Home Articles posted by odadmin (Page 996)
Odisha News
ଭୁବନେଶ୍ବର,୨୪/୧ : ଶିମିଳିପାଳ ଅଭୟାରଣ୍ୟରେ କଳାବାଘ ସଫାରୀ ହେବ। ପର୍ଯ୍ୟଟକମାନଙ୍କୁ ସଫାରୀ ଭିତରେ କଳାବାଘ ଦେଖିବାର ନିଆର ସୁଯୋଗ ମିଳିବ। ରାଜ୍ୟ ସରକାର ଏଥିପାଇଁ ପଦକ୍ଷେପ ନେବାକୁ ଯାଉଛନ୍ତି।ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଏହି ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ମୟୂରଭଂଜ ଜିଲ୍ଲାର ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପରିସରରେ କଳାବାଘ ସଫାରୀ କରାଯିବ। ପର୍ଯ୍ୟଟକ ଓ ଦର୍ଶକମାନେ ଏହି ବିରଳ Continue Reading
Odisha News
ମୟୂରଭଞ୍ଜ,୨୪/୧ : ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଘାଟିରେ ପୁଣି ଥରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା। ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ଯାତ୍ରା ପାର୍ଟି ଟ୍ରକ୍। ଏହି ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ ଜଣ ଗୁରୁତର ହୋଇଛନ୍ତି। ଦୁର୍ଘଟଣାର ଶିକାର ହୋଇଥିବା ଗାଡ଼ିଟି ଧଉଳି ଗଣନାଟ୍ୟର।ଲାଇଟ୍ ଓ ବକ୍ସ ଆଦି ସରଞ୍ଜାମ ଭର୍ତ୍ତି କରି ଧଉଳି ଗଣନାଟ୍ୟର କର୍ମଚାରୀ ଆଜି ସକାଳେ ଏକ ଟ୍ରକ୍ରେ ରାଇରଙ୍ଗପୁରରୁ ଜଳେଶ୍ୱର ଅଭିମୁଖେ ଯାଉଥିଲେ। ଗାଡ଼ିଟି Continue Reading
Odisha News
କଟକ, ୨୪/୧ : କଟକ ଝଉଈର ଜରୁରୀକାଳୀନ ଅଧିକାରୀ ଡାକ୍ତର ଭୁବନାନନ୍ଦ ମହାରଣାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ହୋଇଥିଲା।ଭୁବନାନନ୍ଦ ମହାରଣା ମସ୍ତିଷ୍କାଘାତରେ ପୀଡ଼ିତ ହେବା ପରେ,ଏସସିବି ନ୍ୟୁରୋ ସର୍ଜରୀ ବିଭାଗରେ ଚିକିତ୍ସାଧୀନ ଥିଲେ। ତାଙ୍କର ବ୍ରେନ ସର୍ଜରୀ ପରେ ଆଇସିୟୁରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ଗତକାଲି ରାତିରେ ତାଙ୍କର ପରଲୋକ ହୋଇଛି। ଏହି ଦୁଃଖଦ ଖବର ପାଇ ବହୁ ଡାକ୍ତର ଓ ଶୁଭେଚ୍ଛୁଙ୍କ ସୁଅ ଛୁଟିଥିଲାନିଜର କାର୍ଯ୍ୟ Continue Reading
National News
NEW DELHI, JAN 24 : Hours after after Congress leaders were booked for “wanton acts of violence” by the Assam Police, Congress president Mallikarjun Kharge wrote to Home Minister Amit Shah on “security issues” faced by party leader Rahul Gandhi during the Assam leg of the Bharat Jodo Nyay Yatra. In a letter, Kharge called […]Continue Reading
Top Stories
ଭୁବନେଶ୍ବର, ୨୪/୧: ଗତକାଲି ରାତିରେ ଭୁବନେଶ୍ବର ଓ କଟକ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ବେଳେ ଆଜି କୋହଲା ପାଗ ପରିଲକ୍ଷିତ ହୋଇଛି। ଦ୍ବୈତ ନଗରୀ ଭୁବନେଶ୍ବର-କଟକରେ ହାଲୁକା ବର୍ଷା ଲୋକଙ୍କୁ ଯାତାୟତରେ ଅସୁବିଧା ସୃଷ୍ଟି କରିଛି। ଆଜି ସକାଳୁ ଉତ୍ତର ଓଡ଼ିଶା ସମେତ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ଦେଖିବାକୁ ମିଳିଛି। ଗୁରୁଚାପ ବଳୟ ପ୍ରଭାବରେ ରାଜ୍ୟରେ କୋହଲା ପାଗ ଲାଗି ରହିଛି।ଆଜି ଓ ଆସନ୍ତାକାଲି ରାଜ୍ୟର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୪/୧: ଜୀବନରେ ପ୍ରତ୍ୟେକଙ୍କ ପାଇଁ କଠିନ ପରିଶ୍ରମ ହିଁ ସଫଳତାର ମାପକାଠି ହୋଇଥାଏ ବୋଲି ଆଜି ଫାଇଭ-ଟି ଅଧ୍ୟକ୍ଷ ଶ୍ରୀ ଭି କେ: ପାଣ୍ଡିଆନ , ଗଜପତି ଜିଲ୍ଲା ଗସ୍ତରେ ଆସି ପାରଳାଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ “ନୂଆ-ଓ” ଉତ୍ସବ କାର୍ଯ୍ୟକ୍ରମରେ ଯୋଗ ଦେଇ ବିଭିନ୍ନ ମହାବିଦ୍ୟାଳୟର ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇ ଏହା କହିଛନ୍ତି ।ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଆୟୋଜିତ ଏହି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା ,୨୪/୧: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ଥାନା ପୁଲିସ ମଙ୍ଗଳବାର ଦୁଇ ଜଣ ଫେରାର ଆସାମୀକୁ ୱାରେଣ୍ଟ ବଳରେ ଗିରଫ କରି କୋର୍ଟ ଚାଲାଣ କରିଛି । ପ୍ରକାଶ ଯେ, ୨୦୦୮ କନ୍ଧମାଳ ଦଙ୍ଗା ମାମଲାରେ ସମ୍ପୃକ୍ତ ରହିଥିବା ଅଭିଯୋଗରେ ଦୁର୍ଗାପଙ୍ଗା ଗ୍ରାମର ନରସିଂହ ବଣିଆ ଜିଆର କେଶ ନଂ.୨୧୪/୦୮ ପ୍ରକାରେ ଏବଂ ସୁବର୍ଣ୍ଣଗିରି ଗ୍ରାମର ଆନନ୍ଦ ଚନ୍ଦ୍ର ବେରୁକ ଓରଫ ଟୁନା କେଶ ନଂ.୩୭/୧୪ ପ୍ରକାରେ Continue Reading
Top Stories
By Pramod Sahukar Cuttack, Jan. 23: Shailabala Women’s Autonomous College, Cuttack organised a National Seminar on “Odia Folk Art and Folk Culture” on January 21 and 22 to nurture and promote the linguistic treasure in Odia Language, as per the momentous decision of the 3rd Heritage Cabinet Meeting on December 19, 2023, of the Department […]Continue Reading
Top Stories
By Susant Kumar Dalai Bhubaneswar, Jan 23: AIIMS Bhubaneswar on Tuesday conducted a successful experimental trial of utilising drones to provide superior healthcare services in Odisha. The Drone completed the successful journey of 120 kms from AIIMS Bhubaneswar to CHC Tangi in just 1.10 hours, carrying the essential blood supplies weighing around 2kg, without encountering Continue Reading