କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୫/୨ : ବୌଦ୍ଧସ୍ଥିତ ଲକ୍ଷଣ୍ଡିବନ୍ଧ ଠାରେ ଅବସ୍ଥାପିତ ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ଠାରେ ୧୩ ଦିନ ବ୍ୟାପି ଚାଲିଥିବା ବ୍ୟବସାୟ ଭିତ୍ତିକ ଉଦ୍ୟାନ ଚାଷ ତାଲିମ ଉଦଯାପିତ ହୋଇଯାଇଅଛି ৷ବୌଦ୍ଧ ଜିଲ୍ଲା ରୁ ବଉଦ ଏବଂ ହରଭଙ୍ଗା ବ୍ଲକ ରୁ ୩୦ ଜଣ ପ୍ରଶିକ୍ଷାର୍ଥୀ ମାନେ ଏହି ତାଲିମ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଥିଲେ ৷ ଏଥିରେ ଆରସେଟି ନିର୍ଦେଶକ ଶ୍ରୀ ବିଚିତ୍ର ମହାପାତ୍ର Continue Reading
ବାଲିଗୁଡ଼ା, ୧୫/୨: କନ୍ଧମାଳ ଜିଲ୍ଲା ସ୍ତରୀୟ ଜନଜାତି କ୍ରୀଡ଼ା ମହୋତ୍ସବରେ ବାଲିଗୁଡ଼ା ବ୍ଲକର ଦମଦାର ପ୍ରଦର୍ଶନ । ଏ ନେଇ ବାଲିଗୁଡା ବ୍ଲକ୍ ପ୍ରଶାସନ ପକ୍ଷରୁ କୃତି ପ୍ରତିଯୋଗୀଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି ।ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ଜନଜାତି କ୍ରୀଡ଼ା ମହୋତ୍ସବ ଫୁଲବାଣୀ ଠାରେ ଅନୁଷ୍ଠିତ ହୋଇଯାଇଅଛି । ଏଥିରେ ବାଲିଗୁଡ଼ା ବ୍ଲକରୁ ଦଳଗତ ୫ଟି ଓ ବ୍ୟକ୍ତିଗତ ୬ ଟି ଇଭେଣ୍ଟରେ ୧୧୬ ଜଣ ଆଦିବାସୀ Continue Reading
By Akshya Rout JAJPUR,FEB 15 : All India Congress Committee Member (AICC) Madhusmita Acharya on Thursday organised a symbolic ‘marriage ceremony’ between the BJD and BJP stating that it is formalising the close relationship between the two political parties. The ceremony was conducted at Jemasuni Temple Under Dharmasala block in Jajpur District. here by a […]Continue Reading
କଟକ,୧୫।୨: ପରଲୋକରେ ଅଭିନେତା ତଥା କେନ୍ଦ୍ରାପଡ଼ା ଏମପି ଅନୁଭବ ମହାନ୍ତିଙ୍କ ବାପା ଅଭୟ ମହାନ୍ତି।କଟକ ନନ୍ଦିସାହି ସ୍ଥିତ ବାସଭବନରେ ଅଭୟ ମହାନ୍ତିଙ୍କ ପରଲୋକ ଘଟିଥିବା ସୂଚନା ମିଳିଛି । ୭୪ ବର୍ଷ ବୟସରେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି ଅନୁଭବଙ୍କ ବାପା।ଦୀର୍ଘଦିନ ଧରି ଅଭୟ କିଡନୀ ରୋଗରେ ପୀଡ଼ିତ ଥିଲେ। ତାଙ୍କର ଡାଇଲିସିସ୍ ଚାଲିଥିଲା। ବାପାଙ୍କର ଚିକିତ୍ସା ପାଇଁ ଅନୁଭବ ନିୟମିତ ହସ୍ପିଟାଲ ନେବା ଆଣିବା କରୁଥିଲେ। ତେବେ ଅନୁଭବଙ୍କର ସବୁ ଉଦ୍ୟମ ପରେ Continue Reading
ଭୁବନେଶ୍ୱର,୧୫/୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ‘ଆମ ବସ୍ଷ୍ଟାଣ୍ଡ’ ଯୋଜନାରେ ୧୩ ଜିଲାରେ ୨୦ଟି ନବନିର୍ମିତ ବସ୍ଷ୍ଟାଣ୍ଡ ଉଦ୍ଘାଟନ କରିଛନ୍ତି।ଅନୁଗୋଳ, ବାଲେଶ୍ୱର, ବୌଦ୍ଧ, ଢେଙ୍କାନାଳ, ଗଜପତି, କେନ୍ଦ୍ରାପଡ଼ା, କେନ୍ଦୁଝର, କୋରାପୁଟ, ନୟାଗଡ଼, ନୂଆପଡ଼ା, ରାୟଗଡ଼ା, ସମ୍ବଲପୁର ଓ ସୁବର୍ଣ୍ଣପୁର ଜିଲାରେ ମୁଖ୍ୟମନ୍ତ୍ରୀ ଭର୍ଚୁଆଲରେ ବସ୍ଷ୍ଟାଣ୍ଡର ଲୋକାର୍ପଣ କରିଛନ୍ତି।ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଯୋଗାଯୋଗ ହେଉଛି ବିକାଶର ଆଧାର। Continue Reading
NEW DELHI, FEB 15 : In a landmark judgement, the Supreme Court on Thursday held that the electoral bonds scheme has to be struck down with immediate effect as it is unconstitutional. It directed banks to cease the sale of the bonds immediately. The five-judge bench of the top court, headed by the Chief Justice […]Continue Reading
NEW DELHI, FEB 15: The Delhi Police has placed orders for more than 30,000 tear gas shells, an official said, as the force prepares to prevent Punjab farmers from entering the national capital under their ‘Dilli Chalo’ protest. Hundreds of farmers marching from Punjab have been stopped at the state’s border with Haryana near Ambala, […]Continue Reading
ବୌଦ୍ଧ,୧୫/୨ : ଭିଜିଲାନ୍ସ ଜାଲରେ ବୌଦ୍ଧ ଆରଟିଓ ବସନ୍ତ କୁମାର ମହାପାତ୍ର। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ବସନ୍ତଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ବସନ୍ତଙ୍କ ଘର ସମେତ ୧୦ଟି ସ୍ଥାନରେ ଏହି ଚଢ଼ଉ ଚାଲିଛି।ଭୁବନେଶ୍ୱର, ବୌଦ୍ଧ ଥିବା ଭଡ଼ା ଘର ଓ ଅଫିସସ, ଗଞ୍ଜାମ ଜିଲ୍ଲାରେ ଥିବା ପୈତୃକ ଘର , ବ୍ରହ୍ମପୁର ଓ ଭଂଜନଗର ସମେତ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି।ବସନ୍ତ ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ୬ମାସ […]Continue Reading
ଭଦ୍ରକ,୧୫/୨: ବିଜେଡି ବିଧାୟକଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ଗୁରୁବାର ସକାଳେ ଇଡି ପକ୍ଷରୁ ଚଢାଉ କରାଯାଇଛି।ବିଜେଡି ବିଧାୟକଙ୍କ ଭଦ୍ରକ ନୂଆବଜାର ବାସଭବନରେ ଇଡିର ୬ଜଣିଆ ଟିମ୍ ଚଢାଉ କରିଛନ୍ତି। ଏଥିସହ ଇଡି ବିଜେଡି ବିଧାୟକଙ୍କ ସମ୍ପର୍କୀୟଙ୍କ ଘରେ ମଧ୍ୟ ଚଢାଉ କରିଛି।ଭଦ୍ରକ ସହରର ୪ଟି ସ୍ଥାନରେ ଓ ଭୁବନେଶ୍ୱରର ୬ଟି ସ୍ଥାନରେ ଇଡି ରେଡ୍ କରିଥିବା ସୂଚନା ରହିଛି। ବରପଦା ଇଞ୍ଜିନିୟରିଂ Continue Reading




