ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୩/୧: ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ଦେଶଭକ୍ତ, ମୁକ୍ତି ସଂଗ୍ରାମର ଅବିସ୍ମରଣୀୟ ଯୋଦ୍ଧା ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଉତ୍ସବ କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ମହାସମାରୋହରେ ପାଳିତ ହୋଇଯାଇଛି ।ଏହି ଅବସରରେ ସ୍ଥାନୀୟ ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲରେ ନେତାଜୀ ଜୟନ୍ତୀ ଓ ଚିତ୍ରକଳା ପ୍ରଦର୍ଶନୀ ଆୟୋଜନ ହୋଇଥିଲା ।ଏଥିରେ ସମ୍ମାନିତ ଅତିଥି ଭାବେ Continue Reading
BY AKSHYA ROUT JAJPUR,JAN 23 : National Girl Child Day reminds us that it is our responsibility to give our girls the importance they deserve and work together for their happier lives. National Girl Child Day To raise awareness against pre-natal sex determination and gender-selective abortion, every year January 24 is marked as National Girl […]Continue Reading
ପାରଳାଖେମୁଣ୍ଡି, ୨୩/୧: ୫ଟି ତଥା ଆମ ଓଡ଼ିଶା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି କାର୍ତ୍ତିକ ପାଣ୍ଡିଆନ ଆଜି ଦିନିକିଆ ଗଜପତି ଗସ୍ତ କରିଛନ୍ତି। ସେ ଜିଲ୍ଲା ମୁଖ୍ୟାଳୟ ପାରଳାଖେମୁଣ୍ଡିସ୍ଥିତ ଗଜପତି ଷ୍ଟାଡିୟମରେ ନୂଆ-ଓ କାର୍ଯ୍ୟକ୍ରମରେ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ସଫଳତାର ଟିପ୍ସ ଦେଇଛନ୍ତି।ସେ ଛାତ୍ରଛାତ୍ରୀଙ୍କୁ ଜୀବନରେ ସଫଳ ହେବା ପାଇଁ ମନ୍ତ୍ର ଦେଇଛନ୍ତି। ପାଠପଢା ସହ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଥିବା ଅନ୍ତର୍ନିହିତ ପ୍ରତିଭାର ବିକାଶ ଉପରେ ଗୁରୁତ୍ବାରୋପ Continue Reading
କେନ୍ଦୁଝର, ୨୩/୧ : ଅଣ୍ଡରଗ୍ରାଉଣ୍ଡ ଡ୍ରେନେଜ୍ ପାଇଁ ଡିଆଇ ପାଇପ ଲାଇନ୍ ବିଛାଇବା କାର୍ଯ୍ୟ ଚାଲିଥିବା ବେଳେ ମାଟି ଅତଡ଼ା ଧସି ପଡ଼ିବାରୁ ୨ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି।କେନ୍ଦୁଝର ଜିଲ୍ଲା ଯୋଡ଼ା ଥାନା କମାରଯୋଡ଼ା ଅଞ୍ଚଳରେ ଆଜି ଅପରାହ୍ନରେ ଘଟିଛି ଏହି ଘଟଣା।ମୃତକ ଦ୍ୱୟ ହେଉଛନ୍ତି- ଚରଣ ଲୋହାର ଓ ଅର୍ଜୁନ ଲୋହାର। ସେମାନେ ଯୋଡ଼ାର ତଲକ ହଟିଙ୍ଗ ଅଞ୍ଚଳର ବୋଲି ଜଣାପଡ଼ିଛି।ଏକ ଠିକା କମ୍ପାନୀ ଦ୍ୱାରା ଅଣ୍ଡରଗ୍ରାଉଣ୍ଡ ଡ୍ରେନେଜ୍ ପାଇଁ ଡିଆଇ ପାଇପ ଲାଇନ୍ Continue Reading
By Our Correspondent Bhubaneswar, Jan 23: A SERB Accelerate Vigyan sponsored High-end Workshop on “Powder metallurgy based Research for Advancements In Science and Engineering (PRAISE)”-2024, Kickstarts today at SS Bhatnagar Hall, CSIR-IMMT Bhubaneswar. This workshop will continue till 27th January 2024. The workshop was inaugurated by Hon’ble Chief Guest Prof. Continue Reading
କଟକ,୨୩/୧: ସାଧାରଣ ନିର୍ବାଚନ ପୂର୍ବରୁ କଂଗ୍ରେସ ତାର ଘର ସଜଡ଼ା ଆରମ୍ଭ କରି ଦେଇଛି । ମଙ୍ଗଳବାର ୩ ବରିଷ୍ଠ ନେତାଙ୍କ ଉପରୁ କଂଗ୍ରେସ ନିଲମ୍ବନ ଆଦେଶ ଉଠାଇଛି। ସେମାନେ ହେଲେ, କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍, ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ।ସେହିପରି କୃଷ୍ଣଚନ୍ଦ୍ର ସରଗରିଆଙ୍କ ଉପରୁ ମଧ୍ୟ ସସ୍ପେଣ୍ଡ ହଟାଯାଇଛି। ଏନେଇ କଂଗ୍ରେସ ପ୍ରଭାରୀ ଅଜୟ କୁମାର ସୂଚନା ଦେଇଛନ୍ତି।ଅନ୍ୟପକ୍ଷେ ପ୍ରଭାରୀ ଅଜୟ କୁମାରଙ୍କୁ ମୋକିମ୍ ଏବଂ ଚିରଞ୍ଜିବ Continue Reading
ଭବାନୀପାଟଣା, ୨୩/୪ : ଭବାନୀପାଟଣା ସହିଦ ରେଣ୍ଡୋ ମାଝୀ ସରକାରୀ ମେଡିକାଲ କଲେଜରେ ନିଆଁ ଲାଗିଯାଇଛି। ସ୍ତ୍ରୀ ରୋଗ ଓ ପ୍ରସୂତି ବିଭାଗରେ ନିଆଁ ଲାଗିଥିବା ସୂଚନା ମିଳିଛି। ନିଆଁରେ ଡାକ୍ତରଖାନାର ଆସବାବପତ୍ର ସବୁ ପୋଡ଼ି ନଷ୍ଟ ହୋଇ ଯାଇଛି। ଏଥିରେ କେହି ମୃତାହତ ହୋଇନାହାନ୍ତି।ଗତକାଲି ବିଳମ୍ବିତ ରାତିରେ ଗଉଐ କୋଠାର ଚତୁର୍ଥ ମହଲାରେ ହଠାତ୍ ନିଆଁ ଲାଗିଯାଇଥିଲା ଧୁଆଁ ଦେଖି ରୋଗୀ ଚିତ୍କାର କରିଥିଲେ। ତୁରନ୍ତ ରୋଗୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଥିଲା। Continue Reading
Ayodhya, Jan 23 : In a historic moment for devotees across the nation, the doors of the newly consecrated Ram Mandir in Ayodhya have been opened to the public today, January 23. The grand opening comes after an elaborate ‘Pran Pratishtha’ ceremony that took place on Monday, which saw Prime Minister Narendra Modi among the […]Continue Reading
ଭୁବନେଶ୍ୱର,୨୩/୧: ଭୁବନେଶ୍ୱରର ବାଣୀବିହାର ଓଭରବ୍ରିଜ ଉପରେ ମଙ୍ଗଳବାର ସକାଳୁ ଏକ ଦୁର୍ଘଟଣା ଘଟିଛି। ଙଝଜଞଉ ବସ୍କୁ ପଛରୁ ଏକ ଘରୋଇ ବସ୍କୁ ଧକ୍କା ଦେଇଛି ଘରୋଇ ବସ। ଏହି ଦୁର୍ଘଟଣାରେ ଏକାଧିକ ଯାତ୍ରୀ ଆହତ ହୋଇଛନ୍ତି।ବସଟି ଯାତ୍ରୀଙ୍କୁ ଉଠାଇବା ପାଇଁ ସାଇଟ୍ କରୁଥିବାବେଳେ ଏହି ଦୁର୍ଘଟଣା ଘଟିଛି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘରୋଇ ବସ୍ର ବ୍ରେକଫେଲ ହୋଇଯିବା ଯୋଗୁ ଏଭଳି ଦୁର୍ଘଟଣା ଘଟିଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।Continue Reading
Madhya Pradesh,Jan 23 : A female cheetah at the Kuno National Park in Madhya Pradesh has given birth to three cubs. The information was confirmed by Central Minister of Environment Bhupendra Yadav, who posted on X about the same. “Kuno’s new cubs! Namibian Cheetah named Jwala has given birth to three cubs. This comes just […]Continue Reading




