Home Archive by category Odisha News (Page 101)

Odisha News

Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୧୩/୧ : ବନ୍ଦେ ମାତରମର ୧୫୦ ତମ ବାର୍ଷିକୀ ଅବସରରେ ଜିଲ୍ଲା ପ୍ରଶାସନ ଏବଂ ସଂସ୍କୃତି ବିଭାଗ ପକ୍ଷରୁ ଯାଜପୁର ଜିଲ୍ଲାର ବିଭିନ୍ନ ବିଦ୍ୟାଳୟ ଏବଂ ମହାବିଦ୍ୟାଳୟ ସ୍ତରରେ ସାମୂହିକ ବନ୍ଦେ ମାତରମ୍ ଗାନ କରାଯାଇଛି।ଏହି କ୍ରମରେ ଜାତୀୟ ଯୁବ ଦିବସ ତଥା ସ୍ଵାମୀ ବିବେକାନନ୍ଦଙ୍କ ଜୟନ୍ତୀ ଦିନ ସ୍ଥାନୀୟ ନରସିଂହ ଚୌଧୁରୀ ମହାବିଦ୍ୟାଳୟରେ ବନ୍ଦେ ମାତରମର ୧୫୦ ବର୍ଷ ପୂର୍ତ୍ତି ପାଳନ ଉଦ୍ଦେଶ୍ୟରେ ଏକ ବିଶେଷ କାର୍ଯ୍ୟକ୍ରମ ଆୟୋଜିତ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୩/୧ : ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ରାଗିଡି ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲଗୁନୀ ମାଝୀ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ସୁନିଲ କାନ୍ତ ମହାନ୍ତି , ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି Continue Reading
Odisha News
ଭୁବନେଶ୍ୱର,୧୨/୧: ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ଆଜି ୧୪ଟି ନୂତନ ଅଟଳ ବସ୍‌ଷ୍ଟାଣ୍ଡକୁ ଲୋକାର୍ପିତ କରିଛନ୍ତି। ୧୫୬.୫୩ କୋଟି ଟଙ୍କା ବ୍ୟୟରେ ଏହି ବସ୍‌ଷ୍ଟାଣ୍ଡଗୁଡିକ ରାଜ୍ୟର ୧୦ଟି ଜିଲାରେ ନିର୍ମିତ ହୋଇଛି। ପୂର୍ବରୁ ୫୫ଟି ଅଟଳ ବସ୍‌ଷ୍ଟାଣ୍ଡ ଲୋକାର୍ପିତ ହୋଇଛି। ଆଗାମୀ ଦିନରେ ରାଜ୍ୟର ସମସ୍ତ ଜିଲା, ଉପଖଣ୍ଡ, ପଞ୍ଚାୟତ ସମିତି ଓ ପୌରପାଳିକା ଗୁଡିକରେ ଅଟଳ ବସଷ୍ଟାଣ୍ଡ ପ୍ରତିଷ୍ଠା କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।ଆଜି ରାଜ୍ୟ ସଡକ Continue Reading
Odisha News
ଭୁବନେଶ୍ୱର, ୧୨/୧ : ୧୪୭ରୁ ୨୦୦ ହୋଇପାରେ ଓଡ଼ିଶା ବିଧାନସଭାର ସିଟ୍ ସଂଖ୍ୟା। ନୂଆ ବିଧାନସଭା ଗୃହ ଭତ୍ତିପ୍ରସ୍ତର ସ୍ଥାପନ ଅବସରରେ ଏନେଇ ବଡ଼ ସଙ୍କେତ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଧାନସଭାରେ ବର୍ତ୍ତମାନ ୧୪୭ ସିଟ୍ ରହିଛି, ଡିଲିମିଟେସନ୍‌ରେ ସିଟ୍ ବଢ଼ିପାରେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।ତେବେ ନୂଆ ବିଧାନସଭାରେ ୨ ଶହ ପାଖାପାଖି ବିଧାୟକ ରହିପାରନ୍ତି। ପ୍ରାୟ ୫୦ ପାଖାପାଖି ସିଟ୍ ବଢ଼ିବାର ସମ୍ଭାବନା ରହିଛି। ‘ଆଗାମୀ ୫୦/୧୦୦ Continue Reading
Odisha News
ରାୟଗଡ଼ା /ଗୁଣପୁର,୧୨/୧ : ରାୟଗଡ଼ା ଜିଲା ଗୁଣପୁର ସହର ନିକଟ ଲିମାମଡା ଗ୍ରାମ ମୁଖ୍ୟ ରାସ୍ତା ନିକଟରେ ବାଇକ ଦୁର୍ଘଟଣାରେ ଦୁଇ ସମ୍ପର୍କୀୟ ଭାଇ ମୃତ। ମୃତକ ଦୁଇ ଭାଇ ମୁନା କିମ୍ବାକା, କ୍ରିଷ୍ଣା କିମ୍ବାକା।ମୃତକମାନେ ହେଲେ ଗୁଡାରି ବ୍ଲକ କଦମା ପଞ୍ଚାୟତର ନିଲାଗୁଡା ଗ୍ରାମ ବୋଲି ଜଣାପଡିଛି। କୌଣସି କାମରେ ଗୁଣପୁର ଆସି ନିଜ ଘର ଅଭିମୁଖେ ଫେରୁଥିବା ବେଳେ ଲିମାମଡା ନିକଟ ମୁଖ୍ୟ ରାସ୍ତାରେ ଥିବା ବିଦ୍ୟୁତ୍ ଖୁଣ୍ଟରେ ଧକ୍କା ଦେଇଥିଲେ।ଘଟଣାସ୍ଥଳରୁ ଗୁରୁତର Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୧/୧ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ବ୍ଲକର ତେଙ୍ଗେଡ଼ାପଥର ଠାରେ ମାଁ ବରଳଦେବୀ ରାଜ୍ୟସ୍ତରୀୟ ଭଲିବଲ ଟୁର୍ନାମେଣ୍ଟ ଆଗାମୀ ଦିନରେ ଅନୁଷ୍ଠିତ ହେବା ନିମନ୍ତେ ସମାଜସେବୀ ପ୍ରଦୀପ କୁମାର ଡିଗାଲଙ୍କ ଆବାହନ କ୍ରମେ ଏକ ପ୍ରସ୍ତୁତି ବୈଠକ ଏଏମସିଏସ ମହାବିଦ୍ୟାଳୟ ନିକଟରେ ଅନୁଷ୍ଠିତ ହୋଇଯାଇଛି ।ଏଥି ସହ ଏକ ସ୍ଥାୟୀ କର୍ମକର୍ତ୍ତା ଚୟନ ମଧ୍ୟ କରାଯାଇଅଛି ଓ ଏଥିରେ ସର୍ବ ସମ୍ମତି Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୧୧/୧: ଇତି ମଧ୍ୟରେ ଅବସରପ୍ରାପ୍ତ ଦମକଳ କର୍ମଚାରୀ ସଂଘ୍ ବଲାଙ୍ଗିର ର ଅଷ୍ଟମତମ ବନ୍ଧୁମିଳନ ସ୍ଥାନୀୟ କଦଳିମୁଣ୍ଡା ଫରେଷ୍ଟ ନର୍ସରୀ ଠାରେ ଅନୁଷ୍ଠିତ ହୋଇଯାଇଛି।ସରକାରୀ କର୍ମଚାରୀ କର୍ମମୟ ଜୀବନ ପରେ ଅବସର କାଳୀନ ସମୟ ଅତିବାହିତ କରନ୍ତି।ଦୀର୍ଘ ସମୟଧରି କାର୍ଯ୍ୟରତ ଥିବା ମଣିଷ ଅବସର ନେଲା ପରେ ଏକା ଏକା ଜୀବନ ବଞ୍ଚିବା ର ଅଭ୍ୟାସ କରେ।ସେ ସମୟ ରେ ଚାକିରି ଜୀବନ ର ଅନେକ କଥା ମନେ ପଡେ।ନିଜ ସହ […]Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୧୧/୧: ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ, ଭାଷା, ସାହିତ୍ୟ, ସଂସ୍କୃତି ବିଭାଗ ଓ ଜିଲ୍ଲା ପ୍ରଶାସନର ମିଳିତ ସହଯୋଗରେ ଯାଜପୁର ଜିଲ୍ଲାର ଉଦୟଗିରି ବୌଦ୍ଧ ସ୍ଥଳଠାରେ ଦ୍ଵିତୀୟ ବୌଦ୍ଧ ଗୁରୁ ପଦ୍ମସମ୍ଭବଙ୍କ ପ୍ରାର୍ଥନା ସମାରୋହ ତଥା ଅନ୍ତର୍ଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ ହୋଇଛି।ଜାନୁଆରୀ ୧୧ ରୁ ୧୬ ତାରିଖ ଯାଏଁ ହେଉଥିବା ଏହି ବୌଦ୍ଧ ସମ୍ମିଳନୀରେ ଦେଶର ବିଭିନ୍ନ ବୌଦ୍ଧ ମଠ ତଥା ଦେଶ ବାହାରୁ ପ୍ରାୟ ୧୭୦୦ ରୁ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୧/୧ : ବୌଦ୍ଧ ଭାରତ ସରକାରଙ୍କ ଦ୍ୱାରା ୬୯ ତମ ୧୭ ବର୍ଷରୁ କମ ଜାତୀୟ ତୀରନ୍ଦାଜ ପ୍ରତିଯୋଗିତା ଜାନୁଆରୀ ୨୦୨୬ ତା ୬ ରିଖ ଠାରୁ ତା ୧୦ ରିଖ ପର୍ଯ୍ୟନ୍ତ ଝାରଖଣ୍ଡ ର ରାଞ୍ଚି ରେ ଆୟୋଜିତ ହୋଇଥିଲା ।ଏହି ତୀରନ୍ଦାଜ ପ୍ରତିଯୋଗିତାରେ ଓଡ଼ିଶାଦଳ ରେ ବୌଦ୍ଧଜିଲ୍ଲାର ଟେନିଶା ମେହେର ଭାଗ ନେବାସହ ଓଡ଼ିଶାରାଜ୍ୟ ଦଳ ଦ୍ୱିତୀୟ ସ୍ଥାନ ଅଧିକାର କରି ଓଡ଼ିଶାରାଜ୍ୟର ଗୌରବ ରଖିଛନ୍ତି । ଟେନିଶା ମେହେର […]Continue Reading
Odisha News
ସମ୍ବଲପୁର, ୧୧/୧ : ସହରବାସୀଙ୍କ ଦୀର୍ଘଦିନର ପିଇବା ପାଣି ସମସ୍ୟାକୁ ଦୃଷ୍ଟିରେ ରଖି ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବା ଉଦ୍ଦେଶ୍ୟରେ ୪୫୧ କୋଟି ୨୪ ଲକ୍ଷ ଟଙ୍କା ବ୍ୟୟରେ ଏକ ବୃହତ ୱାଟର ସପ୍ଲାଏ ପ୍ରକଳ୍ପର ଭିତ୍ତିପ୍ରସ୍ତର କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ପାନୀୟ ଜଳ ସମସ୍ୟାର ସମାଧାନ ସହ ଅଞ୍ଚଳବାସୀଙ୍କ ଜୀବନଧାରଣ ମାନରେ ଉନ୍ନତି ଆସିବ ବୋଲି ଦୁଇ ଦିନିଆ ସମ୍ବଲପୁର ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ଦ୍ୱିତୀୟ ଦିନରେ ରବିବାର ପ୍ରକଳ୍ପର Continue Reading