସାମନ୍ତ ଯୋଗଦେଇ ଥିଲେ ।ବୌଦ୍ଧ ନଗରପାଳ ମୃତ୍ୟୁଂଜୟ ମିଶ୍ର କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା Continue Reading
ଭୁବନେଶ୍ବର,୯/୩: ରାଜ୍ୟ କ୍ୟାବିନେଟ୍ ବୈଠକରେ ଶନିବାର ସନ୍ଧ୍ୟାରେ ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ରାଜସ୍ୱ ବିପର୍ଯ୍ୟୟ ପରିଚାଳନା ବିଭାଗର ୩ଟି ପ୍ରସ୍ତାବ ମଞ୍ଜୁରୀ ମିଳିଛି। ବୈଠକରେ ରାଜ୍ୟର ସମସ୍ତ ୟୁଜି (ସ୍ନାତକ) ଓ ପିଜି (ସ୍ନାତକୋତ୍ତର) ପିଲାଙ୍କୁ ନୂଆ-ଓ ଛାତ୍ରବୃତ୍ତି ମିଳିବ ବୋଲି ମଧ୍ୟ ନିଷ୍ପତ୍ତି ହୋଇଛି।ପୂର୍ବରୁ କେବଳ ଉଚ୍ଚଶିକ୍ଷା ବିଭାଗ Continue Reading




