Home Articles posted by odadmin (Page 955)
Bollywood Odisha News
ନୂଆଦିଲ୍ଲୀ, ୨୬/୨: ଗଜଲ ଗାୟକ ପଙ୍କଜ ଉଧାସଙ୍କ ପରଲୋକ ହୋଇଛି । ସେ ଦୀର୍ଘଦିନ ଧରି ଅସୁସ୍ଥ ହୋଇ ଚିକିତ୍ସିତ ଥିଲେ । ମୃତ୍ୟୁବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା ।ତାଙ୍କ ଝିଅ ନାୟାବ ଉଧାସ ଏକ ବିବୃତି ଜାରି କରି ତାଙ୍କ ମୃତ୍ୟୁ ସମ୍ପର୍କରେ ସୂଚନା ଦେଇଛନ୍ତି। ତାଙ୍କ ଦ୍ବାରା ଜାରି ଏକ ବିବୃତିରେ ଲେଖାଯାଇଛି, “ଦୀର୍ଘ ଦିନ ଧରି ଅସୁସ୍ଥ ରହିବା ପରେ ୨୬ ଫେବୃଆରୀ ୨୦୨୪ରେ ପଦ୍ମଶ୍ରୀ ପଙ୍କଜ ଉଧାସଙ୍କ ବିୟୋଗ […]Continue Reading
Odisha News
ଭୁବନେଶ୍ୱର,୨୬/୨: ରାଜ୍ୟ ସରକାର ସୋମବାର ୩ଟି ଜିଲାର ଛାତ୍ରୀଛାତ୍ରଙ୍କୁ ବଡ଼ ଉପହାର ପ୍ରଦାନ କରିଛନ୍ତି। ଆଜି ସମ୍ବଲପୁର, ଦେବଗଡ଼ ଏବଂ ଅନୁଗୋଳ ଜିଲାର ଯୁକ୍ତ ୩ ତିନି ଏବଂ ପିଜି ଛାତ୍ରୀଛାତ୍ରଙ୍କୁ ନୂଆ-ଓ ସ୍କଲାରଶିପ୍ ବଣ୍ଟନ କରାଯାଇଛି।୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଛାତ୍ରୀଙ୍କୁ ବାର୍ଷିକ ୧୦ ହଜାର ଓ ଛାତ୍ରଙ୍କୁ ୯ ହଜାର ଟଙ୍କା ଲେଖାଏ ସ୍କଲାରଶିପ୍ ଏବଂ ସାର୍ଟିଫିକେଟ୍ ପ୍ରଦାନ କରିଛନ୍ତି। ଉଚ୍ଚଶିକ୍ଷାରେ ଅର୍ଥ ଆଉ ବାଧକ ସାଜିବନି ବୋଲି ସରକାର Continue Reading
Odisha News
ଭୁବନେଶ୍ୱର, ୨୬/୨: ୨୪ ବର୍ଷର ବିଫଳ ସରକାର ବିରୋଧରେ ଲୋୟର ପିଏମଜିରେ ଆଜି ଗର୍ଜିଛି ରାଜ୍ୟ କଂଗ୍ରେସ। ରାଜ୍ୟରେ ପାଣି, ଖଣି, ବିଜୁଳି, ସ୍ୱାସ୍ଥ୍ୟ ଓ ଶିକ୍ଷା କ୍ଷେତ୍ରରେ ଦୁର୍ନୀତି ହୋଇଥିବା ଅଭିଯୋଗ ଆଣି ଲୋକସେବା ଭବନ ଘେରାଉ କରିବାକୁ ଉଦ୍ୟମ କରିଥିଲେ କଂଗ୍ରେସର ଶତାଧିକ କର୍ମୀ।କଂଗ୍ରେସ ପିସିସି ସଭାପତି ଶରତ ପଟ୍ଟନାୟକ, ପିସିସି ପ୍ରଭାରୀ ଅଜୟ କୁମାରଙ୍କ ସମେତ ଦଳର ବିଧାୟକ, ଜିଲ୍ଲା ସଭାପତି ଓ ଶତାଧିକ କଂଗ୍ରେସ କର୍ମୀ କଂଗ୍ରେସ ଭବନରୁ ରାଲିରେ Continue Reading
Odisha News
କେନ୍ଦ୍ରାପଡ଼ା, ୨୬/୨: କେନ୍ଦ୍ରାପଡ଼ା ଜିଲ୍ଲା ଓସ୍ତପୁରଠାରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ଗଛରେ ବୋଲେରୋ ପିଟିହେବାରୁ ୩ଜଣଙ୍କ ଶୋଚନୀୟ ମୃତ୍ୟୁ ଘଟିଥିବା ବେଳେ, ୪ ଗୁରୁତର ହୋଇଛନ୍ତି।ସୂଚନା ଅନୁଯାୟୀ, ଆଜି ସକାଳ ପ୍ରାୟ ୬ଟା ୫୦ ମିନିଟ ସମୟରେ କେନ୍ଦ୍ରାପଡ଼ା ଜିଲ୍ଲା ସଦର ଥାନା ଓସ୍ତପୁର ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା ଘଟିଛି।ଆୟେବା ପଞ୍ଚାୟତ ନରଣପୁରରେ ଡ୍ରାମା ରିହାର୍ସଲ୍ ସାରବା ପରେ ମହିଳା କଳାକାରମାନଙ୍କୁ ଏକ Continue Reading
Odisha News
ଭୁବନେଶ୍ୱର,୨୬/୨:ସପ୍ତାହ ଆରମ୍ଭରୁ ରାଜ୍ୟରେ ଗ୍ରୀଷ୍ମ ଅନୁଭୂତ ହେଉଥିବାବେଳେ ୨ଦିନ ହେଲା ପାଗ ପରିବର୍ତ୍ତନ ହୋଇଛି। ରାଜ୍ୟରେ ମେଘୁଆ ପାଗ ସହ ସ୍ଥାନେ ସ୍ଥାନେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି।ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଅଞ୍ଚଳରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।ପାରାଦୀପ ରାଡ଼ାରରୁ ମିଳୁଥିବା ସୂଚନାନୁଯାୟୀ, ରବିବାର ଦକ୍ଷିଣ Continue Reading
Odisha News
ଭୁବନେଶ୍ୱର, ୨୫/୨ : କଳ୍ପନା ଜଳ୍ପନାର ଅନ୍ତ ଘଟିଲା। ବିଜେଡିରୁ ଇସ୍ତଫା ଦେବାର କିଛି ସମୟପରେ ବିଜେପିରେ ମିଶିଲେ ଯାଜପୁରର ଟାଣୁଆ ନେତା ଦେବାଶିଷ ନାୟକ। ସେ ଆଜି ନିଜର ସମର୍ଥକଙ୍କ ସହ ବିଜେପିରେ ମିଶିଛନ୍ତି।ରାଜ୍ୟ ବିଜେପି ପକ୍ଷରୁ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି। ସେହିପରି ପୂର୍ବତନ କଂଗ୍ରେସ ବିଧାୟକ ନିହାର ମହାନନ୍ଦ ମଧ୍ୟ ଆଜି ବିଜେପିରେ ମିଶିଛନ୍ତି।ଏକଦା ବିଜେଡିର ଟାଣୁଆ ନେତା ଥିଲେ ଦେବାଶିଷ ନାୟକ। ସେ କେବଳ ଟାଣୁଆ ନେତା ନଥିଲେ, ପୂର୍ବତନ Continue Reading