Home Articles posted by odadmin (Page 966)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୮/୨: ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତୈଷିଣୀ ସମାଜ ସମ୍ମିଳନୀ କକ୍ଷ ଠାରେ ନାଟ୍ୟକାର ଆପନ୍ନା ପରିଛା ସ୍ମୃତି ସଂସଦ ପକ୍ଷରୁ ଓଡ଼ିଶା ସାହିତ୍ୟ ଏକାଡେମୀ ଭୁବନେଶ୍ୱର ଓ ଗଜପତି ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଆନୁକୁଲ୍ୟରେ ଓଡ଼ିଶାର ସ୍ଥାୟୀ ରଙ୍ଗମଞ୍ଚର ପ୍ରାଣ ପ୍ରତିଷ୍ଠାତା ତଥା ପାରଳାର ଯୁଗଜନ୍ମା ତଥା ମହାନ ଦେଶଭକ୍ତ ନାଟ୍ୟକାର ଆପନ୍ନା ପରିଛାଙ୍କ ୧୪୬ ତମ ଜୟନ୍ତୀ ଉତ୍ସବ ପାଳନ ଅବସରରେ କବିତା ପାଠୋତ୍ସବ , Continue Reading
Odisha News
ଗଞ୍ଜାମ, ୧୮/୨ : ଗଞ୍ଜାମ ଜିଲ୍ଲା କୋଟିନଡ଼ା ଥାନା ଅନ୍ତର୍ଗତ କଲେଜ ଛକ ନିକଟରେ ବସ୍ ଧକ୍କାରେ ୨ ଜଣ ସ୍କୁଟି ଆରୋହୀଙ୍କର ମୃତ୍ୟୁ ଘଟିଛି। ଆଜି ଭୋର୍ ପ୍ରାୟ ସାଢ଼େ ୪ଟା ବେଳେ ଘଟିଛି ଏହି ଦୁର୍ଘଟଣା।ବସ୍ଟି ଆସିକାରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ସ୍କୁଟିକୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ଦୁଇ ସ୍କୁଟି ଆରୋହୀଙ୍କର ମୃତ୍ୟୁ ଘଟିଥିଲା।ବସ୍ର ସମ୍ମୁଖ ଭାଗ କ୍ଷତିଗ୍ରସ୍ତ ହୋଇଥିବା ବେଳେ ସ୍କୁଟିଟି ଚୁରମାର ହୋଇଯାଇଛି। ତେବେ Continue Reading
Odisha News
ଭୁବନେଶ୍ବର,୧୮/୨: ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଘନ କୁହୁଡ଼ି ଲାଗି ରହିବ। ତାହାକୁ ନଜରରେ ରଖି ସ୍ବତନ୍ତ୍ର ରିଲିଫ୍ କମିସନର ୨୪ ଜିଲ୍ଲାକୁ ସତର୍କ କରିଛନ୍ତି। ଯାନବାହନ ଚଳାଚଳ ଉପରେ ଜିଲ୍ଲାପାଳ ଓ ଏସ୍ପି ତୀକ୍ଷ୍ଣ ନଜର ରଖିବାକୁ ପରାମର୍ଶ ଦିଆଯାଇଛି।ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଜଗତ୍ସିଂହପୁର, ଭଦ୍ରକ, ବାଲେଶ୍ବର, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଗଜପତି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ସୁବର୍ଣ୍ଣପୁର, ବୌଦ୍ଧ, ସମ୍ବଲପୁର, ଅନୁଗୁଳ, Continue Reading
Odisha News
ଭୁବନେଶ୍ୱର, ୧୭/୨: ରାଜ୍ୟ ସରକାର ମଧ୍ୟାହ୍ନ ଭୋଜନ ଯୋଜନା ପାଇଁ ସ୍କୁଲରେ ନିୟୋଜିତ ପାଚିକା ଓ ସହାୟିକାମାନ ଓ କୃଷକସାଥୀମାନଙ୍କଙ୍କ ପାରିଶ୍ରମିକ ରାଶି ବୃଦ୍ଧି କରିଛନ୍ତି। ପାଚିକା ଓ ସହାୟିକାମାନଙ୍କ ପାରିଶ୍ରମିକ ପରିମାଣ ୧୪୦୦ଟଙ୍କାରୁ ୨ହଜାର ଟଙ୍କାକୁ ବୃଦ୍ଧି ହୋଇଛି।ଯଦି କୌଣସି ପାଚିକା ଓ ସହାୟିକାଙ୍କ କାର୍ଯ୍ୟକାଳ ମଧ୍ୟରେ ମୃତ୍ୟୁ ହୁଏ ସେମାନଙ୍କ ପରିବାର ସଦସ୍ୟଙ୍କୁ ୧ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ସରକାର ଯୋଗାଇ ଦେବେ ବୋଲି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୭/୨: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟର ରୂପାନ୍ତର କାର୍ଯ୍ୟ କରାଯିବା ପରେ ଶନିବାର ତା’ର ଶୁଭାରମ୍ଭ କରାଯାଇଛି।ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଉଦ୍ଘାଟନ କରିଥିଲେ। ତାଙ୍କ ସହ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଉପସ୍ଥିତ ରହି ପରିଚାଳନା କରିଥିଲେ। ଏହି ଉଦ୍ଘାଟନ ଉତ୍ସବ ପାଇଁ ବାଲିଗୁଡା ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବାଲିଗୁଡା Continue Reading
Top Stories
By Our Correspondence Bhubaneswar, Feb16 :The3rdday ofOdisha Mining & Infrastructure International Expo witnessed the participation of industry experts in 2 separate panel discussion. in the first panel discussion, the invited guests discussed on the topic Use of Industry 4.0 technologies in Mining Sector, Started with welcome address by Swami Prem Anvesh ji, MD, Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୭/୨ : ବୌଦ୍ଧ ଠାରେ ଶୁକ୍ରବାର ଦିନ ମୋ ଜଙ୍ଗଲ ଜମି ଯୋଜନା ସଂପର୍କିତ ଏକ କର୍ମଶାଳା ଅନୁଷ୍ଠିତ ହୋଇଅଛି ।  DWO ସୂର୍ଯ୍ୟ ନାରାୟଣ ବେହେରା ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କର୍ମଶାଳାରେ ଅତିରିକ୍ତ ଜିଲ୍ଲାପାଳ ଦାରିଦ୍ର‌୍ୟ ଭଞ୍ଜନ ମଦନ ମୋହନ ପାତ୍ର, ଉପଜିଲାପାଳ ରବିନ୍ଦ୍ର ନାଥ କହଁର ଅତିଥି ଭାବେ ଯୋଗଦେଇଥିଲେ ।ଏକ୍ସପର୍ଟ ଭାବେ ବାଳକୃଷ୍ଣ ସାହୁ, ପ୍ରଦୀପ ମହାରଣା, ଲିଙ୍ଗରାଜ ମହାକୁଡ଼ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ Continue Reading
National News
BENGALURU,FEB 17: After India launched a satellite to study black holes and neutron stars on January 1, the Indian Space Research Organisation (ISRO) on Saturday evening successfully launched INSAT-3DS, India’s exclusive meteorological satellite. The satellite will provide continuity of services to the existing in-orbit INSAT-3D and 3DR satellites and significantly enhance Continue Reading