Home Articles posted by odadmin (Page 984)
Odisha News
ମୟୂରଭଞ୍ଜ, ୩/୨ : ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ରକକୁ ପଛରୁ ଧକ୍କା ଦେଲା ବରଯାତ୍ରୀ ବସ୍। ଦୁର୍ଘଟଣାରେ ୧୦ରୁ ଅଧିକ ବରଯାତ୍ରୀ ଆହତ ହୋଇଛନ୍ତି। ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ଅନ୍ତର୍ଗତ ତାଟ ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତମାନଙ୍କୁ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରେ ୨ଜଣଙ୍କ ଅବସ୍ଥା ଗୁରୁତର ରହିଛି।ଆଜି ଭୋର ୪ଟାରେ ବାରଯାତ୍ରୀମାନେ ଏକ ବସ୍ ଯୋଗେ ଜାମସେଦପୁରରୁ ଏକ ବିବାହ କାର‌୍ୟ୍ୟରେ ଯୋଗଦେଇ ଯାଜପୁରକୁ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୩/୨: ମିଶନଶକ୍ତି ଓଡିଆ କବି ସମ୍ମିଳନୀ ବୌଦ୍ଧ ଜିଲ୍ଲା ର ହରଭଙ୍ଗା ବ୍ଲକ ମିଶନ ଶକ୍ତି କାର୍ଯ୍ୟାଳୟ ଠାରେ ରାଜ୍ୟ ସରକାରଙ୍କ ମିଶନଶକ୍ତି ବିଭାଗର ତରଫରୁ ‘ମିଶନଶକ୍ତି ଓଡିଆ କବି ସମ୍ମିଳନୀ’ ଅନୁଷ୍ଠିତ ହୋଇ ଯାଇଛି।ରାଜ୍ୟ ସରକାରଙ୍କ ଦ୍ଵାରା ଆସନ୍ତା ୩ ରୁ ୫ ତାରିଖ ମଧ୍ୟରେ ହେବାକୁ ଥିବା ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ପରିପ୍ରେକ୍ଷିରେ ରେ ହରଭଙ୍ଗା ବ୍ଲକ ର ମିଶନଶକ୍ତି ବିଭାଗ ଦ୍ଵାରା ଏହି ମିଶନଶକ୍ତି ଓଡିଆ କବି […]Continue Reading
Feature
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୩/୨: ବରିଷ୍ଠ ଅଭିନେତା ତଥା ନିର୍ଦ୍ଦେଶକ ସାଧୁ ମେହେରଙ୍କ ପରଲୋକରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ବିଶିଷ୍ଟ ଲେଖକ ଇଂ ତାରାପ୍ରସାଦ ମିଶ୍ର ଏଥିସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ତାଙ୍କ ବିୟୋଗ କଳା ଜଗତ ପାଇଁ ଅପୂରଣୀୟ କ୍ଷତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।ସାମାଜିକ ଗଣମାଧ୍ୟମ ଏକ୍ସ ଜରିଆରେ ପୋଷ୍ଟ କରିଥିବା ଶୋକ ବାର୍ତ୍ତାରେ ମିଶ୍ର କହିଛନ୍ତି, ‘‘ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୨/୨: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟ ରେ ଭିଡ଼ିଓ କନଫରେନ୍ସ ଜରିଆରେ ଡାଇଲିସିସ ସେଣ୍ଟର ର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ଏହି ଲୋକାର୍ପଣ କାର‌୍ୟ୍ୟକ୍ରମରେ ବାଲିଗୁଡା ବିଧାୟକ ଚକ୍ରମଣୀ କହଁର,ଜିଲ୍ଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଳିକ,ବାଲିଗୁଡା ଏନ.ଏ.ସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ, ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟର ଅଧ୍ୟକ୍ଷ ଶ୍ରବଣ ସାହୁକାର ଙ୍କ Continue Reading
National News
LUCKNOW, FEB 2: The Anjuman Intezamia Masjid (AIM), the Gyanvapi mosque management committee, on Friday failed to get relief as the Allahabad High Court refused to allow the committee’s plea seeking an interim stay on puja being performed in the southern cellar of the mosque premises. The High Court, however, issued a directive to the […]Continue Reading
Odisha News Ollywood News
ଭୁବନେଶ୍ୱର, ୨/୨: ଜାତୀୟ ପୁରସ୍କାର ପ୍ରାପ୍ତ ବରିଷ୍ଠ ଚଳଚ୍ଚିତ୍ର ଅଭିନେତା ସାଧୁ ମେହେରଙ୍କର ଆଜି ପରଲୋକ ହୋଇଯାଇଛି। ମୁମ୍ବାଇରେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ହୋଇଥିଲା।ଉଭୟ ହିନ୍ଦୀ ଓ ଓଡ଼ିଆ ସିନେମାରେ ଖ୍ୟାତି ଅର୍ଜନ କରିଥିଲେ ସାଧୁ ମେହେର। ସମାନ୍ତରାଳ ଫିଲ୍ମରେ ସେ ଜଣେ ପ୍ରମୁଖ ଅଭିନେତା ଥିଲେ। ହିନ୍ଦୀ ଫିଲ୍ମରୁ ସେ ତାଙ୍କ କ୍ୟାରିୟର ଆରମ୍ଭ କରିଥିଲେ। ପରେ ସେ ଓଡ଼ିଆ ଫିଲ୍ମ କରିଥିଲେ। ଅଙ୍କୁର, ମୃଗୟା, Continue Reading
National News
NEW DELHI,FEB 2: The Supreme Court on Friday refused to hear a petition filed by former Jharkhand Chief Minister Hemant Soren challenging his arrest by the Enforcement Directorate (ED) in a land fraud case. A special bench comprising Justices Sanjiv Khanna, MM Sundresh and Bela M Trivedi asked the 48-year-old Jharkhand Mukti Morcha (JMM) leader […]Continue Reading
Odisha News
ସମ୍ବଲପୁର, ୨/୨ : ଆସନ୍ତାକାଲି ଦିନିକିଆ ସମ୍ବଲପୁର ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରେମେଡ ପଡିଆରେ ବିଶାଳ ଗ୍ୟାରେଣ୍ଟି ସମାବେଶରେ ଯୋଗ ଦେଇ ଜନ ସାଧାରଣଙ୍କୁ ଉଦବୋଧନ ଦେବେ ମୋଦି। ସମ୍ବଲପୁର ଓଓଗର ଲୋକାର୍ପଣ ସହ ଅନ୍ୟ କେତେକ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନର କାର୍ଯ୍ୟକ୍ରମ ରହିଛି। ସେଥିପାଇଁ ଆଇ.ଆଇ.ଏମ ପରିସରରେ ବ୍ୟାପକ ପ୍ରସ୍ତୁତି ଚାଲିଛି। ହେଲିପ୍ୟାଡ ଏବଂ ମଂଚ ପ୍ରସ୍ତୁତି ଜୋରସୋରରେ ଚାଲିଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ Continue Reading
Odisha News
ପୁରୀ, ୨/୨ : ପରିକ୍ରମା ପ୍ରକଳ୍ପ ବୁଲାଇବାକୁ ବସ୍ରେ ଲୋକମାନଙ୍କୁ ପୁରୀ ଅଣାଯାଉଥିଲା। ହେଲେ ଅଧାବାଟରେ ଘଟିଲା ଦୁର୍ଘଟଣା। ଖୋର୍ଦ୍ଧା ଜିଲ୍ଲା ୧୬ନମ୍ବର ଜାତୀୟ ରାଜପଥ ଗଡ଼ଖୋର୍ଦ୍ଧା ଛକରେ ବସ୍କୁ ଟ୍ରକ୍ ଧକ୍କା ଦେବାରୁ ୨୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତ ମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।ପରିକ୍ରମା ପ୍ରକଳ୍ପର ଦିବ୍ୟ ଅନୁଭୂତି ସାଉଁଟିବା ପାଇଁ ସରକାର ବିଭିନ୍ନ ଜିଲ୍ଲାର ଲୋକମାନଙ୍କୁ ପୁରୀ ଆଣି ପରିକ୍ରମା ପ୍ରକଳ୍ପ Continue Reading