ବଲାଙ୍ଗିର, ୧୯/୨ : କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ମିଳିଛି ହତ୍ୟା ଧମକ। ୧୫ ଦିନ ମଧ୍ୟରେ ସାଲୁଜାଙ୍କୁ ହତ୍ୟା ନେଇ ପୋଷ୍ଟରରେ ଉଲ୍ଲେଖ ରହିଛି।ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ସହରରେ ବିଧାୟକଙ୍କୁ ହତ୍ୟା ଧମକ ନେଇ ବିଭିନ୍ନ ସ୍ଥାନରେ ପୋଷ୍ଟର ଲାଗିଛି। ହତ୍ୟା ଧମକ ନେଇ କିଏ ବ୍ୟାନର ଲଗାଇଛି ତାହା ଜଣାପଡ଼ିନି।ପୋଷ୍ଟରରେ ଜଣେ ଯୁବକଙ୍କ ଫଟୋ ମଧ୍ୟ ରହିଛି। ସେଥିରେ ଲେଖାଯାଇଛି ‘ସନ୍ତୋଷ ସିଂ ସାଲୁଜାଙ୍କୁ ମୁଁ ୧୫ ଦିନ ଭିତରେ ମାରିଦେବି’। Continue Reading
By Subrat Sarangi Bhubaneswar, Feb. 18: Jindal Steel & Power (JSP) has been honoured with the CSR & Sustainability Award 2024, in the category of Water Conservation and Management for its outstanding contribution to the development of farmers in Angul in Odisha, through integrated watershed management projects in collaboration with NABARD. A company representative Continue Reading
ଭୁବନେଶ୍ବର, ୧୮/୨: ରାଜ୍ୟ ସରକାର ଜନଜାତି ଛାତ୍ରୀ ନିବାସ ମାଟ୍ରନ୍ମାନଙ୍କର ଗୁହାରି ଶୁଣିଛନ୍ତି। ଏଣିକି ମାଟ୍ରନ୍ମାନେ ମାସିକ ୧୦ ହଜାର ଟଙ୍କା ବଦଳରେ ୧୫ ହଜାର ପାଇବେ। କାର୍ଯ୍ୟରତ ସମୟରେ ମୃତ୍ୟୁ ହେଲେ ୨ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ପାଇବେ। ସେହିପରି ଅବସର ସମୟରେ ୧ ଲକ୍ଷ ଟଙ୍କାର ସହାୟତା ପାଇବେ। ମାଟ୍ରନ୍ମାନଙ୍କ ମାସିକ ସହାୟତା ୫ ହଜାର ଟଙ୍କା ବଢ଼ାଇବା ପରେ ପରେ ରାଜ୍ୟ ସରକାର ୧୫ କୋଟି ଟଙ୍କାରୁ ଅଧିକ ଖର୍ଚ୍ଚ […]Continue Reading
ରାଜକୋଟ୍,୧୮/୨ : ରାଜକୋଟ ଟେଷ୍ଟରେ ବଡ଼ ବିଜୟ ହାସଲ କରିଛି ଭାରତ । ଇଂଲଣ୍ଡକୁ ୪୩୪ ରନର ବିଶାଳ ବ୍ୟବଧାନରେ ପରାସ୍ତ କରି ସିରିଜରେ ୨-୧ରେ ଆଗୁଆ ହୋଇଯାଇଛି ଟିମ୍ ଇଣ୍ଡିଆ । ଆଜିର ବିଜୟକୁ ଭାରତର ସବୁଠାରୁ ବଡ଼ ଟେଷ୍ଟ ବିଜୟ ବୋଲି କୁହାଯାଉଛି । ସେହିପରି ଇଂଲଣ୍ଡ ପାଇଁ ଏହା ୨ୟ ସର୍ବାଧିକ ବଡ଼ ବ୍ୟବଧାନରେ ପରାସ୍ତ ହୋଇଛି ।ଏହି ଟେଷ୍ଟ ମ୍ୟାଚରେ ନିଜର ପ୍ରଥମ ଇନିଂସରେ ଭାରତ ୪୪୫ ରନ କରିଥିବାବେଳେ ଇଂଲଣ୍ଡ […]Continue Reading
ପୁରୀ,୧୮।୨: ପୁରୀରେ ହେବାକୁ ଯାଉଛି ଗ୍ରୀନ ଫିଲ୍ଡ ଅନ୍ତର୍ଜାତୀୟ ଶ୍ରୀଜଗନ୍ନାଥ ବିମାନବନ୍ଦର। ଏହାର ନିର୍ମାଣ କାମ ପିପିପି ମୋଡରେ କରାଯିବ।ପୁରୀ ଶ୍ରୀଜଗନ୍ନାଥ ବିମାନ ବନ୍ଦର ନିର୍ମାଣ ପାଇଁ ଟେଣ୍ଡର ଆହ୍ବାନ ଦିଆଯାଇଛି। ଏ ନେଇ ଏପ୍ରିଲ ୨୧ ତାରିଖରେ ଟେଣ୍ଡର ଖୋଲାଯିବ। ଅନ୍ୟପକ୍ଷେ ଫେବୃଆରୀ ୨୧ ତାରିଖରୁ ଅନ୍ଲାଇନ୍ରେ ଟେଣ୍ଡର ଆବେଦନ କରାଯିବ। ବନ୍ଦର ନିର୍ମାଣ କାର୍ୟ୍ୟ ଶେଷ ପାଇଁ ୧୦୯୫ ଦିନ ବା ୩ ବର୍ଷ ଧାର୍ୟ୍ୟ କରାଯାଇଛି। ଇଡ୍କୋ ପକ୍ଷରୁ ୨୨୦୩ କୋଟି Continue Reading
New Delhi,Feb 18 : Prime Minister Narendra Modi on Sunday took on the Congress over corruption during their tenure and said his government had ruled the country for the past 10 years free from “mega scams”. Delivering his remarks to the BJP leaders during the second day of the party’s National Convention 2024 in the […]Continue Reading
ଭଞ୍ଜନଗର,୧୮/୨: ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବେଡ଼ିଗୋବା ଗ୍ରାମରେ ଗୁଳିମାଡ଼ରେ ସ୍ବପ୍ନା ସାହୁ ନାମକ ଜଣେ ମହିଳା ଗୁରୁତର ହୋଇଛନ୍ତି। ଗୁଳିମାଡ଼ର ସଠିକ କାରଣ ଜଣାପଡ଼ିନାହିଁ।ଆହତ ମହିଳାଙ୍କୁ ପ୍ରଥମେ ଭଞ୍ଜନଗର ମେଡିକାଲରେ ପ୍ରାଥମିକ ଚିକିତ୍ସା କରାଯାଇଥିଲା। ଏଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ଚିକିତ୍ସା ପାଇଁ ନିଆଯାଇଛି।ସୂଚନାଯୋଗ୍ୟ, ମହିଳା ଜଣକ ଜଙ୍ଗଲକୁ ପତ୍ର ତୋଳିବାକୁ ଯାଇଥିଲେ। ଏହି ସମୟରେ Continue Reading
NEW DELHI,FEB 18 : Renowned Jain monk Acharya Vidyasagar Maharaj died on Sunday at Chandragiri Teerth in Chhattisgarh’s Rajnandgaon district after undertaking ‘sallekhna’. He was 77. ‘Sallekhna’ is a Jain religious practice involving voluntary fasting unto death for spiritual purification, a statement from the teerth said. Acharya Vidyasagar Continue Reading
NEW DELHI,FEB 18 : According to a survey to determine the popularity and acceptability of India’s Chief Ministers, Odisha’s Naveen Patnaik, who has held the post for over two decades, has been rated as the most popular Chief Minister of the country. Meanwhile, Uttar Pradesh’s Chief Minister Yogi Adityanath followed in close in the second […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୮/୨: ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତୈଷିଣୀ ସମାଜ ସମ୍ମିଳନୀ କକ୍ଷ ଠାରେ ନାଟ୍ୟକାର ଆପନ୍ନା ପରିଛା ସ୍ମୃତି ସଂସଦ ପକ୍ଷରୁ ଓଡ଼ିଶା ସାହିତ୍ୟ ଏକାଡେମୀ ଭୁବନେଶ୍ୱର ଓ ଗଜପତି ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଆନୁକୁଲ୍ୟରେ ଓଡ଼ିଶାର ସ୍ଥାୟୀ ରଙ୍ଗମଞ୍ଚର ପ୍ରାଣ ପ୍ରତିଷ୍ଠାତା ତଥା ପାରଳାର ଯୁଗଜନ୍ମା ତଥା ମହାନ ଦେଶଭକ୍ତ ନାଟ୍ୟକାର ଆପନ୍ନା ପରିଛାଙ୍କ ୧୪୬ ତମ ଜୟନ୍ତୀ ଉତ୍ସବ ପାଳନ ଅବସରରେ କବିତା ପାଠୋତ୍ସବ , Continue Reading




