Home Articles posted by odadmin (Page 983)
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୩/୨ :ସୂଚନା ଅଧିକାର, ପ୍ରଚାର ଅଭିଯାନ ପରିପ୍ରେକ୍ଷୀରେ ସରକାରଙ୍କ ବୌଦ୍ଧ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସଦଭାବନା ଗୃହରେ ଭିଡିଓ କନଫରେନ୍ସି ମାଧ୍ୟମରେ ସୂଚନା ଅଧିକାର ଆଇନ- ୨୦୦୫ ଧାରା ୪(୧) ଖ ହୋଇଯାଇଛି ।ଏହି କର୍ମଶାଳାରେ ମୁଖ୍ୟ ଅତିଥିଭାବେ ଉପ- ଜିଲ୍ଲାପାଳ, ବୌଦ୍ଧ ଶ୍ରୀଯୁକ୍ତ ରବୀନ୍ଦ୍ରନାଥ କାହଁର ଯୋଗଦେଇ ଉଦଘାଟନ କରିଥିଲେ ।କର୍ମଶାଳା ଆରମ୍ଭରେ ଫେବୃଆରୀ Continue Reading
Odisha News
ବାଲିଗୁଡ଼ା, ୩/୨:ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନ୍ଏସି କାର୍ଯ୍ୟାଳୟ ପରିସରରେ ସମୂହ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରାଯାଇଛି ।ଏହି ଅବସରରେ ବିଧାୟକ ଚକ୍ରମଣି କହଁର, ଜିଲ୍ଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଲ୍ଲିକ, ସାଂସଦ ପ୍ରତିନିଧି ଟୁନା ଦାସ, ଉପଜିଲ୍ଲାପାଳ ଡ଼.ରୀନା ପ୍ରଧାନ,ଏନ୍ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ ଓ ଉପାଧ୍ୟକ୍ଷ ଶାନ୍ତିଲତା ନାୟକଙ୍କ ସମେତ ସମସ୍ତ ଓ୍ବାର୍ଡ କାଉନସିଲର ଏବଂ Continue Reading
Odisha News
ସମ୍ବଲପୁର, ୩/୨: ଦିନିକିଆ ସମ୍ବଲପୁର ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଓଓଗର ନୂଆ କ୍ୟାମ୍ପସକୁ ବିଧିବଦ୍ଧ ଭାବେ ଉଦ୍ଘାଟନ କରିଛନ୍ତି। ୪୦୦ କୋଟି ଟଙ୍କାରେ ତିଆରି ହୋଇଛି ଆଇଆଇଏମ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସ।ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ ପ୍ରଥମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିଥିଲେ। ସେଠାରୁ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ମୋଦି ଅପରାହ୍ନ ୧ଟା ୪୫ ମିନିଟ୍ରେ Continue Reading
Odisha News
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର, ୩/୨ : ପିଲାଙ୍କ ମଧ୍ୟରେ ଶକ୍ତି ସଞ୍ଚୟ ଓ ଅକ୍ଷୟ ଶକ୍ତିର ବିନିଯୋଗ କରିବା ନେଇ ବିଚାରଧାରା ସୃଷ୍ଟି ଉଦ୍ଦେଶ୍ୟରେ ଟାଟା ପାୱାର ଏବଂ ଓଡିଶା ସରକାରଙ୍କ ମିଳିତ ଉଦ୍ୟୋଗ ଟିପି ନର୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ(ଟିପିଏନଓଡିଏଲ) ବାରିପଦା ସ୍ଥିତ ଏମପିକେ ହାଇସ୍କୁଲରେ ଉର୍ଜ୍ଜା ମହୋତ୍ସବ ଆୟୋଜନ କରିଛି।ମୟୂରଭଞ୍ଜ ଜିଲ୍ଲା ଅତିରିକ୍ତ ଶିକ୍ଷାଧିକାରୀ ଡ. ପ୍ରଶାନ୍ତ କୁମାର ମହାନ୍ତି ମହୋତ୍ସବର ଉଦ୍ଘାଟନ Continue Reading
Odisha News
ସମ୍ବଲପୁର, ୩/୨: ଓଡ଼ିଶାର ବିକାଶ ପାଇଁ ବିଜେପି ନେତୃତ୍ବ କେନ୍ଦ୍ର ସରକାର ଗୁରୁତ୍ବ ଦେଉଛନ୍ତି। ଗରିବ, ଯୁବ, ମହିଳା, ଚାଷୀଙ୍କୁ ସଶକ୍ତ କରିବା ପାଇଁ କେନ୍ଦ୍ର ସରକାର ବଜେଟ ପ୍ରସ୍ତୁତ କରିଛନ୍ତି।ମୋଦୀଙ୍କ ଗ୍ୟାରିଣ୍ଟିର ଅର୍ଥ ଗ୍ୟାରେଣ୍ଟି ପୂରା ହେବାର ଗ୍ୟାରେଣ୍ଟି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି। ସ୍ଥାନୀୟ ରେମେଡ୍ ବ୍ଲକ ପଡ଼ିଆରେ ଆୟୋଜିତ ସଭାରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଦେଶର ପ୍ରତି ଗରିବ ପରିବାରକୁ ପକ୍କା ଘର ଦେବା ପାଇଁ Continue Reading
Odisha News
ଭୁବନେଶ୍ୱର, ୩/୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ପ୍ରଥମ ବିଶ୍ବ ଓଡ଼ିଆ ସମ୍ମିଳନୀ ଉଦଘାଟିତ ହୋଇଛି। ଏହି ଉତ୍ସବରେ ସଂସ୍କୃତି ମନ୍ତ୍ରୀ ଅଶ୍ବିନୀ ପାତ୍ର, ସାହିତ୍ୟିକ ଡକ୍ଟର ସୀତାକାନ୍ତ ମହାପାତ୍ର, ଡକ୍ଟର ପ୍ରତିଭା ରାୟ ଓ ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍ ପ୍ରମୁଖ ମଞ୍ଚରେ ଉପସ୍ଥିତ ଅଛନ୍ତି।ପ୍ରାରମ୍ଭରେ ସଂସ୍କୃତି ସଚିବ ସୁଜାତା କାର୍ତ୍ତିକେୟନ୍ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ।ଓଡ଼ିଆ ଭାଷାର ପ୍ରଚାର, ସଂରକ୍ଷଣ ଓ ପ୍ରସାର ପାଇଁ ଆଜି ଠାରୁ Continue Reading