Home Archive by category Birthday Wedding Day & Anniversary

Birthday Wedding Day & Anniversary

Birthday Wedding Day & Anniversary Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୭/୮: ପାରଳାଖେମୁଣ୍ଡି ସ୍ଥିତ ଜବାହର ନବୋଦୟ ବିଦ୍ୟାଳୟରେ ଦୀର୍ଘ କାଳ ଧରି ଓଡ଼ିଆ ଶିକ୍ଷକ ଭାବେ ଶିକ୍ଷକତା କରି ଆସୁଥିବା ଗଞ୍ଜାମ ଜିଲ୍ଲାର ଚିକିଟି ବ୍ଲକ ଅନ୍ତର୍ଗତ ସୁରଳ ଗ୍ରାମର ବଡ଼ସାହି ଠାରେ ଜନ୍ମ ଗ୍ରହଣ କରିଥିବା ଶ୍ରୀ ଡମ୍ବରୁ ଧର ବେହେରାଙ୍କୁ ଓଡ଼ିଶା ସାହିତ୍ୟ ଏକାଡେମୀ , ଭୁବନେଶ୍ଵର ଆନୁକୁଲ୍ୟରେ ସନନ୍ଦ ପାତ୍ର ପ୍ରଦାନ କରାଯାଇଛି ।ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତୈଷିଣୀ ସମାଜ ସଭା ଗୃହ ଠାରେ Continue Reading
Birthday Wedding Day & Anniversary Odisha News
ଭୁବନେଶ୍ୱର ୧୭/୮: ରାଜ୍ୟରେ ଆହୁରି ୪ ଦିନ ଏମିତି ବନ୍ୟା ସ୍ଥିତି ଲାଗି ରହିବ । ଆଗାମୀ ୨୪ ଘଣ୍ଟା ରାଜ୍ୟ ପାଇଁ ବେଶ୍ ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ।ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ଏହି ବନ୍ୟା ଦ୍ୱାରା ମହାନଦୀ ସିଷ୍ଟମରେ ମଙ୍ଗଳବାର ଦୁଇଟି ଘାଇ ହୋଇଥିଲା । ବୁଧବାର ଆଉ ଦୁଇଟି ଘାଇ ହୋଇଛି । ଏବେ ଯାଏଁ ମୋଟ ୪ଟି ଘାଇ ହୋଇଛି । ୨୦୧୧ […]Continue Reading
Birthday Wedding Day & Anniversary Odisha News
ଭୁବନେଶ୍ୱର, ୯/୮ : ମଙ୍ଗଳବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୮୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୫ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୦୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୮୨ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୯୫୨୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ […]Continue Reading
Birthday Wedding Day & Anniversary Odisha News
ଭୁବନେଶ୍ୱର,୩୦/୭: ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳଙ୍କ ସଂପତ୍ତି ଆଟାଚ୍। କଟକର ଷ୍ଟେଟ ବ୍ୟାଙ୍କ ଶାଖାରେ ଥିବା ୨୫ ଲକ୍ଷ ଟଙ୍କା ଓ ନୋଇଡ଼ାରେ ଥିବା ଏକ ମିଡିଆ ଗ୍ରୁପର ସଂପତ୍ତି ମିଶି ମୋଟ ୩ କୋଟି ୯୨ ଲକ୍ଷ ଟଙ୍କାର ସଂପତ୍ତି ଆଟାଚ୍ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ।ମନି ଲଣ୍ଡରିଂ ଆକ୍ଟ ଅନୁସାରେ ଇଡି ଏହି ପଦକ୍ଷେପ ନେଇଥିବା ଜଣାପଡ଼ିଛି। ଅଣ ବ୍ୟାଙ୍କିଂ ସଂସ୍ଥା ଜରିଆରେ ଟଙ୍କା ଆଦାୟ କରିଥିବାରୁ ଏହି ସଂପତ୍ତି ଆଟାଚ୍ କରାଯାଇଥିବା ଇଡି Continue Reading
Seo wordpress plugin by www.seowizard.org.