Home Articles posted by odadmin (Page 981)
Odisha News
ରେଢ଼ାଖୋଲ, ୫/୨: ୫୫ ନମ୍ବର ଜାତୀୟ ରାଜପଥ ସମ୍ବଲପୁର ଜିଲ୍ଲା ଚାରମାଳ ଥାନା ନୂଆପଡ଼ା ଛକରେ ଶିବମ୍ ନାମକ ଏକ ଘରୋଇ ବସ୍ ଓଲଟିଛି। କଣ୍ଡକ୍ଟରଙ୍କ ସମେତ ୮ ଯାତ୍ରୀ ଗରୁତର ହୋଇଥିବା ଜଣାଯାଇଛି। ସମସ୍ତ ଗୁରୁତରଙ୍କୁ ବୁର୍ଲା ସ୍ଥାନାନ୍ତରିତ କରାଯାଇଛି। ଏହି ଦୁର୍ଘଟଣାରେ ୧୫ରୁ ଉର୍ଦ୍ଧ୍ବ ଆହତ ହୋଇଥିବା କୁହାଯାଇଛି।ସୂଚନା ଅନୁଯାୟୀ, ଭୁବନେଶ୍ବରରୁ ହୀରାକୁଦ ଆସୁଥିବା ଶିବମ୍ ନାମକ ଏକ ଘରୋଇ ବସ୍ (ଓଡି୧୫-ସି୩୧୫୫) ଭୋର ୪ଟା ୪୫ ମିନିଟ୍ ସମୟରେ ଚାରମାଳ Continue Reading
Bollywood National News
NEW DELHI, FEB 5 : The fusion band, Shakti featuring John McLaughlin, Zakir Hussain, vocalist Shankar Mahadevan, percussionist V Selvaganesh and violinist Ganesh Rajagopalan became Global Music Album Winner at the Grammy Awards, held at Crypto.com Arena in Los Angeles, on February 5. (IST) FUSION BAND SHAKTI WINS BIG AT THE GRAMMYS The reassembled international […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୫/୨: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ ଅନ୍ତର୍ଗତ ସୁଡ୍ରା ସରକାରୀ ଉଚ୍ଚ ବିଦ୍ୟାଳୟ ର ଷଷ୍ଠ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି ।ଶିକ୍ଷୟତ୍ରୀ ସ୍ମିତାରାଣୀ ସାହୁ ସଭା ପରିଚାଳନା କରିଥିବା ବେଳେ ଏଥିରେ ମୁଖ୍ୟ ଅତିଥି ଭାବେ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା, ସମ୍ମାନିତ ଅତିଥି ଭାବେ ବାଲିଗୁଡା ଅତିରିକ୍ତ ମଙ୍ଗଳ ଅଧିକାରୀ ବିଭୀଷଣ Continue Reading
Odisha News
ଭୁବନେଶ୍ୱର, ୪/୨: ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅବସର ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ‘ବିଧାନସଭାରେ ଭାଷା ଆଇନ’ ଶୀର୍ଷକ ପୁସ୍ତକ ଉନ୍ମୋଚନ କରିଛନ୍ତି।ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଭାଷାର ଉନ୍ନତି ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ। ଓଡ଼ିଆ ଭାଷାର ସୁରକ୍ଷା ଏବଂ ଆଗାମୀ ପିଢ଼ି ପାଇଁ ବୈଷୟିକ ଜ୍ଞାନ କୌଶଳ ପ୍ରୟୋଗରେ ଏ କ୍ଷେତ୍ରରେ ନୂତନ ସମ୍ଭାବନା ସୃଷ୍ଟି କରିବା ଉଦ୍ଦେଶ୍ୟରେ ସରକାରୀ ସ୍ତରରେ ଉଦ୍ୟମ ଜାରି ରହିଛି।ଏହାଦ୍ୱାରା ସମସ୍ତ ଓଡ଼ିଆ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୪/୨: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ସାଇ ହୋଟେଲ ମ୍ୟାନେଜମେଣ୍ଟ ଇନିଷ୍ଟି ଚ୍ୟୁଟରେ ରବିବାର ମଧୁସୂଦନ ଦାସଙ୍କ ଶ୍ରାଦ୍ଧବାର୍ଷିକୀ ପାଳିତ ହୋଇଯାଇଛି।ଉକ୍ତ ସଭାରେ ବାଲିଗୁଡ଼ା ଶାଳବଣ ସାହିତ୍ୟ ସଂସଦ ସଭାପତି ଡ଼.ମଧୁସୂଦନ ମହାପାତ୍ର ସଭାପତିତ୍ବ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଉତ୍କଳ ସମ୍ମିଳନୀ କନ୍ଧମାଳ ଶାଖାର ସଭାପତି କୌଶିକ ସାହୁ, ମୁଖ୍ୟବକ୍ତା ଭାବେ ସ୍ଥାନୀୟ ଆଦିବାସୀ ମହାବିଦ୍ୟାଳୟ ଓଡ଼ିଆ Continue Reading
Odisha News
ପୁରୀ, ୪/୨: ଅର୍ପଣ ରଥରୁ ସଂଗ୍ରହ ହୋଇଥିବା ଚାଉଳରେ ପ୍ରସ୍ତୁତ ହେଲା ମହାପ୍ରସାଦ! ସକାଳ ଧୂପ କୋଠଭୋଗରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଖରେ ଭୋଗଲାଗିଥିବା ଖେଚୁଡ଼ି ପାଇ ଭକ୍ତ ଭାବ ବିଭୋର ହୋଇଗଲେ।ଓଡିଶାର ପୁରପଲ୍ଲୀର ଶ୍ରୀଜଗନ୍ନାଥ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ମହାଯଜ୍ଞ ପାଇଁ ଅର୍ପଣ କରିଥିଲେ ଚାଉଳ, ନଡିଆ ଓ ଗୁଆ।ସେହି ଅର୍ପଣ ଦ୍ରବ୍ୟକୁ ମହାପ୍ରଭୁଙ୍କ ପାଖରେ ମହାପ୍ରସାଦ ରୂପେ ଆଜି ବ୍ୟବହାର ହୋଇଛି। ତାହା ଆମ ସମସ୍ତଙ୍କ Continue Reading
Odisha News
ଭୁବନେଶ୍ୱର,୪/୨: ନୂଆଦିଲ୍ଲୀ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟରେ ଓଡ଼ିଆ ପାଠ୍ୟକ୍ରମରେ ବିଜୁ ପଟ୍ଟନାୟକ ସ୍ବତନ୍ତ୍ର କେନ୍ଦ୍ର ପ୍ରତିଷ୍ଠା ନିମନ୍ତେ ଓଡ଼ିଶା ସରକାର ଓ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ,ନୂଆଦିଲ୍ଲୀ ମଧ୍ୟରେ ଏକ ବୁଝାମଣାପତ୍ର ସ୍ବାକ୍ଷର ହୋଇଛି।ରବିବାର ଲୋକସେବା ଭବନଠାରେ ଆୟୋଜିତ ବୁଝାମଣାପତ୍ର ସ୍ବାକ୍ଷରିତ କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ଉପସ୍ଥିତିରେ ଏହା ସ୍ବାକ୍ଷରିତ ହୋଇଛି।ରାଜ୍ୟ ସରକାରଙ୍କ Continue Reading
Feature
BY AKSHYA ROUT JAJPUR, FEB 4 : Cancer is one of the leading causes of death globally. Although there is no definitive cure, identifying symptoms and taking proactive measures early on can significantly impact and may potentially save lives. Every year, on February 4, World Cancer Day is observed globally. This day is dedicated to […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୪/୨ : ପ୍ରଥମ ବିଶ୍ଵ ଓଡ଼ିଶା ଭାଷା ସମ୍ମିଳନୀ ୨୦୨୪ ଅବସରରେ ବୌଦ୍ଧ ଅବସ୍ଥିତ ମାଉସୀ ମା ମନ୍ଦିର ନିକଟରେ ଅଦ୍ୟ ତା ୦୩.୦୨.୨୪ ରିଖରେ ସମସ୍ତ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ, ସାମୁହିକ ବନ୍ଦେ ଉତ୍କଳ ଜନନୀ ଗାନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଉଦଘାଟନ ଉତ୍ସବର ସିଧା ପ୍ରସାରଣ କରାଯାଇଥିଲା ।ଏହି ଉତ୍ସବରେ ଜିଲ୍ଲାପାଳ ମହୋଦୟ ଶ୍ରୀ ଜେ ସୋନାଲ, ପରିଷଦର ଅଧ୍ୟକ୍ଷ ମହୋଦୟ ଶ୍ରୀ ମୃତ୍ୟୁଞ୍ଜୟ ମିଶ୍ର, ନିର୍ବାହୀ Continue Reading