Home Articles posted by odadmin (Page 992)
Top Stories
By Our Correspondent Bhubaneswar  Jan. 27 :On 24th of January 2024 our State Government has come out with a very supportive, proactive, progressive and forward looking Odisha Public Procurement Preference Policy 2023 for Odisha Small Manufacturing Enterprises (OSMEs) to put them in the path of future. growth of the State.  After a long waiting period […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ ବାଲିଗୁଡା, ୨୭/୧: କନ୍ଧମାଳ ଜିଲ୍ଲା ବାଲିଗୁଡାହାସମାରୋହରେ ପାଳନ ହୋଇଯାଇଛି । ଏହି ଅବସରରେ ପ୍ରତ୍ୟୁଷରେ ସ୍ଥାନୀୟ ସୂଚନା ଓ ଲୋକ ସରେ ଉପଖଣ୍ଡ ସ୍ତରୀୟ ୭୫ତମ ସାଧାରଣତନ୍ତ୍ର ଦିବସ ମହୋତ୍ସବ ବାଲିଗୁଡା ସ୍ଥିତ ମିନିଷ୍ଟାଡିୟମ ଠାରେ ମମ୍ପର୍କ ବିଭାଗ ତରଫରୁ ସମଗ୍ର ସହରରେ ରାମଧୁନ ପରିବେଷଣ ସହ ସକାଳ ୭ଟା ରେ ଟାଉନର ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ ତଥା ଶିକ୍ଷାନୁଷ୍ଠାନ ମାନଙ୍କରେ ଜାତୀୟ ପତାକା ଉତ୍ତୋଳନ Continue Reading
Top Stories
ନୂଆଦିଲ୍ଲୀ/ଭୁବନେଶ୍ୱର,୨୭/୧: ଲୋକସଭା ନିର୍ବାଚନ ପାଇଁ ଏବେ ବିଜେପି ଏହାର ରଣନୀତି ପ୍ରସ୍ତୁତ କରୁଥିବାବେଳେ ଆଜି ବିଭିନ୍ନ ରାଜ୍ୟ ପାଇଁ ପ୍ରଭାରୀ ଓ ସହ ପ୍ରଭାରୀଙ୍କ ନାମ ଘୋଷଣା କରିଛି ।ଓଡ଼ିଶାର ପ୍ରଭାରୀ ଭାବେ ରାଜ୍ୟସଭା ସାଂସଦ ବିଜୟପାଲ ସିଂହ ତୋମାରଙ୍କୁ ଦାୟିତ୍ୱ ମିଳିଥିବାବେଳେ ସହ ପ୍ରଭାରୀ ଭାବେ ଲତା ଉସେଣ୍ଡିଙ୍କୁ ଦାୟିତ୍ୱ ଦିଆଯାଇଛି ।ସେହିପରି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଥିବା ବୈଜୟନ୍ତ ପଣ୍ଡାଙ୍କୁ ଉତ୍ତରପ୍ରଦେଶର ପ୍ରଭାରୀ ଭାବେ ଦାୟିତ୍ୱ Continue Reading
National News
Kerala,Jan 27 :  Amid escalating tensions between Kerala Governor Arif Mohammed Khan and the Student Federation of India (SFI), a student wing of the ruling CPI(M) party, the Union Home Ministry on Saturday granted Z+ security to Raj Bhavan and the Governor. This move came after the Governor’s roadside sit-in protest over a black flag […]Continue Reading
Odisha News
ସମ୍ବଲପୁର, ୨୭/୧: ଶେଷରେ ସବୁ ଅପେକ୍ଷାର ଅନ୍ତ ଘଟାଇ ମୁଖ୍ୟମନ୍ତ୍ରୀ ଆଜି ସମଲେଇ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି । ନିର୍ଦ୍ଧାରିତ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମଲେଇ ପ୍ରକଳ୍ପ ଯଜ୍ଞସ୍ଥଳରେ ପହଂଚିଥିଲେ ।ଭକ୍ତଙ୍କୁ ଦିବ୍ୟ ଅନୁଭବ ଦେବା ପାଇଁ ପ୍ରୟାସ ହୋଇଛି। ବିଶେଷ କରି ମନ୍ଦିର ସୁରକ୍ଷା, ବିକାଶ ଓ ଭକ୍ତଙ୍କ ସୁବିଧାକୁ ଗୁରୁତ୍ୱ ଦିଆଯାଇଛି।ତେବେ ସମଲେଶ୍ୱରୀ ପୀଠର ରୂପାନ୍ତରଣ ପ୍ରକଳ୍ପର ଲୋକାର୍ପଣ ପୂର୍ବରୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ Continue Reading
Odisha News
ଦେବଗଡ଼, ୨୭/୧ : ଅନ୍ଧାର ରାତିରେ କାନ୍ଥ ଭାଙ୍ଗି ଘରେ ପଶିଲା ଦନ୍ତା। ଶୁଣ୍ଢରେ ଉଠାଇ ମହିଳା ଦୁଇ ଜଣଙ୍କୁ କଚାଡି ମାରିଲା। ଦେବଗଡ଼ ବନାଞ୍ଚଳ ଲଇମୁରା ଫରେଷ୍ଟ ସେକ୍ସନରେ ଗତ ବିଳମ୍ବିତ ରାତିରେଏହି ଅଘଟଣ ଘଟିଛି। ମୃତକ ମହିଳା ଦ୍ୱୟ ହେଲେ ସୁରୁବାଲି କିସାନ ଓ ଖଇରି କିସାନ।ଗତ ବିଳମ୍ବିତ ରାତିରେ ସୁରୁବାଲି ଓ ଖଇରି ଘରେ ଶୋଇଥିଲେ। ଏହି ସମୟରେ ଏକ ଦନ୍ତା ହାତୀ କାନ୍ଥ ଭାଙ୍ଗି ଘର ଭିତରକୁ ପଶି ଆସିଥିଲା। ହାତୀଟିକୁ […]Continue Reading
Odisha News
ଭୁବନେଶ୍ୱର,୨୭/୧: ରାଜ୍ୟ ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ତଥା ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ଆଦିବାସୀ ମେଳା ୨୦୨୪ ଭୁବନେଶ୍ୱର ଆଦିବାସୀ ପ୍ରଦର୍ଶନୀ ପଡିଆରେ ଆରମ୍ଭ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନସ ମାଧ୍ୟମରେ ଉଦଘାଟନ କରିଥିଲେ।ଏଥିରେ ଜନଜାତିଙ୍କଦ୍ୱାରା ପ୍ରସ୍ତୁତ ଓ ସଂଗୃହୀତ କଳା ସାମଗ୍ରୀ, ଲଘୁ ବନଜାତ ଦ୍ରବ୍ୟ, କୃଷିଜାତ ଦ୍ରବ୍ୟ ଏବଂ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର Continue Reading
Odisha News
ଦଶପଲ୍ଲା, ୨୭/୧: ପିକନିକ ଯିବାବେଳେ ବସକୁ ଧକ୍କା ଦେଲା ଟ୍ରକ ଜ୍ଝ ଆଉ ଏହି ଦୁର୍ଘଟଣାରେ ୩ ଜଣ ଛାତ୍ରଙ୍କର ମୃତ୍ୟୁ ହୋଇଯାଇଛି । ନୟାଗଡ ଜିଲ୍ଲା ଦଶପଲ୍ଲା ଶାଳଭଙ୍ଗା ଜଙ୍ଗଲ ରାସ୍ତାରେ ଏହି ଦୁର୍ଘଟଣା ଘଟିଛି ।ଦଶପଲ୍ଲାର ଏକ ଘରୋଇ ଶିକ୍ଷାନୁଷ୍ଠାନର ୫୦ରୁ ଅଧିକ ଛାତ୍ରଛାତ୍ରୀ ପିକନିକ୍ କରିବାକୁ ବଲାଙ୍ଗିର ଜିଲ୍ଲା ହରିଶଙ୍କରକୁ ଯାଉଥିଲେ। ତେବେ ବୁଗୁଡ଼ା ନିକଟ ଶାଳଭଙ୍ଗା ଜଙ୍ଗଲ ରାସ୍ତାରେ ଏକ ଟ୍ରକ ସହ ବସ୍ଟି ପିଟି ହୋଇଥିଲା।ଫଳରେ ଘଟଣାସ୍ଥଳରେ ୨ଜଣ ଏବଂ Continue Reading