Home Articles posted by odadmin (Page 952)
Odisha News
ଭୁବନେଶ୍ୱର,୨୮/୨: ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବୁଧବାର ଓଡ଼ିଶା ଗସ୍ତରେ ଆସି ରାଜଧାନୀର ବିଭିନ୍ନ ଅଞ୍ଚଳ ବୁଲିଛନ୍ତି। ଏହି ଗସ୍ତ ସମୟରେ ସେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି।ବିଲ୍ ଗେଟ୍ସ ଏବଂ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗକୁ ନେଇ ଆଲୋଚନା ହୋଇଥିବା ଜଣାପଡ଼ିଛି। ଏହା ପୂର୍ବରୁ ମା’ଲୁମ୍ବିନୀବିହାରସ୍ଥିତ ମଙ୍ଗଳା ବସ୍ତି ଗସ୍ତ କରି ମୁକ୍ତ ଓ ଜାଗା ମିଶନରେ ହୋଇଥିବା ବିକାଶମୂଳକ କାର୍ଯ୍ୟ ବୁଲି Continue Reading
Top Stories
By Prashan Kumar Paikaray Khurda,Feb 28 : Today, the Chief Minister Naveen Pattnaik has taken a groundbreaking step in the field of development of sports and sportspersons. In this context, 42 places like Cricket Stadium, Cricket Academy and Sports Complex have been inaugurated in Odisha. On this occasion, Chief Minister Naveen Patnaik also inaugurated the […]Continue Reading
Odisha News
ଭୁବନେଶ୍ବର, ୨୮/୨: ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସି ମୟୂରଭଞ୍ଜରେ ପହଞ୍ଚିଛନ୍ତି। ବାୟୁସେନାର ସ୍ୱତନ୍ତ୍ର ବିମାନ ଝାଡ଼ଖଣ୍ଡର ରାଞ୍ଚିରେ ଅବତରଣ କଲା ପରେ ସେଠାରୁ ଏକ ହେଲିକପ୍ଟରରେ ଆସି ହେଲିପ୍ୟାଡରେ ଐତିହାସିକ ଖିଚିଂରେ ପହଞ୍ଚିଛନ୍ତି। ଖିଚିଂରେ ପହଞ୍ଚିଲା ପରେ ମା’ କିଚକେଶ୍ବରୀଙ୍କୁ ପୂଜାର୍ଚ୍ଚନା କରିଛନ୍ତି।ଏହା ପୂର୍ବରୁ ଖିଚିଂରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବାକୁ ବ୍ୟାପକ ପ୍ରସ୍ତୁତ କରାଯାଇଥିଲା। ଖିଚିଂର Continue Reading
Odisha News
ଭୁବନେଶ୍ୱର,୨୮।୨ : ଆଇଏଏସ୍ ସ୍ତରରେ ବୁଧବାର ଅଦଳବଦଳ ହୋଇଛି। ତିନି ଜିଲାର ଜିଲାପାଳଙ୍କୁ ରାଜ୍ୟ ସରକାର ବଦଳି କରିଛନ୍ତି । ବାଲେଶ୍ୱର, ମୟୁରଭଞ୍ଜ ଏବଂ ପୁରୀ ଜିଲାପାଳଙ୍କୁ ବଦଳି କରାଯାଇଛି।ବିଭାଗ ଦ୍ୱାରା ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ମୟୂରଭଞ୍ଜ ଜିଲାପାଳ ଥିବା ଆଶିଷ ଠାକରେଙ୍କୁ ବାଲେଶ୍ବର ଜିଲାପାଳ ଦାୟିତ୍ୱ ଦିଆଯାଇଛି।ସେହିପରି ପୁରୀ ଜିଲାପାଳ ଥିଲା ବିଜୟ କୁମାର ଦାଶଙ୍କୁ ସିଏମ୍ସି କମିଶନର ଭାବେ ଦାୟିତ୍ୱ ମିଳିଛି । ଅନ୍ୟପକ୍ଷେ ଆଇଏଏସ୍ Continue Reading
Odisha News
ଭୁବନେଶ୍ବର ୨୮/୨:ଶଙ୍ଖ ଭବନରେ ପହଞ୍ଚିଛି ସତ୍ୟବାଦୀ କଳି। ସତ୍ୟବାଦୀ ବିଧାୟକ ଉମା ସାମନ୍ତରାୟ ଓ ବରିଷ୍ଠ ବିଜେଡି ନେତା ସଞ୍ଜୟ ଦାସବର୍ମା ଆଜି ଶଙ୍ଖ ଭବନରେ ପହଞ୍ଚି ବିଜେଡି ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ସହ ଆଲୋଚନା କରିଥିବା ସୂଚନା ରହିଛି।ବ୍ରହ୍ମଗିରି ସିଟ୍ ଛାଡ଼ି ସତ୍ୟବାଦୀ ବିଧାନସଭା ଆସନରେ ବିଜେଡିରୁ ଲଢ଼ିବେ ବୋଲି ବରିଷ୍ଠ ନେତା ସଞ୍ଜୟ ଦାସବର୍ମା କହିବା ପରେ ବିବାଦ ଉପୁଜିଥିଲା। ଏନେଇ ଉଭୟଙ୍କୁ ଶଙ୍ଖ ଭବନ ଡକରା ହୋଇଥିବା ସୂଚନା Continue Reading
Odisha News
ଭୁବନେଶ୍ୱର, ୨୮/୨ : ଭୁବନେଶ୍ୱର ସ୍ଥିତ ମାଆ ମଙ୍ଗଳା ବସ୍ତିରେ ପହଞ୍ଚି ଲୋକଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା ବିଲ ଗେଟ୍ସ। ଏହାସହ ବସ୍ତିରେ ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି ବିଲ୍ ଗେଟ୍ସ।ଏହା ପରେ ବିଲ୍ ଗେଟ୍ସ କୃଷି ଭବନ ଗସ୍ତ କରିଛନ୍ତି। ପରେ ସେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଗେଟ୍ସ ଫାଉଣ୍ଡେସନ ସହାୟତାରେ କୃଷି ସମୀକ୍ଷା କେନ୍ଦ୍ର କାର୍ଯ୍ୟ କରୁଛି। ଏହା Continue Reading