Home Articles posted by odadmin (Page 973)
Odisha News
ପୁରୀ,୧୨/୨: ପଣା ସଂକ୍ରାନ୍ତି କେବେ ପାଳନ ହେବ ସେ ନେଇ ଦୂର ହେଲା ଦ୍ୱନ୍ଦ୍ୱ । ହଟିଲା ସଞ୍ଜୟ। ଏପ୍ରିଲ ୧୪ ତାରିଖରେ ପାଳନ ହେବ ମହାବିଷୁବ ପଣା ସଂକ୍ରାନ୍ତି।ଏପ୍ରିଲ ୧୪ରେ ପଣା ସଂକ୍ରାନ୍ତି ପାଳନ ନେଇ ମୋହର ମାରିଛି ମୁକ୍ତି ମଣ୍ଡପ ପଣ୍ଡିତ ସଭା । ତେବେ ଅନ୍ୟ କିଛି ଗଣନାକାରୀ ୧୩ ତାରିଖ ସଂକ୍ରାନ୍ତି ନେଇ କହିଥିବା ବେଳେ ତାହା କିନ୍ତୁ ଗ୍ରହଣ ହୋଇ ନ ଥିବା ଜଣାଯାଇଛି।ଗତ ସପ୍ତାହରେ ଅନୁଷ୍ଠିତ ବୈଠକରେ ୨୦୨୪-୨୫ […]Continue Reading
Top Stories
Dr Rama Chandra Behera Bhubaneswar, Feb. 11: The Bharatiya Janata Party (BJP) on Sunday exuded confidence of forming the next government in Odisha by ousting the ruling Biju Janata Dal from power. Speaking to reporters after his arrival here at  the Biju Patnaik International Airport, the saffron party’s Odisha election in-charge Vijaypal Singh Tomar said […]Continue Reading
Odisha News
ସମ୍ବଲପୁର,୧୧/୨: ବଢ଼ିଲା କେନ୍ଦୁପତ୍ର ତୋଳାଳିଙ୍କ ବୋନସ୍ । ବୋନସକୁ ୨୫ ପ୍ରତିଶତରୁ ୫୦ ପ୍ରତିଶତକୁ ବୃଦ୍ଧି କରାଗଲା। ଏଥିରେ ଉପକୃତ ହେବେ ୮ ଲକ୍ଷ ୫୦ ହଜାର ତୋଳାଳି।ଏଥିପାଇଁ ୯୮ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହାସହ କେନ୍ଦୁପତ୍ର ବନ୍ଧାଳି ଓ ସିଜନାଲ କର୍ମଚାରୀଙ୍କୁ ପ୍ରୋତ୍ସାହନ ରାଶିକୁ ମଧ୍ୟ ରାଜ୍ୟ ସରକାର ବଢାଇଛନ୍ତି ।ଏହାକୁ ୨ ଗୁଣା ବୃଦ୍ଧି କରାଯାଇଛି । ସମ୍ବଲପୁର ଜିଲ୍ଲା ଚାରମାଲଠାରେ ଆୟୋଜିତ କେନ୍ଦୁପତ୍ର କର୍ମଚାରୀ ସଂଘର Continue Reading
Odisha News
ଭୁବନେଶ୍ବର,୧୧/୨: ବିଶିଷ୍ଟ ସାହିତ୍ୟିକ ସାତକଡ଼ି ହୋତା ଆଉ ନାହାନ୍ତି। ୯୫ ବର୍ଷ ବୟସରେ ସେ ଇହଲୀଳା ସମ୍ବରଣ କରିଛନ୍ତି। ସେ ଓଡ଼ିଶା ସାହିତ୍ୟ ଏକାଡେମିର ପୂର୍ବତନ ସଭାପତି ଥିଲେ।ଏହାଛଡ଼ା ଭାରତୀୟ ରେଳସେବାରୁ ସେ ଅବସର ନେବା ପରେ ଦୈନିକ ଖବରକାଗଜ ‘ସମୟ’ର ବି ସଂପାଦକ ଥିଲେ। ୧୯୨୯ ମସିହାରେ ମୟୂରଭଞ୍ଜ ଜିଲ୍ଲାର ଜଗନ୍ନାଥଖୁଣ୍ଟାରେ ସେ ଜନ୍ମଗ୍ରହଣ କରିଥିଲେ।ସାତକଡ଼ି ହୋତାଙ୍କ ବହୁ ଗଳ୍ପ, ଉପନ୍ୟାସ, କବିତା ପ୍ରକାଶିତ ହୋଇଛି। ସାତକଡ଼ିଙ୍କର ୨୭ଟି ଗଳ୍ପ, Continue Reading
Top Stories
By Our Correspondence  Bhubaneswar, Feb 11 : Kalinga Runners Trust (Regd) today organised its annual running, marathon event CENTROXY BHUBANESWAR CITY MARATHON. The 6th edition of the CENTROXY BHUBANESWAR CITY MARATHON. started from Shikhar Chandi temple gate. Dr Sarthak Pattnaik, Orthopaedic Surgeon, Mr. Dukhshyam Padhi, President Kalinga Runners flagged off the Continue Reading
Odisha News
ଝାରସୁଗୁଡ଼ା, ୧୧/୨ : ଝାରସୁଗୁଡ଼ା ଜିଲ୍ଲା ଲଖନପୁର ବ୍ଲକ ଜୁନିଏନ ଗ୍ରାମ ନିକଟରେ ୪୯ ନମ୍ବର ଜାତୀୟ ରାଜପଥରେ ଆଜି ଏକ କୋଇଲା ବୋଝେଇ ଟ୍ରକ୍ ଏକ ପିକ୍ଅପ୍ ଭ୍ୟାନ୍କୁ ଧକ୍କା ଦେବାରୁ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୯ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।ଆଜି ସକାଳ ପ୍ରାୟ ସାଢ଼େ ୧୦ଟା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଲଖନପୁର ବେହେରାଗୁଡ଼ା ପଟରୁ ଆସୁଥିବା ଏକ ଯାତ୍ରୀବାହୀ […]Continue Reading
Odisha News
ପାଇକମାଳ, ୧୧/୨: ମଦ୍ୟପ ପିତାର ଉନ୍ନତ୍ତ କାଣ୍ଡ। ମଦ ନିଶାରେ ନିଜର ୫ମାସର ଶିଶୁ ପୁତ୍ରକୁ କଚାଡ଼ି ମାରି ଦେଲା। ଏଭଳି ଅବାବନୀୟ ଘଟଣା ଦେଖିବାକୁ ମିଳିଛି ବରଗଡ଼ ଜିଲ୍ଲା ପାଇକମାଳ ଥାନା ଚେରଙ୍ଗାଝାଞ୍ଜ ଗ୍ରାମରେ।ପୁଲିସ ଶବକୁ ଜବତ କରିଛି। ଶିଶୁର ପିତାକୁ ଗିରଫ କରି ପୁଲିସ ତଦନ୍ତ କରୁଛି। ସୂଚନା ଅନୁଯାୟୀ, ରାତିରେ ସ୍ବାମୀ ସ୍ତ୍ରୀଙ୍କୁ ମଦ ପିଇବାକୁ ଟଙ୍କା ମାଗିଥିଲେ।ହେଲେ ସ୍ତ୍ରୀ ମନା କରିବାରୁ ମଦ୍ୟପ ପିତା ଏଭଳି କାଣ୍ଡ ଭିଆଇଥିବା କୁହାଯାଉଛି। ଏହି Continue Reading