Home Articles posted by odadmin (Page 988)
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୩୧/୧ : ୨୦୧୬ ବ୍ୟାଚ ଆଇଏଏସ ବିଶାଲ ସିଂହ କେନ୍ଦୁଝର ଜିଲାପାଳ ଭାବେ ମଙ୍ଗଳବାର ଅପରାହ୍ନରେ ଦାୟିତ୍ଵ ଗ୍ରହଣ କରିଛନ୍ତି। ଶ୍ରୀ ସିଂହ ଦାୟିତ୍ଵଗ୍ରହଣ କରିବା ପୂର୍ବରୁ ଜିଲାର ଆରାଧ୍ୟ ଦେବୀ ମା ତାରିଣୀ ଏବଂ ରାଷ୍ଟ୍ର ଦେବ ପ୍ରଭୁ ବଳଦେବଜିଉଙ୍କ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଛନ୍ତି। ଆଦିବାସୀ ବହୁଳ କେନ୍ଦୁଝର ଜିଲାର ଶିକ୍ଷା, ସ୍ବାସ୍ଥ୍ୟ ଓ ଜୀବିକାକୁ ପ୍ରାଧାନ୍ୟ ଦେବେବୋଲି କହିଛନ୍ତି।ଏଥିସହ ଜିଲାର ବିକାଶ ପାଇଁ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୩୦/୧: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଚଳିତ ବର୍ଷ ଠାରୁ ନୂତନ ଭାବେ +୨ ମୂଲ୍ୟାୟନ କେନ୍ଦ୍ର ରାଜ୍ୟ ସରକାର ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଖୋଲା ଯାଇଛି।କନ୍ଧମାଳ ଜିଲ୍ଲାରେ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଫୁଲବାଣୀରେ ଏକମାତ୍ର ମୂଲ୍ୟାୟନ କେନ୍ଦ୍ର ରହିଥିଲା, ଯାହାକି ବାଲିଗୁଡ଼ାରୁ ଫୁଲବାଣୀର ଦୂରତା ୮୨ କି.ମି. ପୁଣି ଘାଟୀ ରାସ୍ତା।ଏ Continue Reading
Odisha News
ମାଲକାନଗିରି, ୩୦/୧: କିଛିଦିନର ବ୍ୟବଧାନ ପରେ ମାଓବାଦୀମାନେ ପୁଣି ରକ୍ତମୁଖା ହୋଇପଡ଼ିଛନ୍ତି।ସୁରକ୍ଷା ବାହିନୀର ଶିବିର ଉପରେ ସେମାନେ ଆକ୍ରମଣ କରିଛନ୍ତି। ଛତିଶଗଡ଼ର ବିଜାପୁର-ସୁକମା ସୀମାରେ ୩ ଯବାନ୍ ସହିଦ ହୋଇଛନ୍ତି। ଆକ୍ରମଣରେ ଅନ୍ୟ ୧୪ ଜଣ ଯବାନ ଆହତ ହୋଇଛନ୍ତି।ସୂଚନା ଅନୁସାରେ ବିଜାପୁର-ସୁକମା ସୀମାନ୍ତ ଜୋନାଗୁଡ଼ା ଓ ଅଲୀଗୁଡ଼ା ନିକଟରେ ନକ୍ସଲମାନଙ୍କର ଉପସ୍ଥିତି ନେଇ ଯବାନମାନେ ଶିବିର ଲଗାଇବା ସହିତ ସ୍ଥାନୀୟ ଜଙ୍ଗଲରେ ସର୍ଚ୍ଚ ଅପରେସନ Continue Reading
Odisha News
ଭୁବନେଶ୍ୱର,୩୦/୧ : ରାଜଧାନୀ ଭୁବନେଶ୍ୱରର ଅଶୋକ ନଗରରେ ଥିବା ଏକ ହୋଟେଲରୁ ଜଣେ ସିଆରପିଏଫ ଯବାନଙ୍କ ଝୁଲନ୍ତା ମୃତଦେହ ମିଳିଛି। ମୃତକଙ୍କ ନାଁ ମୀର ସିଂହ (୪୨)। ତାଙ୍କଘର ରାଜସ୍ଥାନରେ। ସିଆରପିଏଫ ପକ୍ଷରୁ ତାଙ୍କୁ ଝାଡଖଣ୍ଡରେ ମୁତୟନ କରାଯାଇଥିଲା।ମିଳିଥିବା ସୂଚନା ଅନୁସାରେ ସେ ଜାନୁଆରୀ ୨୬ ତାରିଖରେ ଆସି ଏହି ହୋଟେଲରେ ରହିଥିଲେ। କେଉଁ କାରଣରୁ ତାଙ୍କର ମୃତ୍ୟୁ ହୋଇଛି ତାହା ଜଣାପଡି ନାହିଁ। ସେ ଆତ୍ମହତ୍ୟା କରିଛନ୍ତି ନାଁ ତାଙ୍କୁ ହତ୍ୟା କରାଯାଇଛି, Continue Reading
Odisha News
ଭୁବନେଶ୍ୱର, ୩୦/୧: ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ । ମାଲକାନଗିରିରେ ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ ସଂଜୟ ମହାନ୍ତିଙ୍କ ଘର ଓ କାର୍ଯ୍ୟାଳୟରେ ଏକକାଳୀନ ଚଢ଼ାଉ ହୋଇଛି ।ଚଢ଼ାଉ ବେଳେ ଭଡ଼ା ଘରୁ ୧ଲକ୍ଷ ୧୫ହଜାର ଟଙ୍କା ନଗଦ ଜବତ କରିଛି ଭିଜିଲାନ୍ସ । ଏହାସହ ଗୋଟିଏ କାର ଓ ବାଇକ ବି ଜବତ ହୋଇଛି । ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ୭ଟି ସ୍ଥାନରେ ଚଢ଼ାଉ କରୁଛି ।ମାଲକାନଗିରିର ଭଡ଼ାଘର ଓ କାର୍ଯ୍ୟାଳୟ […]Continue Reading
Top Stories
By Our Correspondence Odisha, Jan 30 :  The Indian Chamber of Commerce (ICC), a leading industry body in Odisha, marked a significant milestone by successfully organizing its Industry-Startup 1st Cohort at Bhubaneswar Club. The event, held under the theme “Creating an Industry-Startup Eco-system for Odisha,” brought together key players from various Continue Reading
Odisha News
ଗଂଜାମ, ୩୦/୧ : ପୁରୀ ପରେ ଗଂଜାମ ଜିଲ୍ଲାର ସୁନାପୁର ବିଚକୁ ମିଳିଲା ଅନ୍ତର୍ଜାତୀୟ ବ୍ଲୁ ଫ୍ଲାଗ ବିଚର ମାନ୍ୟତା । ଏନେଇ ନିଜ ସୋଶାଲ ମିଡିଆ ହ୍ୟାଣ୍ଡଲ ଏକ୍ସରେ ଫଟୋ ସେୟାର କରିବା ସହ ଖୁସିବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।ପରିବେଶ ମାନ, ପରିଷ୍କାର ପରିଚ୍ଛନ୍ନତା ଓ ପର୍ଯ୍ୟଟକ ଅନୁକୁଳ ପରିବେଶ ଭଳି ଦିଗକୁ ଦେଖି ଏହି ମାନ୍ୟତା ପ୍ରଦାନ କରାଯାଇଛି । ବ୍ଲୁପ୍ଲାଗ ବିଚର ମାନ୍ୟତା ପାଇବା ପରେ ଏହା ପର୍ଯ୍ୟଟନ ଶିଳ୍ପର ଅଭିବୃଦ୍ଧିରେ […]Continue Reading