Home Archive by category Odisha News

Odisha News

Odisha News
ପୁରୀ,୯/୫: ଅପରେଶନ ସିନ୍ଦୂରର ପ୍ରଭାବରେ ଥରହର ହୋଇପଡିଛି ପାକିସ୍ତାନ। ଗୁରୁବାର ରାତିସାରା, ଜମ୍ମୁ, ପଠାନକୋଟ ଏବଂ ଉଧମପୁରର ଅନ୍ତର୍ଜାତୀୟ ସୀମାରେ ପାକିସ୍ତାନରୁ ଡ୍ରୋନ ଏବଂ ମିଶାଇଲ ଦ୍ୱାରା ଟାର୍ଗେଟ କରାଯାଇଥିଲା।କିନ୍ତୁ ଭାରତର ୩ ସେନା ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଥିଲେ। ଝ-୪୦୦ ଭଳି ବାୟୁ ପ୍ରତିରକ୍ଷା ପ୍ରଣାଳୀ ସାରା ରାତି କାମ କରିଥିଲା ଏବଂ ପାକିସ୍ତାନର ଆକ୍ରମଣର ପ୍ରତ୍ୟେକ ପ୍ରୟାସକୁ ତୁରନ୍ତ ନିଷ୍କ୍ରିୟ କରାଯାଇଥିଲା।ଏହି ପରିପ୍ରେକ୍ଷୀରେ ପୁରୀ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୯/୫: କନ୍ଧମାଳ ଜିଲ୍ଲା ବାଲିଗୁଡା ଅଦାଲତ ପରିସରରେ ତାଲୁକ ଆଇନ ସେବା ସମିତି ଆନୁକୂଲ୍ୟରେ ଚଳିତ ମାସ ୧୦ ତାରିଖ ଶନିବାର ଦିନ ଦ୍ବିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୫ ଅନୁଷ୍ଠିତ ହେବ।ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରଧିନ ମକଦ୍ଦମା ଯଥା ଫୌଜଦାରି (ସାଲିସ ଯୋଗ୍ୟ), ଚେକ ବାଉନ୍ସ ମାମଲା, ବ୍ୟାଙ୍କ ରଣ ମାମଲା, ମୋଟର ଦୁର୍ଘଟଣା ଜନିତ କ୍ଷତିପୂରଣ, ଶ୍ରମ ଓ ନିଯୁକ୍ତି ବିବାଦ, Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୯/୧୦: ଗୁରୁବାର ସକାଳ ଘ. ୮.୩୦ ମିନିଟ ସମୟରେ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ବିଶ୍ବ ରେଡକ୍ରସ ଦିବସ ପାଳିତ ହୋଇ ଯାଇଛି । ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।ଏହି ବୈଠକ ରେ ବିଭିନ୍ନ ବିଭାଗର ଜ଼ିଲ୍ଲା ସ୍ତରୀୟ ଅଧିକାରୀ, ବିଭିନ୍ନ ମହାବିଦ୍ୟାଳୟ ର ଛାତ୍ର ଛାତ୍ରୀ, ଜ଼ିଲ୍ଲାପାଳଙ୍କ କାର୍ଯ୍ୟାଳୟ ର ସମସ୍ତ ଡେପୁଟି କଲେକ୍ଟର, ସହକାରୀ ଜ଼ିଲ୍ଲାପାଳ, Continue Reading
Odisha News
ଭୁବନେଶ୍ୱର, ୮/୫: ଓଡ଼ିଶା ସରକାର ଭୁବନେଶ୍ୱରରେ ଏକ ଅତ୍ୟାଧୁନିକ ସାଇନ୍ସ ସିଟି ପ୍ରତିଷ୍ଠା କରିବାକୁ ଘୋଷଣା କରିଛନ୍ତି। ଏହି ଯୋଜନାର ଲକ୍ଷ୍ୟ ବୈଜ୍ଞାନିକ ବିକାଶକୁ ପ୍ରୋତ୍ସାହିତ କରିବା ଏବଂ ୨୦୩୬ ସୁଦ୍ଧା ଏକ ବିକଶିତ ଓଡ଼ିଶାର ବ୍ୟାପକ ଦୃଷ୍ଟିକୋଣକୁ ପ୍ରୋତ୍ସାହିତ କରିବା।ଗୁରୁବାର ଦିନ ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏହି ଘୋଷଣା କରିଛନ୍ତି।ସେ କହିଛନ୍ତି ଯେ, ପ୍ରସ୍ତାବିତ ସାଇନ୍ସ ସିଟି ବିଜ୍ଞାନ ଏବଂ Continue Reading
Odisha News
ଭୁବନେଶ୍ୱର,୮/୫ : ଭାରତ ଓ ପାକିସ୍ତାନ ମଧ୍ୟରେ ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତି ଉପୁଜିଥିବାରୁ ସବୁଠି ହଇଚଇ ସୃଷ୍ଟି ହୋଇଛି । ଏନେଇ ଭାରତର ସବୁ ରାଜ୍ୟରେ ସତର୍କ ସୂଚନା ଜାରି କରାଯାଇଛି । ଯୁଦ୍ଧ ପାଇଁ ରାଜ୍ୟ ଓଡ଼ିଶା ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି ବୋଲି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି । ଏନେଇ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି ଯେ, ” ଯେକୌଣିସି ପରିସ୍ଥିତି ହେଲେ ବି ଆମ ରାଜ୍ୟ ପୂରା […]Continue Reading
Odisha News
UTTARAKHAND,MAY 8 : Five people died, and two others were injured after a private chopper, heading towards Gangotri, crashed in Uttarakhand’s Uttarkashi district around 9 AM. Local residents and police reached the site soon after the crash. According to initial reports, around seven passengers were on board, and two individuals have been reported injured. In […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୮/୫: ଜଙ୍କିଆ ପୋଲିସକୁ ମିଳିଛି ବଡ ସଫଳତା । ସ୍ଥାନୀୟ ଅଂଚଳରେ ଏଟିଏମ୍ ରୁ ଲୁଟ କରୁଥିବା ପଶ୍ଚିମବଙ୍ଗର ୩ଜଣ ଲୁଟେରାଙ୍କୁ ଗିରଫ କରିଛି ପୋଲିସ ।ଗିରଫ ଲୁଟେରା ମାନଙ୍କ ଠାରୁ ବିଭିନ୍ନ ବ୍ୟାଙ୍କର ୫୧ଟି ଏଟିଏମ କାର୍ଡ ନଗଦ ୧,୨୦,୦୦୦,(ଏକଲକ୍ଷ କୋଡିଏ ହଜାର)ଟଙ୍କା ଦୁଇଟି ମୋବାଇଲ ବୋଲି ଆଜି ପୁଲିସ ମୁଖ୍ୟାଳୟରେ ସାମ୍ବାଦିକ ସମ୍ମିଳନୀରେ ଏସପି ସାଗରିକା ନାଥ ସୂଚନା ଦେଇଛନ୍ତି ।ସୂଚନାରୁ ଜଣାପଡିଛି ଗିରଫ ୩ଜଣ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୮/୫ : ବୁଧବାର ଦିନ ସକାଳ ଘ. ୯.୩୦ ମି. ସମୟରେ । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହ ଠାରେ ବୌଦ୍ଧ ଜିଲ୍ଲା ରାଜସ୍ୱ ସମ୍ପର୍କୀତ ବୈଠକ ଅନୁଷ୍ଠିତ ହୋଇ ଯାଇଛି ।ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଉପ -ଜିଲ୍ଲାପାଳ ପ୍ରବୀଣ କୁମାର ବାଣୁଆ, ସମସ୍ତ ତହସିଲଦାର, ଅତିରିକ୍ତ ତହସିଲଦାର, ଡେପୁଟି କଲେକ୍ଟର (ରାଜସ୍ୱ) ଶୁଭେନ୍ଦୁ କୁମାର ଜେନା, ସହକାରୀ ଜ଼ିଲ୍ଲାପାଳ (ରାଜସ୍ୱ) Continue Reading
Odisha News
ଭୁବନେଶ୍ୱର,୭/୫: ଅପରେଶନ ‘ସିନ୍ଦୂର’ ନେଇ ଟୁଇଟ୍ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ତାଙ୍କ ଏକ୍ସ ଯୋଗେ ସେ ଲେଖିଛନ୍ତି,ଭାରତ ଏକତାର ସହ ଛିଡ଼ା ହୋଇଛି । ଆମ ସାହସୀ ସଶସ୍ତ୍ର ବାହିନୀଙ୍କୁ ସାଲ୍ୟୁଟ॥ ଆତଙ୍କବାଦ ବିରୋଧରେ ପ୍ରତ୍ୟେକ ଆକ୍ରମଣ ଏକ ବାର୍ତ୍ତା ଦେବ। ଆମ ସାର୍ବଭୌମତ୍ବକୁ ଆକ୍ରମଣ ସହ୍ୟ ହେବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଏକ୍ସରେ ଲେଖିଛନ୍ତିପାକିସ୍ତାନ ଓ ପାକ ଅଧିକୃତ କଶ୍ମୀର ଉପରେ ଥିବା ଆତଙ୍କୀ ଆଡ୍ଡା ଉପରେ ଭାରତର ମଧ୍ୟରାତି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୬/୫: କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ପାଟ୍ଟଖଣ୍ଡା ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା ପାଇଁ ଗାନ୍ଧୀ ଛକ ସ୍ଥିତ ମା ‘ବରାଳ ଦେବୀ ମନ୍ଦିର ଅସ୍ଥାୟୀ ମଣ୍ଡପରେ ଯଥାରିତି ନୀତି ଅନୁଯାୟୀ ପୂଜାର୍ଚନା ସହ ଅସ୍ଥାୟୀ ପୀଠ କୁ ପ୍ରତିଷ୍ଠା କରାଯାଇ ଯାତ୍ରାରମ୍ଭ ହୋଇଛି ।ଦେବୀ ଘଟ ଧାରିଣୀ ଙ୍କୁ ସଂକଳ୍ପ ଓ ବରଣ ପରେ ପ୍ରଚଳିତ ନିୟମାନୁଯାୟୀ ପ୍ରଥମେ ମା, ଦକ୍ଷିଣ କାଳୀ Continue Reading