Home Articles posted by odadmin (Page 94)
Odisha News
ଭୁବନେଶ୍ୱର, ୧୭/୧୧: ଜାଡରେ ଥରୁଛି ସାରା ଓଡିଶା । ଉପକୂଳରୁ ଆରମ୍ଭ କରି ଉତ୍ତର, ଦକ୍ଷିଣ ଏବଂ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ପାରଦ ଖସିବାରେ ଲାଗିଛି । ଯାହା ଫଳରେ ରାଜ୍ୟରେ ଶୀତର ପ୍ରକୋପ ବଢ଼ିବାରେ ଲାଗିଛି । ଆଉ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି । ୧୨ ଡିଗ୍ରୀ ତଳେ ୧୩ ସହରର ତାପମାତ୍ରା ।କନ୍ଧମାଳ ଜିଲ୍ଲା ଘୁ. ଉଦୟଗିରିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୫.୮ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ବର ଓ କଟକ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୭/୧୧ : ରବିବାର ଦିନ ୨ ଘଟିକା ସମୟରେ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନାରେ ବୌଦ୍ଧ ଜିଲ୍ଲାରୁ ଉଜ୍ଜୟିନୀ ଅଭିମୁଖେ ଯାତ୍ରା ଉପଲକ୍ଷେ ବୌଦ୍ଧରୁ ବ୍ରହ୍ମପୁର କୁ ଦୁଇଟି ବସରେ ଯାଉଥିବା ୫୫ ଜଣ ତୀର୍ଥ ଯାତ୍ରୀଙ୍କ ଶୁଭାରମ୍ଭ କରାଯାଇଛି ।ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ, କଣ୍ଟାମାଳ ବିଧାୟକ କନ୍ହାଇ ଚରଣ ଡାଙ୍ଗ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର […]Continue Reading
Business News Top Stories
Priteesmita Bhoi and Aahan honored as Citation recipients By Subrat Sarangi Bhubaneswar, Nov.16 : The 33rd Ekalabya Puraskar was conferred on ace shuttler Swetaparna Panda at an award ceremony at Mayfair Convention on Sunday. Ms. Panda was awarded a cash prize of Rs. 7 lakhs, along with a trophy. Citation winners weightlifter Priteesmita Bhoi and tennis […]Continue Reading
Business News Top Stories
By Prakash Panigrahi Berhampur, Nov.16 : TP Southern Odisha Distribution Limited (TPSODL) has commenced OD 2.0 – Trekking, a two-day adventure and expedition at the majestic Mahendragiri hills in Gajapati district. The expedition, which began today and will conclude tomorrow, has brought together 45 participants from across Odisha’s four Tata Power DISCOMs — TPSODL, Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୬/୧୧ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକ୍ ଅଧିନସ୍ଥ ଦୁର୍ଗାପାଙ୍ଗା ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟରେ ପିତାମାତା ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମ ମାଧ୍ୟମରେ ସରକାର ଛାତ୍ରୀମାନଙ୍କ ପାଇଁ ଯୋଗାଇ ଦେଉଥିବା ସମସ୍ତ ସୁବିଧା ସୁଯୋଗ ବିଷୟରେ ଆଲୋଚନା ହୋଇଥିଲା ।ଏଥିସହିତ ବିଦ୍ୟାଳୟରେ ପାଠ ପଢ଼ୁଥିବା ଅନୁସୂଚିତ ଜାତି ଓ ଜନଜାତି ବର୍ଗର Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା ,୧୬/୧୧ : ଜାତୀୟ ପ୍ରେସ ଦିବସ ଉପଲକ୍ଷେ ଜିଲ୍ଲା ପ୍ରେସ କ୍ଲବ ପକ୍ଷରୁ ସାମ୍ବାଦିକ ଭବନ ଠାରେ ଏକ ଆଲୋଚନା ଚକ୍ର ର ଅୟୋଜନ ସହିତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା। ଖୋର୍ଦ୍ଧା ଜିଲ୍ଲା ସୁଚନା ଓ ଲୋକ ସମ୍ପର୍କ ଅଧିକାରୀ ଲକ୍ଷଣ କୁମାର ବେହେରା ଏହାକୁ ଆନୁଷ୍ଠାନିକ ଭାବରେ ଉଦଘାଟନ କରିବା ସହିତ ଜିଲ୍ଲା ପ୍ରେସ କ୍ଲବର ଏଭଳି କାର‌୍ୟ୍ୟକ୍ରମକୁ ଭୂୟସୀ ପ୍ରଶଂସା କରିଥିଲେ । ଜିଲ୍ଳା ପ୍ରେସ କ୍ଳବର […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୬/୧୧ : ବୌଦ୍ଧ ଜିଲ୍ଲା ଓୟୁଜେ ଶାଖା ପକ୍ଷରୁ ବୌଦ୍ଧ ଜିଲ୍ଲା ବାମଣ୍ଡା ହୋଟେଲ ପସନ୍ଦ ଠାରେ ଜାତୀୟ ପ୍ରେସ ଦିବସ ସଭାପତି କମ୍ଭୁଧର ଖେତୀଙ୍କ ସଭାପତିପତିତ୍ୟରେ ରବିବାର ଅନୁଷ୍ଠିତ ହୋଇଯାଇଛି । ସମ୍ପାଦକ ମନରଞ୍ଜନ ନାଏକ ସ୍ୱାଗତ ଭାଷଣ ଦେବା ସହ ବାର୍ଷିକ ବିବରଣୀ ପଠନ କରିଥିଲେ ।ଏଥିରେ ସାମ୍ବାଦିକ ମାନଙ୍କ ବିଭିନ୍ନ ସମସ୍ୟା ଉପରେ ଆଲୋଚନା ହୋଇଥିଲା । ସରକାର ଯେମିତି ସାମ୍ବାଦିକ ମାନଙ୍କୁ ପେନସନ, ପଟେକ୍ସନ, Continue Reading