କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୬/୯ : ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଆଜି ପୂର୍ବାହ୍ନରେ ପୁରୁଣା କଟକ ହାଟ ପଡ଼ିଆଠାରେ ଶାଖା ସଭାପତି ତେଜ କୁମାର ଜଗଦଳା ଙ୍କ ନେତୃତ୍ୱରେ ବୃକ୍ଷରୋପଣ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ପୃଥିବୀର ତଥା ମାନବ ସମାଜର ଭବିଷ୍ୟତ ସୁରକ୍ଷା ପାଇଁ ବୃକ୍ଷ ହିଁ ଏକମାତ୍ର ସାଥି ବୋଲି ବିବେଚନା କରି ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା ।ଅନ୍ୟ ମାନଙ୍କ ମଧ୍ୟରେ ପ୍ରମୋଦ ଜାନୀ, ଗୁଞ୍ଜନ୍ ନାୟକ , ଲିପୁନ୍ […]Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୬/୮ : ଆଜି ପୂର୍ବାହ୍ନରେ ଯାଜପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏକ ପେଡ୍ ମା କେ ନାମ୍ ୨.୦ ନିମନ୍ତେ ଦୁଇଟି ସଚେତନତା ରଥକୁ ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଆସନ୍ତା ସେପ୍ଟେମ୍ବର ୨୦୨୫ ରିଖରେ ରାଜ୍ୟବ୍ୟାପୀ ୭୫ ଲକ୍ଷ ଚାରା ରୋପଣ ଅଭିଯାନ ଆରମ୍ଭ ହେଉଛି।ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଆହ୍ବାନ କ୍ରମେ ସମସ୍ତେ ଏଥିରେ ସାମିଲ ହେବା, ଆମ ଜନ୍ମଦାତ୍ରୀ Continue Reading
ଭୁୁବନେଶ୍ୱର, ୬/୯ : ମହାନଦୀ ଜଳ ବିବାଦ ମାମଲାରେ ଟ୍ରିବ୍ୟୁନାଲରେ ଶୁଣାଣି ହୋଇଛି । ଓଡିଶା ଓ ଛତିଶଗଡ ସରକାରଙ୍କ ପକ୍ଷରୁ ପ୍ରତିନିଧି ହାଜର ହୋଇଛନ୍ତି । ଶୁଣାଣ ନେଇ ଆଡଭୋକେଟ୍ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ସୂଚନା ଦେଇଛନ୍ତି ।ଏଜି ପୀତାମ୍ବର ଆଚାର୍ଯ୍ୟ କହିଛ ଶୁଣାଣି ବେଳେ ଟ୍ରିବ୍ୟୁନାଲରେ ଉପଯୁକ୍ତ ଯୁକ୍ତି ରଖିଛି ଓଡିଶା । ଆପୋଷ ବୁଝାମଣାରେ ସମାଧାନ କରିବାକୁ ପ୍ରସ୍ତାବ ଦିଆଯାଇଛି । ଦୁଇ ରାଜ୍ୟର ଶୀର୍ଷ ନେତୃତ୍ୱ ଜରିଆରେ ସମାଧାନ ହେଉ । […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୬/୯: ଜିଲ୍ଲା ସ୍ତରୀୟ ଗୁରୁଦିବସ ପାଳନ ଉତ୍ସବ ଏବଂ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ ସ୍ଥାନୀୟ ଟାଉନହଲ ଠାରେ ଅନୁଷ୍ଠିତ ହୋଇଯାଇଛି ।ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନଙ୍କ ସଭାପତିତ୍ୱରେ ଆୟୋଜିତ ଏହି ସମାରୋହରେ ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ କନ୍ଧମାଳ ସାଂସଦଙ୍କ ପ୍ରତିନିଧି ଯୁଗଳ କିଶୋର ସାମଲ, Continue Reading
ଭୁବନେଶ୍ୱର, ୬/୯ : ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଯୁବତୀ ଅପହରଣ ଏବଂ ତାପଙ୍ଗ ଖଣିରେ ଯୁବତୀଙ୍କ କଙ୍କାଳ ଉଦ୍ଧାର ଘଟଣାରେ କମିଶନରେଟ୍ ପୋଲିସ ପର୍ଦ୍ଦାଫାସ କରିଛି । ଘଟଣାରେ ଯୁବତୀଙ୍କ ପୁରୁଷ ବନ୍ଧୁ ଦେବାଶିଷ ବିଶୋୟୀଙ୍କୁ ଗିରଫ କରାଯାଇଛି । ସେ ନୟାଗଡ଼ ରଣପୁର ମଝିଆଖଣ୍ଡ ଅଞ୍ଚଳର ବାସିନ୍ଦା ଅଟେ । ମୃତ ଯୁବତୀ ହେଲେ ରଣପୁର ହରିପୁର ଅଞ୍ଚଳର ନିରୁପମା ପରିଡ଼ା (୨୨) । ଏ ନେଇ ପୋଲିସ କମିଶନର ଏସ୍.ଦେବଦତ୍ତ ସିଂହ […]Continue Reading
ଭୁବନେଶ୍ୱର, ୬/୯ : ରାଜ୍ୟ ସରକାର ବାୟୋମେଟ୍ରିକ ଉପସ୍ଥାପନାକୁ ବାଧ୍ୟତାମୂଳକ କରାଯାଇଛି । ପଞ୍ଚାୟତ କର୍ମଚାରୀଙ୍କ ଠାରୁ ଆରମ୍ଭ କରି ମଣ୍ଡଳ ଉନ୍ନୟନ ଅଧିକାରୀ ବାୟୋମେଟ୍ରିକରେ ଉପସ୍ଥାପନ ଦେବେ ବୋଲି ପଞ୍ଚାୟତରାଜ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।ପଞ୍ଚାୟତ, ପଞ୍ଚାୟତ ସମିତି, ଜିଲ୍ଲା ପରିଷଦ କାର୍ଯ୍ୟାଳୟରେ ବାୟୋମେଟ୍ରିକ ମେସିନ ଲଗାଯିବ । ସମସ୍ତ କାର୍ଯ୍ୟାଳୟରେ ଯଥାଶୀଘ୍ର ବାୟୋମେଟ୍ରିକ ବ୍ୟବସ୍ଥା କାର୍ଯ୍ୟକାରୀ କରିବାକୁ ସରକାର ନିର୍ଦ୍ଦେଶ Continue Reading
ଓଡ଼ିଶାର ମାନ୍ୟବର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଦିନିକିଆ ଜିଲ୍ଲା ଗସ୍ତ କରି ରାଜସ୍ବ ଯୋଜନା ସମୀକ୍ଷା କଲେ
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା ,୬/୯ : ଓଡ଼ିଶାର ମାନ୍ୟବର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀଯୁକ୍ତ ସୁରେଶ ପୂଜାରୀ ଖୋର୍ଦ୍ଧା ଜିଲ୍ଲା ଗସ୍ତ କରି ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ରାଜସ୍ବ ଓ ଭୂ – ଅର୍ଜନ ସମ୍ବନ୍ଧୀୟ ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନାର ସମୀକ୍ଷା କରି ରାଜସ୍ବ କର୍ମଚାରୀ, ତହସିଲଦାର, ଉପ ନିବନ୍ଧକ ଅଧିକାରୀ ମାନେ ସରକାରଙ୍କର ବିଭିନ୍ନ ପ୍ରକାରର ଯୋଜନାର ବୃତ୍ତୀୟ ଧାରା ଓ ନିୟମ Continue Reading
ନୂଆଦିଲ୍ଲୀ, ୫/୯ : ଆଜି ହେଉଛି ଗୁରୁ ଦିବସ । ଏହି ଅବସରରେ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ଜାତୀୟ ଶିକ୍ଷକ ସମ୍ମାନ ପ୍ରଦାନ କରାଯାଇଛି । ଦେଶର ବିଭିନ୍ନ ଶିକ୍ଷାନୁଷ୍ଠାନର ମୋଟ ୪୫ ଶିକ୍ଷକଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ମାନୀତ କରିଛନ୍ତି । ସମ୍ମାନୀତ ୪୫ ଜଣଙ୍କ ମଧ୍ୟରେ ୨୪ ପୁରୁଷ ଏବଂ ୨୧ ଜଣ ମହିଳା ଶିକ୍ଷକ ଅଛନ୍ତି ।ଏଥିରେ ଓଡ଼ିଶାର ୨ ଜଣ ଶିକ୍ଷକଙ୍କୁ ଜାତୀୟ ଶିକ୍ଷକ ସମ୍ମାନ-୨୦୨୫ ପ୍ରଦାନ କରାଯାଇଛି । ମାଲକାନଗିରି […]Continue Reading
ଭୁବନେଶ୍ୱର,୫/୯: ରାଜ୍ୟସ୍ତରୀୟ ଗୁରୁଦିବସ ଉତ୍ସବରେ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଗାମୀ ୩ ବର୍ଷରେ ପ୍ରାୟ ୪୫ ହଜାର ଶିକ୍ଷକ ପଦବୀ ପୂରଣ ହେବ। ଚୁକ୍ତିଭିତ୍ତିକ ନୁହେଁ, ରେଗୁଲାର ଭିତ୍ତିରେ ନିଯୁକ୍ତି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ତାର କହିଛନ୍ତି।ମୁଖ୍ୟମନ୍ତ୍ରୀ ଶିକ୍ଷା କ୍ଷେତ୍ରରେ ୨ଟି ବଡ଼ ଆହ୍ବାନ ଦେଇ କହିଛନ୍ତି, ଡ୍ରପ୍ ଆଉଟ୍ ହ୍ରାସ ଓ ଗୁଣାତ୍ମକ ଶିକ୍ଷା ପ୍ରଦାନ କରାଯିବ। ତଥ୍ୟ ଅନୁସାରେ ୨୪% Continue Reading
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୫/୯ : ଗୁରୁବାର ସନ୍ଧ୍ୟା ବେଳେ ଯାଜପୁର ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର , ଯାଜପୁରସ୍ଥିତ ମହାରାଜା ଯଯାତି କେଶରୀ ମେଡିକାଲ କଲେଜ ଓ ହସ୍ପିଟାଲ କୁ ପରିଦର୍ଶନ ରେ ଆସିଥିଲେ .।ସର୍ବପ୍ରଥମେ ସି.ଟି. ସ୍କାନ ସେଣ୍ଟର ପରିଦର୍ଶନ କରିଥିଲେ ଏବଂ ସେଠାରେ ଉପସ୍ଥିତ ଥିବା ଟେକନିସିଆନ ଓ କର୍ମଚାରୀ ଙ୍କୁ ସି.ଟି. ସ୍କାନ ମେସିନ ର କାର୍ଯ୍ୟକାରିତା ଏବଂ କେତେ ସମୟ ବ୍ୟବଧାନ ରେ ରିପୋର୍ଟ ହେଉଛି ପଚାରି ବୁଝିଥିଲେ।ମେଡିକାଲ […]Continue Reading




