Home Articles posted by odadmin (Page 987)
National News
Jharkhand, Jan 31 :  Jharkhand Chief Minister Hemant Soren has filed a police complaint against Enforcement Directorate officials, seeking action under the Scheduled Castes and the Scheduled Tribes (Prevention of Atrocities) Act. This comes as probe agency officials on Wednesday questioned Soren at his residence in Ranchi in a money laundering case linked to an […]Continue Reading
Odisha News
ଭୁବନେଶ୍ୱର,୩୧/୧: ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ବିଶିଷ୍ଟ ଭାଷାବିତ୍ ତକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମାନରେ ସମ୍ମାନିତ କରାଯିବ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଶିଷ୍ଟ ଭାଷାବିତ୍ ପଦ୍ମଶ୍ରୀ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ଓଡ଼ିଆ ଭାଷା ଉପରେ ତାଙ୍କର ଉଚ୍ଚକୋଟୀର ଗବେଷଣା ଦିଗରେ ତାଙ୍କର ଜୀବନ ବ୍ୟାପୀ ସାଧନାର ସ୍ବୀକୃତି ସରୂପ ତାଙ୍କୁ ବିଶ୍ୱ ଓଡ଼ିଆ ସମ୍ମାନରେ ସମ୍ମାନିତ Continue Reading
Odisha News
ଭୁବନେଶ୍ବର, ୩୧/୧ : : ଆଗାମୀ ୬ ତାରିଖରେ ଭାରତ ଯୋଡୋ ନ୍ୟାୟ ଯାତ୍ରାରେ ଓଡ଼ିଶାରେ ପହଞ୍ଚିବେ ବରିଷ୍ଠ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଏନେଇ ପିସିସି ସଭାପତି ଶରତ ପଟ୍ଟନାୟକ ଓ ଭାରତ ଯୋଡୋ ନ୍ୟାୟ ଯାତ୍ରାର ଓଡ଼ିଶା ଅଧ୍ୟକ୍ଷ ସନ୍ତୋଷ ସିଂ ସାଲୁଜା ସୂଚନା ଦେଇଛନ୍ତି।ରାହୁଲ ଓଡ଼ିଶାରେ ପ୍ରବେଶ କରି ସୁନ୍ଦରଗଡ଼ରେ ରୋଡ୍ ସୋ’ କରିବେ। ଓଡ଼ିଶାରେ ପ୍ରାୟ ୨୦୦ କିଲୋମିଟର ପଦଯାତ୍ରା କରିବାର କାର୍ଯ୍ୟକ୍ରମ । ୬ ତାରିଖ ସନ୍ଧ୍ୟାରେ ବୀରମିତ୍ରପୁରରେ ସ୍ଵାଗତ […]Continue Reading
Odisha News
ନବରଙ୍ଗପୁର, ୩୧/୧: ନବରଙ୍ଗପୁର ସହର ବ୍ଲକ କାର୍ଯ୍ୟାଳୟ ପାର୍ଶ୍ୱରେ ଥିବା ଏକ ଏସ୍ବିଆଇ ଏଟିଏମରୁ ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ଦୁର୍ବୁତ୍ତ ଏଟିଏମ୍ ମେସିନକୁ କଟର୍ରେ କାଟି ଟଙ୍କା ଲୁଟି ନେଇଥିବା ସନ୍ଦେହ କରାଯାଉଛି।କଟର ରେ କାଟିଥିବାରୁ ଏଟିଏମ୍ରେ ନିଆଁ ଲାଗି ଥିବା ବେଳେ ଖବର ପାଇଁ ନବରଙ୍ଗପୁର ପୁଲିସ୍ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ତେବେ ଏଟିଏମ୍ ତଳେ ପଡ଼ିଥିବା କିଛି ଟଙ୍କା ନିଆଁରେ ପୋଡି ଯାଇଥିବାରୁ ଦୁର୍ବୁତ୍ତମାନେ ଉକ୍ତ ଟଙ୍କାକୁ ଛାଡି Continue Reading
Odisha News
ନୂଆଦିଲ୍ଲୀ, ୩୧/୧: ସଂସଦର ବଜେଟ ଅଧିବେଶନ ଆରମ୍ଭ ହୋଇଯାଇଛି। ବଜେଟ୍ ଅଧିବେଶନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଲୋକସଭା ଓ ରାଜ୍ୟସଭାର ମିଳିତ ବୈଠକକୁ ସମ୍ବୋଧନ କରିଛନ୍ତି। ଚଳିତ ବର୍ଷ ଲୋକସଭା ନିର୍ବାଚନ ପୂର୍ବରୁ ବଜେଟ୍ ଅଧିବେଶନ ଶେଷ ସଂସଦୀୟ ଅଧିବେଶନ ହେବ।ଫେବ୍ରୁଆରି ୧ (ଗୁରୁବାର) ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମଧ୍ୟବର୍ତ୍ତୀକାଳୀନ ବଜେଟ୍ ଉପସ୍ଥାପନ କରିବେ। କାର‌୍ୟ୍ୟଭାର ଗ୍ରହଣ କରିବା ପରେ ନୂତନ ସରକାର ସମ୍ପୂର୍ଣ୍ଣ ବଜେଟ୍ ଉପସ୍ଥାପନ Continue Reading
National News
NEW DELHI, JAN 31: Prime Minister Narendra Modi on Wednesday said the country is touching new heights of progress and asserted that its journey of “inclusive and all-round” development will continue with people’s blessings. In his remarks ahead of Parliament’s Budget Session, Modi also slammed those opposition MPs who “habitually” Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୩୧/୧ : ୨୦୧୬ ବ୍ୟାଚ ଆଇଏଏସ ବିଶାଲ ସିଂହ କେନ୍ଦୁଝର ଜିଲାପାଳ ଭାବେ ମଙ୍ଗଳବାର ଅପରାହ୍ନରେ ଦାୟିତ୍ଵ ଗ୍ରହଣ କରିଛନ୍ତି। ଶ୍ରୀ ସିଂହ ଦାୟିତ୍ଵଗ୍ରହଣ କରିବା ପୂର୍ବରୁ ଜିଲାର ଆରାଧ୍ୟ ଦେବୀ ମା ତାରିଣୀ ଏବଂ ରାଷ୍ଟ୍ର ଦେବ ପ୍ରଭୁ ବଳଦେବଜିଉଙ୍କ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଛନ୍ତି। ଆଦିବାସୀ ବହୁଳ କେନ୍ଦୁଝର ଜିଲାର ଶିକ୍ଷା, ସ୍ବାସ୍ଥ୍ୟ ଓ ଜୀବିକାକୁ ପ୍ରାଧାନ୍ୟ ଦେବେବୋଲି କହିଛନ୍ତି।ଏଥିସହ ଜିଲାର ବିକାଶ ପାଇଁ Continue Reading