ଭୁବନେଶ୍ୱର,୧/୩: ବଢ଼ିଛି ଗଣ ଶିକ୍ଷକଙ୍କ ଦରମା। OTET ପାସ୍ କରିନଥିବା ଗଣଶିକ୍ଷକଙ୍କ ପାରିଶ୍ରମିକକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ମାସିକ ଦରମା ୭ ହଜାରରୁ ୧୦ ହଜାରକୁ ବଢ଼ାଯାଇଛି।ଖାଲି ଏତିକି ନୁହେଁ ଙଞଋଞ ପାସ୍ କରିଥିବା ଗଣଶିକ୍ଷକମାନେ ନିୟମିତ ହେବେ।Med ଶିକ୍ଷକ ଭାବେ ନିୟମିତ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। OTET ପାସ୍ କରିଥିବା ସହକାରୀ ଶିକ୍ଷକଙ୍କୁ ବାର୍ଷିକ ଇନକ୍ରିମେଣ୍ଟ ବି ଦିଆଯିବାକୁ ଘୋଷଣା କରିଛନ୍ତି। ଏହାପରେ ରାଜ୍ୟର Continue Reading
ନୂଆଦିଲ୍ଲୀ,୧/୩: ସରକାରୀ ତୈଳ ଏବଂ ଗ୍ୟାସ କମ୍ପାନୀଗୁଡିକ ହୋଲି ପୂର୍ବରୁ ଲୋକଙ୍କୁ ବଡ଼ ଝଟକା ଦେଇଛନ୍ତି। ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି କରିବାକୁ କମ୍ପାନୀ ଘୋଷଣା କରିଛି।୧୯ କିଲୋଗ୍ରାମ ବ୍ୟବସାୟିକ ଏଲପିଜି ସିଲିଣ୍ଡର ମୂଲ୍ୟରେ ଏହି ବୃଦ୍ଧି କରାଯାଇଛି, ଯାହା ମାସର ପ୍ରଥମ ଦିନରୁ ଆଜି ଅର୍ଥାତ୍ ଶୁକ୍ରବାର ଠାରୁ କାର୍ୟ୍ୟକାରୀ ହୋଇଛି।ସରକାରୀ ତୈଳ କମ୍ପାନୀ ଇଣ୍ଡିଆନ ଅଏଲ (ଆଇଓସି) ଭରତ ପେଟ୍ରୋଲିୟମ (ବିପିସିଏଲ) ଏବଂ ହିନ୍ଦୁସ୍ତାନ Continue Reading
DHAKA, MAR 1: At least 44 people were killed and dozens injured after a fire blazed through a seven-storey building in an upscale neighbourhood in the Bangladeshi capital of Dhaka late Thursday, authorities said. “So far 43 people have died from the fire,” Bangladesh’s health minister Samanta Lal Sen told AFP after visiting the Dhaka […]Continue Reading
ସମ୍ବଲପୁର, ୧/୩: ସ୍ଵାଧୀନତାର ୭୬ ବର୍ଷ ପରେ ବି ଗାଁକୁ ରାସ୍ତା ଖଣ୍ଡିଏ ନାହିଁ। କେହି ଅସୁସ୍ଥ ହେଲେ ଗାଁ ଭିତରକୁ ଆମ୍ବୁଲାନ୍ସ ବି ପଶିପାରୁନି। ଫଳରେ ରୋଗୀଙ୍କୁ ବୋହି ସମ୍ପର୍କୀୟ ଓ ଆମ୍ବୁଲାନ୍ସ କର୍ମଚାରୀ ଅଗମ୍ୟ ରାସ୍ତାରେ ଆସିବା ପରେ ଆମ୍ବୁଲାନ୍ସ ନିକଟରେ ପହଞ୍ଚୁଛନ୍ତି।ସମ୍ବଲପୁର ଜିଲ୍ଲା ଯୁଯୁମୁରା ବ୍ଲକ ଯୁଯୁମୁରା ପଞ୍ଚାୟତ ମହାଜନନାଲିରେ ଏଭଳି ଘଟଣା ଦେଖିବାକୁ ମିଳିଛି। ଗ୍ରାମର ସୁଲୁଗା ଲୁଗୁନଙ୍କ ପତ୍ନୀ ସଞ୍ଜିତା ଲୁଗୁନ (୩୦) ହଠାତ୍ ଅସୁସ୍ଥ Continue Reading
ନୂଆଦିଲ୍ଲୀ, ୨୯/୨ : ନବୀକରଣ ଯୋଗ୍ୟ ଶକ୍ତିକୁ ପ୍ରୋତ୍ସାହିତ କରିବା ପାଇଁ ଆଜି କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା ଉପରେ ଆଜି କେନ୍ଦ୍ର କ୍ୟାବିନେଟର ମୋହର ବାଜିଛି।ଏହି ଯୋଜନା ଅଧୀନରେ ଛାତ ଉପରେ ସୋଲାର ସିଷ୍ଟମ ବ୍ୟବସ୍ଥା ପାଇଁ ୧ କୋଟି ପରିବାରକୁ ୭୮ ହଜାର ଟଙ୍କା ଯାଏ ସହାୟତା ଯୋଗାଇ ଦିଆଯିବ। ଏହାଦ୍ୱାରା ସେମାନେ ମାସିକ ୩୦୦ ୟୁନିଟ ଯାଏ ମାଗଣା ବିଜୁଳି ପାଇପାରିବେ।କ୍ୟାବିନେଟ ନିଷ୍ପତ୍ତି […]Continue Reading
ଭୁବନେଶ୍ବର,୨୯/୨ : ରାଜ୍ୟ ସରକାର ଅଙ୍ଗନବାଡ଼ି କର୍ମୀଙ୍କୁ ଖୁସି ଖବର ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଙ୍ଗନବାଡ଼ି କର୍ମୀଙ୍କ ଦରମା ବୃଦ୍ଧି ନେଇ ଗୁରୁବାର ଘୋଷଣା କରିଛନ୍ତି।ଅଙ୍ଗନବାଡ଼ି କର୍ମୀମାନେ ପୂର୍ବରୁ ୭୫୦୦ ଟଙ୍କା ଦରମା ପାଉଥିବା ବେଳେ ଏଣିକି ୨୫୦୦ ଟଙ୍କା ଅଧିକ ପାଇବେ। ଅର୍ଥାତ ଅଙ୍ଗନବାଡ଼ି କର୍ମୀଙ୍କ ଦରମା ୭୫୦୦ରୁ ୧୦,୦୦୦କୁ ବୃଦ୍ଧି ହୋଇଛି।ସେହିପରି ମିନି ଅଙ୍ଗନବାଡ଼ି କର୍ମୀଙ୍କ ପାରିଶ୍ରମିକ ୫୩୫୦ରୁ ୭୨୫୦ ଟଙ୍କା ହୋଇଛି। ରାଜ୍ୟ Continue Reading
JAIPUR, FEB 29 : A special court in Rajasthan’s Ajmer Thursday acquitted Abdul Karim Tunda in the 1993 serial blasts case, observing the prosecution could not provide enough evidence to prove the charges. Two other accused, Irfan and Hamiduddin, have been sentenced to life imprisonment by the Terrorist and Disruptive Activities (Prevention) Act (TADA) court. […]Continue Reading
KOLKATA, FEB 29 : The Trinamool Congress (TMC) on Thursday suspended Sheikh Shahjahan for six years after he was arrested by the West Bengal Police in connection with the attack on Enforcement Directorate (ED) officials in Sandeshkhali in North 24 Parganas district on January 5. TMC MP Derek O’Brien announced the decision to suspended Shahjahan […]Continue Reading
ଭୁବନେଶ୍ବର, ୨୯/୨: ଓଡିଶା ହାଇକୋର୍ଟଙ୍କ ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ସମ୍ପର୍କିତ ନିର୍ଦ୍ଦେଶ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ୍ ପଶାୟତଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି।ଏହି କମିଟି ରତ୍ନ ଭଣ୍ଡାରରେ ଥିବା ମହାପ୍ରଭୁଙ୍କ ଅଳଙ୍କାର ଏବଂ ବିଭିନ୍ନ ମୂଲ୍ୟବାନ ବସ୍ତୁର ତାଲିକା ପ୍ରସ୍ତୁତି କାର୍ଯ୍ୟ ତଦାରଖ କରିବେ। ଏହି କମିଟିରେ ଅଧ୍ୟକ୍ଷଙ୍କ ସହିତ ୧୨ ଜଣ Continue Reading
ଭୁବନେଶ୍ୱର, ୨୯/୨: ଶେଷରେ ସବୁ ଚର୍ଚ୍ଚା-ଆଲୋଚନାରେ ପୂର୍ଣ୍ଣଛେଦ ପକାଇ ବିଜେପିରେ ଯୋଗ ଦେଇଛନ୍ତି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ପ୍ରଶାନ୍ତଙ୍କୁ ଉତ୍ତରୀୟ ସହ ଟୋପି ପିନ୍ଧାଇ ଦଳକୁ ସ୍ୱାଗତ କରିଛନ୍ତି ରାଜ୍ୟ ସହ ପ୍ରଭାରୀ ଲତା ଉସେଣ୍ଡି ।ଏହି ମିଶ୍ରଣ ପର୍ବରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଉପସ୍ଥିତ ଥିବାବେଳେ ପ୍ରଶାନ୍ତଙ୍କ ସହ ଜିଲ୍ଲାପରିଷଦ ସଦସ୍ୟ ତଥା ବିଜେଡିର ବ୍ଲକ ସଭାପତି ଅନାଦି ସାହୁ, ବିଜେଡି ନେତା ଭବାନୀ ଜଗଦ୍ଦେବ ମହାପାତ୍ର, Continue Reading




