Home Archive by category Odisha News (Page 105)

Odisha News

Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର , ୨୫/୧୧ : ଭାରତର ଲୌହ ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳନ ପରିପ୍ରେକ୍ଷୀରେ ଯାଜପୁର ର ଧର୍ମଶାଳା ଠାରେ ଏକତା ପଦଯାତ୍ରା ଅନୁଷ୍ଠିତ ହୋଇଯାଇଅଛି।ଏକତା ଏବଂ ଦେଶପ୍ରେମର ବାର୍ତ୍ତା ବାଣ୍ଟିବାକୁ ଆୟୋଜିତ ଏହି ପଦଯାତ୍ରାଟି ନାକପୋଲ ଛକ ଠାରୁ ଆରମ୍ଭ ହୋଇ କାଏମା ପଡିଆ ଠାରେ ଶେଷ ହୋଇଥିଲା।ନାକପୋଲ ଠାରେ ଯାଜପୁର ସାଂସଦ ଡା. ରବୀନ୍ଦ୍ର ନାରାୟଣ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପଦଯାତ୍ରା ର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୫/୧୧ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଆଜି ଆଇଏସଆରଡି:-ଅନ୍ତର୍ଗତ ସଖୀ-ୱାନ ଷ୍ଟପ କେନ୍ଦ୍ର ପକ୍ଷରୁ ଜିଲ୍ଲା ସମାଜ ମଙ୍ଗଳ ବିଭାଗ ଏବଂ ଜିଲ୍ଲା ପ୍ରଶାସନଙ୍କ ମିଳିତ ସହଯୋଗରେ ଜିଲ୍ଲାସ୍ତରୀୟ ଲିଙ୍ଗ ଭିତ୍ତିକ ମହିଳା ହିଂସା ବିରୋଧରେ ୧୬ ଦିନିଆ ସକ୍ରିୟତା ଅନ୍ତର୍ଗତ ସଚେତନତା ଅଭିଯାନର ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି Continue Reading
Odisha News
ଭୁବନେଶ୍ବର, ୨୫/୧୧: ସମୃଦ୍ଧ ଓଡ଼ିଶା ୨୦୩୬ ଉଦଘାଟିତ । ଓଡ଼ିଶା ସରକାର ଏବଂ ଉତ୍କଳ ଚ୍ୟାମ୍ବର ଅଫ୍ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ଲିମିଟେଡ଼ ଆନୁକୂଲ୍ୟରେ ଉଦଘାଟିତ ହୋଇଛି ସମୃଦ୍ଧ ଓଡ଼ିଶା ୨୦୩୬ କାର୍ଯ୍ୟକ୍ରମ । ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଉଦଘାଟିତ କରିଛନ୍ତି ।ଏହି କାର୍ଯ୍ୟକ୍ରମରେ ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ଉପସ୍ଥିତ […]Continue Reading
Odisha News
ଭୁବନେଶ୍ୱର,୨୫/୧୧: ବିଜେଡିକୁ ବଡ଼ ଝଟକା ଲାଗିଛି। ପଦ ଛାଡିଲେ ସାଂସଦ ଦେବାଶିଷ ସାମନ୍ତରାୟ। ବିଜେଡିର ସିନିୟର ସିଟିଜେନ୍ ସେଲ୍ ଉପସଭାପତି ପଦରୁ ମଙ୍ଗଳବାର ଦେବାଶିଷ ଇସ୍ତଫା ଦେଇଛନ୍ତି।ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ଦେବାଶିଷ ତାଙ୍କ ଇସ୍ତଫା ପତ୍ର ପଠାଇଛନ୍ତି। ପୂର୍ବରୁ ଦଳ ଉପରେ ଅସନ୍ତୋଷ ଥିଲେ। ଏବେ ଚର୍ଚ୍ଚା ହେଉଛି ଦେବାଶିଷଙ୍କ ଗତି କେଉଁଆଡେ ରହିବ।ତେବେ ଗୁରୁତ୍ୱ ଦେଉନଥିବାରୁ ପଦବୀ ଛାଡ଼ିଥିବା ଇସ୍ତଫାପତ୍ରରେ ଦେବାଶିଷ ଉଲ୍ଲେଖ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୨୪/୧୧: ବୌଦ୍ଧ ଜିଲ୍ଲାର , ବୌଦ୍ଧ ବ୍ଳକ୍ ର ହାଇ ସ୍କୁଲ୍ ପଡିଆ, ବଉଁସୁଣୀ ପରିସରରେ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗ, ତରଫରୁ ୨୪ ନଭେମ୍ବର ୨୦୨୫ ତାରିଖ ଦିନ ବ୍ଲକ୍ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା-୨୦୨୫ ଆୟୋଜିତ ହୋଇଥିଲା।ଏହି ମେଳାରେ ୨୩ ଗୋଟି ଗ୍ରାମ ପଞ୍ଚାୟତରୁ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗରୁ ସମୁଦାୟ ୪୬୦ ଜଣରୁ ଉର୍ଦ୍ଧ ଚାଷୀ ଭାଗ ନେଇଥିଲେ।ଏଥିରେ ମୁଖ୍ୟ ଅତିଥି ଭାବେ ଶ୍ରୀଯୁକ୍ତ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୪/୧୧: କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଅଧିକାଂଶ ଯୁବପିଢୀଙ୍କ କ୍ଷେତ୍ରରେ ବିଗତ କିଛି ମାସ ହେଲା ଦେଖିବାକୁ ମିଳୁଛି କାନଜନିତ ସମସ୍ୟା ।ସହରର କେତେକ ଔଷଧ ଦୋକାନୀଙ୍କ ଠାରୁ ଆରମ୍ଭ କରି ଡାକ୍ତର ଖାନା ଓ ସ୍ୱାସ୍ଥ୍ୟକେନ୍ଦ୍ର ମାନଙ୍କରେ କାନଜନିତ ସମସ୍ୟାର ସମ୍ମୁଖୀନ ହୋଇ ବହୁ ଯୁବପିଢୀ ଚିକିତ୍ସା ପାଇଁ ଆସୁଥିବା ଆଲୋଚିତ ହେଉଛି ।କାନଜନିତ ସମସ୍ୟାର ପ୍ରତିକାର ପାଇଁ ବହୁ ଯୁବପିଢୀ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୪/୧୧ : ଗଜପତି ଜିଲ୍ଲା ରାୟଗଡ ବ୍ଲକ ଅନ୍ତର୍ଗତ କୁମୁଲାସିଂ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମନୀନ୍ଦ୍ର ହନେଗା , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ସୁନୀଲ କାନ୍ତ ମହାନ୍ତି , ଅତିରିକ୍ତ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୪/୧୧ : (ସୋମବାର )ଦିନ ସକାଳ ୧୦ ଘଟିକା ସମୟରେ ହରଭଙ୍ଗା ବ୍ଲକ ରାଧାନଗର ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି । ବୌଦ୍ଧ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ ଓ ଆରକ୍ଷୀ ଅଧୀକ୍ଷକ ରାହୁଲ୍ ଗୋୟଲ ଶିବିରରେ ଉପସ୍ଥିତ ରହି ଆସିଥିବା ବିଭିନ୍ନ ଅଭିଯୋଗ ଗୁଡିକର ସମାଧାନ କରିଥିଲେ ।ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୪/୧୧ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂଶାସିତ ମହାବିଦ୍ୟାଳୟ ଠାରେ ୭୮ ତମ ଏନସିସି: ଦିବସ-୨୦୨୫ ମହା ସମାରୋହରେ ପାଳିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ରାଧାକାନ୍ତ ଭୂୟାଁ ମୁଖ୍ୟଅତିଥି ଭାବେ ଯୋଗଦେଇ ଏନସିସି: ପତାକା ଉତ୍ତୋଳନ କରିଥିଲେ ।ଏହି ସମୟରେ ଏନସିସି: ସଙ୍ଗୀତ \”ହମ୍ ସବ ଭାରତୀୟ ହେଁ – ହମ୍ ସବ ଭାରତୀୟ Continue Reading